-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ବିକାଶ ହିଁ କଂଗ୍ରେସର ଲକ୍ଷ୍ୟ ଦୁର୍ନୀତିମୁକ୍ତ ଜିଲ୍ଲା ପରିଷଦ ଗଠନ ପାଇଁ କଂଗ୍ରେସକୁ ଭୋଟ ଦିଅନ୍ତୁ - ନରସିଂହ

17-Feb-2022



ବଲାଙ୍ଗିର, ଗାଁରେ ପର୍ଯ୍ୟାପ୍ତ ପାନୀୟ ଜଳ, ଜମିକୁ ଜଳସେଚନ, ଉତ୍ତମ ସ୍ୱାସ୍ଥ୍ୟସେବା, ଉତ୍ତମ ଶିକ୍ଷା ଉପଲବଧ କରିବାକୁ ହିଁ ସାଧାରଣତଃ ଅଂଚଳର ବିକାଶ କୁହାଯାଏ । କିନ୍ତୁ  ଅନେକ ସମୟରେ ଦେଖାଯାଇଛି ଯେ ଦୁର୍ନିତିଖୋର ରାଜନେତା ଓ  ଅପାରଗ ଅଧିକାରୀଙ୍କ ଅବହେଳା ଯୋଗୁଁ ଲୋକେ ତାଙ୍କର ଅଧିକାର ପାଇ ପାରୁ ନାହାନ୍ତି । ତେଣୁ ଆମର  ଲକ୍ଷ ଏକ ଦୁର୍ନିତିମୁକ୍ତ ଜିଲ୍ଲାପରିଷଦ ଗଠନ । ସେଥିପାଇଁ କଂଗ୍ରେସ ଦଳ ଏକ ଦକ୍ଷ ପ୍ରାର୍ଥିନୀ କବିତା ଭୋଇଙ୍କୁ ଜିଲ୍ଲା ପରିଷଦ ଜୋନ ନଂ ୧୨ରେ ପ୍ରାର୍ଥି ଭାବେ ଛିଡା କରିଛି । ଆମର ଦୃଢ ବିଶ୍ୱାସ ଆପଣମାନେ ହାତ ଚିହ୍ନରେ ଭୋଟ ଦେଇ ଏକ ଦୁର୍ନିତି ମୁକ୍ତ ଜିଲ୍ଲା ପରିଷଦ ଗଠନରେ ସହାୟକ ହେବେ ବୋଲି ଆଜି ଦେଓଗାଁ ବ୍ଲକରେ କବିତା ଭୋଇଙ୍କ ପାଇଁ ନିର୍ବାଚନ ପ୍ରଚାର ସମୟରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର କହିଛନ୍ତି । ଦେଓଗାଁ ବ୍ଲକ ଜୋନ ୧୨ ଅନ୍ତର୍ଗତ ସାରସମାଲ, ଲଜ୍ଝଣ୍ଡାପଦର, ଧଣ୍ଡାମାଲ, ବ୍ରାହ୍ମନୀଯୋର, ବନ୍ଧପଡା ଓ ଦେଷଣ୍ଢ ପଞ୍ଚାୟତର ବିଭୀନ୍ନ ସ୍ଥାନରେ ନିର୍ବାଚନ ପ୍ରଚାର ବେଳେ ଶ୍ରୀ ମିଶ୍ର ଆହୁରି କହିଛନ୍ତି ଯେ, ବର୍ତ୍ତମାନ ଦେଓଗାଁ ବ୍ଲକ ଦୁର୍ନିତି ର ଗାନ୍ତାଘର ପାଲଟିଛି । ଏଥିରୁ ମୁକୁଳିବାକୁ ହେଲେ ସ୍ୱଚ୍ଛ, ନିର୍ମଳ ଓ ମହିଳାଉ ଶାସକିକରଣର ପ୍ରତିକ କବିତା ଭୋଇଙ୍କୁ ହାତ ଚିହ୍ନରେ ବହୁଳ ପରିମାଣରେ ମତଦାନ କରି ବିଜୟୀ କରନ୍ତୁ । କଂଗ୍ରେସ ଦଳ ନିଶ୍ଚିତ ଭାବରେ ଗାଁ ଓ ଅଂଚଳର ବିକାଶକୁ ଦୁର୍ନିତିମୁକ୍ତ କରିବାକୁ ପ୍ରାଥମିକତା ଦେବ । ଆଜିର ନିର୍ବାଚନୀ ସଭାମାନଙ୍କରେ ବ୍ଲକ କଂଗ୍ରେସ ସଭାପତି ରାମଜୀ ଚୌଧୁରି, ଜମୁନା ବଗର୍ତ୍ତି, ସାନ୍ତନୁ ଭୋଇ, ପ୍ରମୋଦ ମିଶ୍ର, ଚୈତନ୍ୟ କାଲସାଏ, ଛାୟାକାନ୍ତ ପୋଢ ଓ ଦାଶ ମନହୀରା ପ୍ରମୂଖ ଉପସ୍ଥିତ ଥିଲେ ।   


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like