-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ରାଜନୀତି

ନିର୍ବାଚନ ପ୍ରଚାର ମୈଦାନରେ ସାଂସଦ ପ୍ରମିଳା ବିଷୋୟୀ ଓ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ

17-Feb-2022



ଗଞ୍ଜାମ /ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଗ୍ରାମାଞ୍ଚଳ ମାନଙ୍କରେ ଜମୁଛି ପଞ୍ଚାୟତ ନିର୍ବାଚନ ପ୍ରଚାର l ବାଜା ପଟୁଆର ସାଙ୍ଗକୁ ପଥପ୍ରାନ୍ତ ସଭା ଆୟୋଜନ କରାଯାଇ ଭୋଟର ମାନଙ୍କୁ ମନେଇବା ପାଇଁ ଚେଷ୍ଟା ଜାରିରଖିଛନ୍ତି ପ୍ରାର୍ଥି l ବିଜେଡି ର 6 ନଂ ଜୋନ ଜିଲ୍ଲାପରିଷଦ ପ୍ରାର୍ଥୀନୀ ସଂଗୀତ ସ୍ୱାଇଁ , ଗୁଡ଼ିଆଳି ସରପଞ୍ଚ ପ୍ରାର୍ଥୀନୀ ସୁନିତା ଭୂୟାଁ ଓ ସମିତିସଭ୍ୟ ପ୍ରାର୍ଥୀନୀ ବିଜୟଲକ୍ଷ୍ମୀ ପଣ୍ଡା ଙ୍କ ପ୍ରଚାର ଲାଗି ଆଜି ଗୁଡ଼ିଆଳି ପଞ୍ଚାୟତ ରେ ପ୍ରଚାର କରିଛନ୍ତି ଆସିକା ସାଂସଦ ପ୍ରମିଳା ବିଷୋୟୀ ଓ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ l ଅପରାହ୍ନରେ ବିଶାଳ ପଟୁଆରରେ ଗୁଡ଼ିଆଳି ପଞ୍ଚାୟତର ସମସ୍ତ ୱାର୍ଡ ରେ ପ୍ରଚାର କରିଥିଲେ ଉଭୟ ସାଂସଦ ଓ ବିଧାୟିକା l ଏହା ସହିତ ଗ୍ରାମର ବିଭିନ୍ନ ସ୍ଥାନରେ ପଥପ୍ରାନ୍ତ ସଭା ଆୟୋଜନ କରି ରାଜ୍ୟ ସରକାର ଙ୍କ ବିଭିନ୍ନ ଉନୟନ ମୂଳକ ଯୋଜନା ବିଷୟରେ ଲୋକଙ୍କୁ ଅବଗତ କରି ସମର୍ଥିତ ପ୍ରାର୍ଥୀ ମାନଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଜୟଯୁକ୍ତ କରିବାକୁ ଜନସାଧାରଣ ଙ୍କୁ ଅନୁରୋଧ କରିଥିଲେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ l ଏହି ଅବସରରେ ପଞ୍ଚାୟତ ର ସରପଞ୍ଚ କୁମାର ଜେନା, ଯୁବନେତା କେ.ରାଜେନ୍ଦ୍ର ରେଡ଼ୀ ଙ୍କ ସମେତ କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀ ସ୍ତରୀୟ ଅନେକ ଆଗଧାଡିର ନେତା ଓ ବହୁସାଖ୍ୟରେ ଜନସାଧାରଣ ସାମିଲ ହୋଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like