-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ପୋଲିଂ କର୍ମଚାରୀଙ୍କୁ ଅଢ଼େଇ ଘଣ୍ଟା ଅଟକ ରଖିଲେ ଗାଁ ଲୋକ

17-Feb-2022



 ବଲାଙ୍ଗିର, ସ୍କୁଲ ଆଗରେ ଅଢ଼େଇ ଘଣ୍ଟା ଧରି ଅଟକି ରହିଲେ ପୋଲିଂ କର୍ମଚାରୀ। ଶିକ୍ଷା ଅଧିକାରୀଙ୍କଠାରୁ ପ୍ରତିଶ୍ରୁତି ପାଇବା ପରେ ସ୍କୁଲ ଭିତରେ ପଶିବାକୁ ଅନୁମତି ଦେଇଛନ୍ତି ଗାଁ ଲୋକେ। ଆଜି ଏପରି ଚିତ୍ର ଦେଖିବାକୁ ମିଳିଛି ବଲାଙ୍ଗିର ଜିଲ୍ଲା ପୁଇଁନ୍ତଳା ଅଞ୍ଚଳରେ।
 ପୁଇଁନ୍ତଳା ବ୍ଲକ୍‌ କୁରୁଲ ପଞ୍ଚାୟତ ଡୁମେରପାଲି ଗାଁରେ ଥିଲା ଗୋଟିଏ ପ୍ରାଥମିକ ବିଦ୍ୟାଳୟ। ୨୦ ପିଲା ଥିବା ଦର୍ଶାଇ ଶିକ୍ଷା ବିଭାଗ ଉକ୍ତ ବିଦ୍ୟାଳୟକୁ ୨୦୧୮ ମସିହାରେ ବନ୍ଦ କରିଦେଇଥିଲା। ଯାହାକୁ ନେଇ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ସ୍କୁଲ ଖୋଲିବା ପାଇଁ ବାରମ୍ୱାର ଦାବି କରୁଥିଲେ ଗାଁ ଲୋକ। ମାତ୍ର ପ୍ରଶାସନ ତିଳେ ମାତ୍ର ନଜର ଦେଉନଥିଲା।
 ଆସନ୍ତାକାଲି ପଞ୍ଚାୟତ ନିର୍ବାଚନରେ ମତଦାନ ଥିବାରୁ ଆଜି ଉକ୍ତ ସ୍କୁଲକୁ ଖୋଲିବା ପାଇଁ ଚେଷ୍ଟା କରିଥିଲା  ପ୍ରଶାସନ। ଏପରିକି ପୋଲିଂ ବୁଥ୍‌ ସ୍କୁଲ ପାଖରେ ପହଞ୍ଚିଥିଲା। ହେଲେ ଗାଁ ଲୋକେ ସ୍କୁଲ ଖୋଲିବାକୁ ଅନୁମତି ଦେଇନଥିଲେ। ପୋଲିଂ କର୍ମଚାରୀଙ୍କୁ ସ୍କୁଲ ଭିତରକୁ ଛାଡ଼ି ନଥିଲେ। ଖବର ପାଇଁ ପଇଁନ୍ତଲା ତହସିଲଦାର, ପୁଲିସ ଫୋର୍ସ ସହ ସେଠାରେ ପହଞ୍ଚିଥିଲେ। ଗାଁ ଲୋକଙ୍କୁ ବୁଝାଇବାକୁ ଚେଷ୍ଟା କରିଥିଲେ। କିନ୍ତୁ ଗାଁ ଲୋକେ ନିଜ ଜିଦ୍‌ରେ ଅଟଳ ରହିଥିଲେ। ଆଗେ ସ୍କୁଲ

ଖୋଲ, ତା’ପରେ ପୋଲିଂ ବୁଥ୍‌ କର୍ମଚାରୀଙ୍କ ଭିତରକୁ ପଶିବାକୁ ଦେବୁ ବୋଲି ରୋକ୍‌ଠୋକ୍‌ ଶୁଣାଇ ଦେଇଥିଲେ।
 ଖବର ପାଇଁ ସ୍କୁଲ ପାଖରେ ପହଞ୍ଚିଥିଲେ ବ୍ଲକ ଶିକ୍ଷା ଅଧିକାରୀ(ବିଇଓ) ଲୋକନାଥ ସୁନା। ସେ ପ୍ରଥମେ ଗାଁ ଲୋକଙ୍କୁ ବୁଝାଇବାକୁ ଚେଷ୍ଟା କରିଥିଲେ। ମାତ୍ର ଗାଁ ଲୋକେ ବୁଝିନଥିଲେ। ଶେଷରେ ସ୍କୁଲ ଖୋଲିବା ପାଇଁ ବିଇଓ ଶ୍ରୀ ସୁନା ପ୍ରତିଶ୍ରୁତି ଦେବା ପରେ ପୋଲିଂ କର୍ମଚାରୀଙ୍କୁ ସ୍କୁଲ ଭିତରେ ପଶିବାକୁ ଅନୁମତି ଦେଇଛନ୍ତି ଗାଁ ଲୋକେ। ଦୀର୍ଘ ଅଢ଼େଇ ଘଣ୍ଟା ପରେ ପୋଲିଂ ଅଧିକାରୀମାନେ ସ୍କୁଲ ଭିତରକୁ ଯାଇଥିବା ଜଣାପଡ଼ିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like