-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ଡାକ୍ତରଖାନା ରୁ ଥାଇ ସର୍ବପ୍ରଥମେ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଲେ "ମିଲି"

18-Feb-2022



ପଦ୍ମପୁର:-ବରଗଡ  ଜିଲ୍ଲା ପାଇକମାଲ  ବ୍ଲକ ଅନ୍ତର୍ଗତ ସରେଇକେଲା  ପଞ୍ଚାୟତ ର ସରେଇକେଲା ଗାଁର ମିଲି ପ୍ରଧାନ । ହଠାତ ତଳି ପେଟରେ ଯନ୍ତ୍ରଣା ଅନୁଭବ କରିଥିଲେ ଚିକିତ୍ସା ପାଇଁ ଜିଲ୍ଲା ର ଏକ ଘରୋଇ ଡାକ୍ତରଖାନା ଯାଇ ପରାମର୍ଶ ନେଇଥିଲେ । ଡାକ୍ତର ତାଙ୍କ  ଗର୍ଭାଶୟ ରେ ମାଂସ ପିଣ୍ଡୁଳା ବଢ଼ିଥିବା ସହ  କର୍କଟ ଜନିତ ବୋଲି  ରୋଗ ଚି଼ହ୍ନଟ କରିଥିଲେ l ତୁରନ୍ତ ସର୍ଜରୀ କରିବା  ପାଇଁ ପରାମର୍ଶ ଦେଇ ଦୁଇ ଲକ୍ଷ ଟଙ୍କା ଯୋଗାଡ଼ କରିବା ପାଇଁ କହିଥିଲେ । କର୍କଟ ଜନିତ ଟ୍ୟୁମର  ଜଣାପଡିବା ପରେ ଗରିବ ମିଲି ଙ୍କ ପରିଜନ ଙ୍କ ପାଦ ତଳୁ ମାଟି ଖସି ଗଲା । କେମିତି ଚିକିତ୍ସା କରାଯିବ, ଟଙ୍କା କେଉଁଠୁ ଆସିବ ସେନେଇ ପୁରା ପରିବାର ଚିନ୍ତାରେ ଥିଲେ ।  କିନ୍ତୁ ତାଙ୍କ ଅସ୍ତ୍ରୋପଚାର ପାଇଁ ଘରେ ଟଙ୍କା ନଥିଲା। କୌଣସି ମତେ ରୋଗୀ ଙ୍କ ପରିଜନ ସମାଜସେବୀ ଦୀପା ବାରିକ ଓ ଦିବସ କୁମାର ସାହୁ ଙ୍କ ସହ ଯୋଗାଯୋଗ କରିଥିଲେ । ଉଭୟ ସାମାଜିକ କର୍ମୀ ପ୍ରଚଳିତ ରାଜ୍ୟ ସରକାର ଙ୍କ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ରେ ଉନ୍ନତ ମାନ ର ଚିକିତ୍ସା ହୋଇପାରିବ ବୋଲି ଆଶ୍ୱାସନା ଦେବା ସହ  ଜାନୁଆରୀ ୨୬ ତାରିଖ ଦିନ  ବରଗଡ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଙ୍କ ସହ ଯୋଗାଯୋଗ କରି ଛତିଶଗଡ ରାଜ୍ୟ  ରାୟପୁର ସ୍ଥିତ ବାଲକୋ ମେଡିକାଲ ସେଣ୍ଟର (ବିଶ୍ୱ ସ୍ତରୀୟ କର୍କଟ ଚିକିତ୍ସା କେନ୍ଦ୍ର ) କୁ ପଠେଇଥିଲେ l  ସେଠାରେ  ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ରେ ସମସ୍ତ ପରୀକ୍ଷା ମାଗଣା ରେ କରିବା ସହ ତୁରନ୍ତ ଭର୍ତ୍ତି କରାଯାଇଥିଲା ଏବଂ ଗତ ତା  ୧୦.୦୨.୨୦୨୨ରିଖ ତାଙ୍କର ମାଗଣାରେ ଅସ୍ତ୍ରୋପଚାର ହୋଇଥିଲା।  ଅସ୍ତ୍ରୋପଚାର ସଫଳ ହେବା ସହ ପରବର୍ତ୍ତୀ ପରୀକ୍ଷଣ ରୁ ମିଲି କର୍କଟ ରୋଗ କୁ ପ୍ରତିହତ କରି କର୍କଟ ମୁକ୍ତ ହୋଇ ଆରୋଗ୍ୟ ହୋଇପାରିଛନ୍ତି lଓଡିଶାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କ ପ୍ରଚଳିତ  ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ତାଙ୍କ ପାଇଁ ସଂଜୀବନୀ ସଦୃଶ ଉଭା ହୋଇ ଭୟଙ୍କର କର୍କଟ ରୋଗ ରୁ ବଞ୍ଚେଇ ଥିବାରୁ  ଏଥିପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ଡାକ୍ତରଖାନା ରୁ ଥାଇ କୃତଜ୍ଞତା ଜଣାଇଛନ୍ତି ଚିକିତ୍ସିତା  ମିଲି ଓ ତାଙ୍କ ପରିବାର ଲୋକେ। ଏହା ସହିତ ସାମାଜିକ କର୍ମୀ ଦିବସ କୁମାର ସାହୁ ଓ ଦୀପା ବାରିକ ସହାୟତା ଓ ପରାମର୍ଶ ଯୋଗୁଁ ଉନ୍ନତ  ଚିକିତ୍ସା ମିଳୁଥିବା ବାଲକୋ ମେଡିକାଲ ଭଳିଆ ଡାକ୍ତର ଖାନା ପହଞ୍ଚି ସଠିକ ସମୟ ରେ  ଚିକିତ୍ସା ପାଇ ପାରିଥିବାରୁ  ଉଭୟ ଙ୍କୁ କୋଟି ଧନ୍ୟବାଦ ଜଣାଇଛନ୍ତି  ପୀଡିତା ମିଲି ପ୍ରଧାନ । ସଠିକ ସମୟରେ, ପରୀକ୍ଷଣ ଓ ଉଚିତ ଚିକିତ୍ସା ହେଲେ କର୍କଟ କୁ  ପ୍ରତିହତ କରିହେବ ବୋଲି ସେ ସମାଜ କୁ ବାର୍ତ୍ତା ଦେଇଛନ୍ତି ମିଲି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like