-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ମରୁଡ଼ି ଓ ଦାଦନ ଶ୍ରମିକ ସମସ୍ୟା ର ସମାଧାନ କରିବ ଲୋୟର ସୁକତେଲ ଜଳ ପ୍ରକଳ୍ପ

15-Nov-2020



ବଲାଙ୍ଗୀର,(ପ୍ରେରଣା ଖବର) - ବଲାଙ୍ଗୀର ଜିଲ୍ଲାର ଲାଇଫଲାଇନ କୁହାଯାଉଥିବା  ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର ନିର୍ମାଣ କାମ ଗତ ୨ ବର୍ଷରୁ ଅଧିକ ସମୟ ହେଲା ବନ୍ଦ ହୋଇ ପଡିରହିଛି । ଇତି ମଧ୍ୟରେ ନିର୍ମାଣ କାମ ପୁଣି ଆରମ୍ଭ କରିବା ପାଇଁ ସରକାର ତତ୍ପରତା ପ୍ରକାଶ କରିଥିବା ବେଳେ ସରକାରଙ୍କ ନିଷ୍ପତ୍ତିକୁ ବିସ୍ଥାପତିମାନେ ପୁଣି ବିରୋଧ କରିଛନ୍ତି । ପୂର୍ବରୁ ବୁଡି ଅଂଚଳର କେତେକ ଅଂଚଳର ଗ୍ରାମବାସୀ ୧୯୯୪ ମସିହା ଆଇନ ଅନୁଯାୟୀ କ୍ଷତିପୂରଣ ପାଇଥିବା ବେଳେ ଏବେ ୨୦୧୩ ଆଇନ ଅନୁଯାୟୀ କ୍ଷତିପୂରଣ ଦେବା ପାଇଁ ନୁତନ ପ୍ରସ୍ତାବ ରହିଛି । ତେଣୁ ଗୋଟିଏ ପ୍ରକଳ୍ପରେ ସର୍ବତ୍ର ଗୋଟିଏ ଆଇନ ଲାଗୁ କରାଯାଇ, ୨୦୧୩ ଆଇନ ଅନୁସାରେ ଏକକାଳୀନ ବିସ୍ଥାପିତମାନଙ୍କୁ ସମସ୍ତ ପ୍ରକାର କ୍ଷତିପୂରଣ ପ୍ରଦାନ କଲା ପରେ ଯାଇ କାମ ଆରମ୍ଭ ହୋଇପାରିବ ବୋଲି ବୁଡି ଅଂଚଳ ଅଗ୍ରଗାମୀ ସଂଘ ତରଫରୁ ବଲାଙ୍ଗିର ଯାଦବ ଭବନ ଠାରେ ଆଜି ଅନୁଷ୍ଠିତ ହୋଇଥିବା ଏକ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି । ସଂଘର ସଭାପତି ଉପେନ୍ଦ୍ର ସାହୁ କହିଛନ୍ତି ଯେ, ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର ସମସ୍ତ ଗ୍ରାମର ବିସ୍ଥାପିତଙ୍କୁ ଗୋଟାଏ ପ୍ରକଳ୍ପ ଓ ଗୋଟାଏ ଆଇନ ଅନୁସାରେ ୨୦୧୩ ନୂଆ ଆଇନ ଅନୁଯାୟୀ ବର୍ତ୍ତମାନ ବଜାର ଦରରେ ଘର, ଗଛ, କୂଅ, ଜମି ଇତ୍ୟାଦିର ଏକକାଳୀନ କ୍ଷତିପୂରଣ ପ୍ରଦାନ କରାଯାଉ । ୧୮ ବର୍ଷରୁ ଉର୍ଦ୍ଧ ସମସ୍ତ ପୁଅ ଓ ଝିଅଙ୍କ ସର୍ଭେ କରି ଏକକାଳୀନ ଥଇଥାନ ରାଶି ପ୍ରଦାନ କରାଯାଉ । ଜମିହୀନ ବିସ୍ଥାପତି ପରିବାରଙ୍କୁ ଚିହ୍ନଟ କରି ତାଙ୍କୁ ପାତର ଅନ୍ତର ନ କରି ବିସ୍ଥାପିତଙ୍କ ସହିତ ସମାନ ହିସାବରେ ଥଇଥାନ ରାଶି ପ୍ରଦାନ କରାଯାଉ । ଯେଉଁ ବିସ୍ଥାପିତ ଙ୍କୁ ସରକାରଙ୍କ ଥଇଥାନ କଲୋନୀରେ ଘରଡିହ ମିଳିନାହିଁ ଏବଂ ଯେଉଁମାନେ ଘରଡିହ ସହାୟତା ରାଶି ବଦଳରେ ଘରଡିହ ଚାହୁଁଛନ୍ତି ସେମାନଙ୍କୁ ଘରଡିହ ପ୍ରଦାନ କରାଯାଉ । ବିଭିନ୍ନ ଗ୍ରାମର ୧୮ ବର୍ଷରୁ ଉର୍ଦ୍ଧ ବିସ୍ଥାପିତଙ୍କ ତାଲିକା ମଂଜୁର ପାଇଁ ଜଳସେଚନ ବିଭାଗ ପୁର୍ନବାସ ଓ ଥଇଥାନ ନିର୍ଦ୍ଦେଶକଙ୍କ ପାଖକୁ ୨ ବର୍ଷରୁ ଉର୍ଦ୍ଧ୍ବ ହେବାକୁ ଯାଇଛି, ତାହା ମଞ୍ଜୁର କରି ପ୍ରଦାନ କରାଯାଉ,ବିସ୍ଥାପିତଙ୍କ ନାମରେ ରୁଜୁ 

