-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ସେଲଫି ଜୋନରେ ଲକ୍ଷାଧିକ ଟଙ୍କାର ଦୁର୍ନୀତି ମାମଲା ଜିଲାପାଳଙ୍କ ଠାରେ ପ୍ରଶାସନିକ ତଦନ୍ତ ଦାବି କଲେ ୩ ଜଣିଆ କମିଟି

30-Sep-2020



ବଲାଙ୍ଗିର,୩୦ା୯-ବଲାଙ୍ଗିର ସହରର ଭାଗିରଥୀ ଛକ ସ୍ଥିତ ଆଇ ଲଭ ବଲାଙ୍ଗିର ସେଲଫି ଜୋନରେ  ହୋଇଥିବା ଦୁର୍ନୀତିର ବିଭାଗୀୟ ପ୍ରଶାସନିକ ତଦନ୍ତ ଦାବିରେ ଏକ ତିନି ଜଣିଆ କମିଟି ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି । ଏଥିରେ ବଲାଙ୍ଗିର ୟୁଥ୍ ଏକ୍ସନ କମିଟିର ସଭାପତି ବିନୋଦ କୁମାର କାଲସାଏ, ସୂଚନା ଅଧିକାର କର୍ମୀ ଶମ୍ଭୁ ପ୍ରସାଦ ଶତପଥୀ, କରଙ୍ଗା କଟା ବଞ୍ଚାଅ ଅଭିଯାନର ଆବାହକ ପ୍ରଶାନ୍ତ ମହାକୁର ଜିଲାପାଳ ଚଞ୍ଚଳ ରାଣାଙ୍କୁ ଭେଟି ତିନି ଦଫା ଦାବି ପତ୍ର ପ୍ରଦାନ କରିଥିଲେ । 
  ଜିଲାପାଳ ନିଜେ ପୌରପାଳିକାର ପ୍ରଶାସକ ଥିବା ବେଳେ  ପୌର ଅଇନ ଉଲଂଘନ ଜନିତ ଅଭିଯୋଗର ତଦନ୍ତ ପାଇଁ ତାଙ୍କୁ ନିବେଦନ କରିଥିଲା କମିଟି । ପ୍ରମୁଖ ଦାବି ମଧ୍ୟରେ ଏହାର ପ୍ରଶାସନିକ ତଦନ୍ତ କରାଯିବା ସହ ଦୋଷୀକୁ ଦଣ୍ଡ ଦିଆଯାଉ । ବିନା ଟେଣ୍ଡରରେ ଏହି କାର୍ଯ୍ୟ କିଭଳି କରାଗଲା ଜନସାଧାରଣରେ ପ୍ରକାଶ କରାଯାଉ । ସେଲଫି ଜୋନ ଆରମ୍ଭ ହେବାର ମାତ୍ର ଦୁଇ ମାସ ପରେ ଦୁଇ ମାସ ପରେ ଏଲଇଡି ଡିସପ୍ଲେ ବୋର୍ଡ ଅକାମୀ ହୋଇଗଲା । ଏତେ ଟଙ୍କା ଖର୍ଚ୍ଚ କରାଯାଇଥିଲେ ହେଁ କେଉଁ ପରିସ୍ଥିତିରେ ଓ କିଏ ଏଭଳି ନିମ୍ନମାନର ବୋର୍ଡ ଲଗାଇ ଆତ୍ମସାତ କଲା ତାର ଉପଯୁକ୍ତ ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ । ନିର୍ବାଚିତ ପୌର ପରିଷଦ ଭାଙ୍ଗିବା ପରେ ଅନ୍ୟ ବହୁତ କାର୍ଯ୍ୟକୁ ବିନା ଟେଣ୍ଡରରେ କରାଯାଇଛି ସେଲଫି ଜୋନ କାର୍ଯ୍ୟାଦେଶରୁ ଜଣାପଡୁଛି । ଏହାର ତଦନ୍ତ ଦାବି କରିଛି କମିଟି । ଏହି ଭଳି ବେଆଇନ କାର୍ଯ୍ୟ ଆହୁରି ଅନେକ ଥିବା ବେଳେ ତାକୁ ବନ୍ଦ କରିବାକୁ ପୌର ପ୍ରଶାସକଙ୍କ ଠାରେ ଦାବି କରିଛି କମିଟି । 
  ତେବେ ଏଠି ସୂଚନା ଥାଉକି ଗତ ଦୁଇ ସପ୍ତାହ ପୂର୍ବେ ପୌର ଅଇନ ୧୯୫୩ ର ପାରା ନମ୍ବର ୩୩୭ ଓ ୩୩୮ ର ଉଲଂଘନ ଓ ସେଲଫି ଜୋନରେ ହୋଇଥିବା ଦୁର୍ନୀତିକୁ ନେଇ ସ୍ଥାନୀୟ ଗାନ୍ଧୀ ଭବନ ସମ୍ମୁଖରେ ଥିବା ଗାନ୍ଧୀ ମୂର୍ତ୍ତୀି ତଳେ ଶ୍ରୀ ମହାକୁର ଓ ଶ୍ରୀ ଶତପଥୀ ଧାରଣା ଦେଇଥିଲେ । କେବଳ ବନ୍ୟା, ବାତ୍ୟା, ଘରପୋଡି ଇତ୍ୟାଦି ସ୍ଥଳରେ ଜରୁରୀକାଳୀନ ଭାବେ ବିନା ଟେଣ୍ଡରରେ କାର୍ଯ୍ୟାଦେଶ ଦିଅଯାଇ ପାରିବ ବୋଲି ବ୍ୟବସ୍ଥା ରହିଛି । ଅନେକ କାର୍ଯ୍ୟରେ ଆଇନକୁ ଠକିଦେବା ପାଇଁ ବିଭିନ୍ନ ଠିକା କାର୍ଯ୍ୟକୁ ଭାଗ ଭାଗ କରାଯାଇ ପର୍ଯ୍ୟାୟ କ୍ରମେ ସମ୍ପନ୍ନ କରାଯାଇଛି । ଏହାର ତଦନ୍ତ କରି ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ହେଉଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like