-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||     

HOME   ରାଜ୍ୟ

ରେଢ଼ାଖୋଲ ଡ୍ରାଇଭର ମହାସଂଘ ପକ୍ଷରୁ କ୍ୟାନ୍ସର ପୀଡ଼ିତ ଙ୍କୁ ଚିକିତ୍ସା ସହଯୋଗ

17-Feb-2022



ରେଢ଼ାଖୋଲ(ଅନିଲ କୁମାର ପୃଷ୍ଟି): ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଡ୍ରାଇଭର ମହାସଂଘ ପକ୍ଷରୁ ଏକ କ୍ୟାନ୍ସର ପୀଡ଼ିତଙ୍କୁ ଚିକିତ୍ସିତ କରାଇ ସହାୟତା ପ୍ରଦାନ କରିଥିବା ନେଇ ରେଢ଼ାଖୋଲ ଅଞ୍ଚଳ ରେ ଚର୍ଚ୍ଚା ର ବିଷୟ ହୋଇ ରେଢ଼ାଖୋଲ ଡ୍ରାଇଭର ମହାସଂଘ ସଦସ୍ୟ ଙ୍କୁ ପ୍ରଶଂସା କରିଛନ୍ତି। ସୂଚନା ଯୋଗ୍ୟ ଯେ ରେଢ଼ାଖୋଲ ବ୍ଲକ ଅନ୍ତର୍ଗତ କୁକୁଡ଼ାବାହାଲି ଗ୍ରାମ ପଞ୍ଚାୟତ କାଙ୍କଣପଡ଼ା ଗ୍ରାମର ଜଣେ ଡ୍ରାଇଭର ବେଲାର୍ଶନ ସେଠୀ (୨୮) ଦୀର୍ଘ ଦିନ ହେବ କ୍ୟାନ୍ସର ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ଡାହାଣ ପାର୍ଶ୍ଵର ଗୋଡଟି ଅଚଳ ହୋଇ ପଡ଼ିଥିଲା। ଯାହା ଫଳରେ ବେଲାର୍ଶନ ଚାଲିବୁଲି ପାରୁନଥିଲେ। ଏହା ଖବର ପାଇ ଓଡ଼ିଶା ଡ୍ରାଇଭର ମହାସଂଘ ର  ରେଢ଼ାଖୋଲ ଶାଖା  ଡ୍ରାଇଭର ମହାସଂଘ ର ସଦସ୍ୟ ମାନେ ପହଞ୍ଚି ବେଲାର୍ଶନ ସେଠୀ ଙ୍କୁ ନେଇ କଟକ ର ଏକ ଘରାଇ ଡାକ୍ତରଖାନା ରେ ଚିକିତ୍ସା କରାଇ ପ୍ଲାଷ୍ଟିକ ସର୍ଜରୀ କରାଇ ସୁସ୍ଥ ହୋଇ ବୁଧୁବାର ଦିନ ସନ୍ଧ୍ୟା ସମୟରେ ଘରକୁ ଫେରିଥିଲେ। ଡ୍ରାଇଭର ମହାସଂଘ ର ଏହି  ମହାନତା ସହାୟତା କୁ ରେଢ଼ାଖୋଲ ଅଞ୍ଚଳର ଜନ ସାଧାରଣ ଲୋକେ ଡ୍ରାଇଭର ମହାସଂଘ ସଦସ୍ୟ ମାନଙ୍କୁ ପ୍ରଶଂସା କରିଛନ୍ତି। ଏଥିରେ ରେଢ଼ାଖୋଲ ଡ୍ରାଇଭର ମହାସଂଘ ପଞ୍ଚାନନ ପ୍ରଧାନ, ଗିରିଶ ମୁଖୀ, ଉମାକାନ୍ତ,  ଆନନ୍ଦ, କ୍ଷୀରୋଦ ପ୍ରଧାନ, ବିକାଶ ସାହୁ, ଭରତ ରାଉଳ, ଶ୍ରୀରାମ ରାଉଳ, ମୁକ୍ତେ ପ୍ରଧାନ, ଖଗେଶ୍ବର ପ୍ରଧାନ, ଅଜିତ ସାହୁ ଓ ବାସୁଦେବ ପ୍ରଧାନ ପ୍ରମୁଖ ସାମିଲ ରହିଥିଲେ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026

You Might Also Like