ହୋଇଥିବା ବିଭିନ୍ନ ମିଥ୍ୟା ମାମଲା ପ୍ରତ୍ୟାହାର କରାଯାଉ, ଆର ପି ଡି ଏ ସି ରେ ନୂତନ ସଭ୍ୟଙ୍କୁ ନିଆଯାଉ ଓ ପ୍ରତି ତିନି ମାସରେ ବୈଠକ ଥରେ ବସୁ,ଦୀର୍ଘ ୨୦ ବର୍ଷ ହେବ ବିସ୍ଥାପିତଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ବିଜୁ ପକ୍କାଘର ଯୋଜାନରୁ ବଂଚିତ କରାଯାଇଛି । ସେହିପରି ନୂତନ ଜାଗାରେ ଥଇଥାନ ହୋଇଥିବା ବିସ୍ଥାପିତଙ୍କୁ ଏହି ଯୋଜନାରେ ସାମିଲ କରାଯାଉ, ବିସ୍ଥାପିତଙ୍କୁ କ୍ଷତିପୂରଣ, ଥଇଥାନ ଓ ବିଭିନ୍ନ ଜମି ବିବାଦୀୟ ସମସ୍ୟାର ସମାଧାନ ପାଇଁ ପ୍ରକଳ୍ପ କାର୍ଯ୍ୟାଳୟ ଅଧୀନରେ ଏକ ବିଚାରପତି କାର୍ଯ୍ୟାଳୟ ସ୍ଥାପନ କରାଯାଉ,ଏବଂ ଆଂଶିକ କ୍ଷତିଗ୍ରସ୍ତ ଗ୍ରାମକୁ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ଗ୍ରାମ ଭାବେ ଘୋଷଣା କରାଯାଉ । ଗୋଟାଏ ଗ୍ରାମର ସମସ୍ତଙ୍କୁ କ୍ଷତିପୂରଣ ଓ ଥଇଥାନା ରାଶି ଏକକାଳୀନ ପ୍ରଦାନ କରାଯିବା ପରେ ଅନ୍ୟ ଗ୍ରାମରେ କ୍ଷତିପୂରଣ ଓ ଥଇଥାନ ରାଶି ପ୍ରଦାନ କରାଯାଉ । ଫଳରେ ବିସ୍ଥାପତିମାନେ ଉଚିତ ଭାବେ କ୍ଷତିପୂରଣ ପାଇ ପାରିବେ ବୋଲି ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି । ଏହା ସହିତ ଏହି ମର୍ମରେ ଏକ ୧୧ ଦଫା ଦାବୀପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି ବୋଲି ସଭାପତି ଶ୍ରୀ ସାହୁ କହିଛନ୍ତି । ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ମନୋଜ ରାଜପୁତ, ମଳୟ ମେହେର, ଉାମାକାନ୍ତ ଖୁଆସ, ଲଳିତ ଗଡତିୟା, ରାଜକୁମାର ପ୍ରଧାନ, ସୁବଳ ପଟେଲ, ଅର୍ଜୁନ ବେହେରା, ଧୀରେନ୍ଦ୍ର ନାଗ ଓ ବିଶ୍ୱାମିତ୍ର ପଢିଆରି ପ୍ରମୁଖ ଉପସ୍ଥିତ ଥିଲେ । ଦାଦନ ପ୍ରରୁଡ଼ି ପ୍ରବଣ ବଲାଙ୍ଗୀର ଜିଲ୍ଲାରେ ବହୁ ପ୍ରତୀକ୍ଷିତ ଲୋୟର ସୁକତେଲ ଜଳ ପ୍ରକଳ୍ପ ନିର୍ମାଣ ହେଲେ ଦାଦନ ଶ୍ରମିକ ଚାଲାଣ ଓ ମରୁଡି ରୁ ଜିଲ୍ଲା ମୁକୁଳି ପାରିବ ବୋଲି ଏହି ପ୍ରକଳ୍ପ ଲାଇଫ ଲାଇନ ପାଲଟିବ ବୋଲି ବୁଦ୍ଧିଜୀବୀ ମହଲରେ ଶୀଘ୍ର ନିର୍ମାଣ ଦାବି ପ୍ରକାଶ ପାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like