-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

କିସ ର ଛାତ୍ରଛାତ୍ରୀ ମାନଙ୍କୁ ଶୁଖିଲା ଖାଦ୍ୟ ସାମଗ୍ରୀ ବଣ୍ଟନ ଏବଂ ପରୀକ୍ଷା ଖାତା ସଂଗ୍ରହ

18-Feb-2022



ବଲାଙ୍ଗିର (ପୁର୍ଣ୍ଣ ଶଶୀ ଶେଖର ରାଓ) ଭୁବନେଶ୍ୱର ସ୍ଥିତ ଆଦିବାସୀ ବିଶ୍ୱବିଦ୍ୟାଳୟ ରେ ବଲାଙ୍ଗିର ଜିଲ୍ଲା ପାଟଣାଗଡ ବ୍ଲକ ର ଅଧ୍ୟୟନ ରତ ଛାତ୍ରଛାତ୍ରୀ ମାନଙ୍କୁ ଶୁଖିଲା ଖାଦ୍ୟ ସାମଗ୍ରୀ ବଣ୍ଟନ କରାଯାଇଛି l ଏହl ସହିତ ଆଗରୁ ଦିଆଯାଇଥିବା ପରୀକ୍ଷା ପ୍ରଶ୍ନ ପତ୍ର କିସ ପଠାଇବା ପାଇଁ ସଂଗ୍ରହ କରାଯାଇଛି l କରୋନା ମହାମାରୀ ଜନିତ କଟକଣା ସମୟରେ ସମ୍ପୂର୍ଣ୍ଣ ନିଃଶୁଳ୍କ ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥା କୁ ସୁଦୃଢ଼ କରିବା ପାଇଁ  କିସ କିଟ ବିଶ୍ୱବିଦ୍ୟାଳୟ ର ପ୍ରତିଷ୍ଠାତା ଡ଼ ଅଚ୍ୟୁତ ସାମନ୍ତ କିସ ର ଛାତ୍ରଛାତ୍ରୀ ମାନଙ୍କ ଉଚ୍ଚ ଶିକ୍ଷା,ଗୁଣାତ୍ମକ ଶିକ୍ଷା,ଅନ ଲାଇନ ଶିକ୍ଷା ବ୍ୟବସ୍ଥା କୁ  ଜାରି ରଖିବା  କାର୍ଯ୍ୟକ୍ରମ ହାତକୁ ନେଇ  ସାରା ବିଶ୍ୱରେ ଏକ ଉଦାହରଣ ସୃଷ୍ଟି କରିଛନ୍ତି l କରୋନା କଟକଣା ପରିସ୍ଥିତି ରେ   କିସ ଛାତ୍ରଛାତ୍ରୀ ମାନଙ୍କୁ ନିରବିଛିନ୍ନ  ମାଗଣା  ଶିକ୍ଷା ଦାନ ପାଇଁ କିସ ତରଫରୁ ଅନ ଲାଇନ୍ ଲାଇଭ କ୍ଲାସ  ଏବଂ କଳିଙ୍ଗ ଟିଭି ମାଧ୍ୟମରେ ଲାଇଭ କ୍ଲାସ ଶିକ୍ଷା ପ୍ରଦାନ କରାଯାଉଛି lକିସ କିଟ   ପ୍ରତିଷ୍ଠାତା ଡ଼ ଅଚ୍ୟୁତ ସାମନ୍ତ ଙ୍କ ଅବଦାନ ଫଳରେ ପ୍ରଥମ ଶ୍ରେଣୀ ରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଶୁଖିଲା ଖାଦ୍ୟ ସାମଗ୍ରୀ ,ସାନିଟାଇଜର ସମସ୍ତ ବ୍ଲକ ରେ ବଣ୍ଟନ କରାଯାଇଛି l ଆଜି ପାଟଣାଗଡ ବ୍ଲକ ର କର୍ମକର୍ତ୍ତା ମାନେ ପାଠ୍ୟ ଉପକରଣ  ,ଶୁଖିଲା ଖାଦ୍ୟ ସାମଗ୍ରୀ ,ସାନିଟାଇଜର ଇତ୍ୟାଦି  ବଣ୍ଟନ କରିବାରେ ସହଯୋଗ କରିଥିଲେ l   ସୂଚନାଯୋଗ୍ୟ ଯେ କରୋନା ମହାମାରୀ ଭୁତାଣୁ ଜନିତ ଲକ ଡାଉନ କଟକଣା ଯୋଗୁଁ ମାର୍ଚ୍ଚ ୨୦୨୦ ଦ୍ଵିତୀୟ ସପ୍ତାହ ରୁ  ଭାରତ ତଥା ଓଡିଶା ର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି l  କିସ ର ଛାତ୍ରଛାତ୍ରୀ ମାନଙ୍କ ସୁରକ୍ଷା ଚିନ୍ତା ସହିତ ପାଠପଢା ଅବ୍ୟାହତ ରଖିବା ପାଇଁ କିସ ଆଦିବାସୀ ବିଶ୍ୱବିଦ୍ୟାଳୟ ର ପ୍ରତିଷ୍ଠାତା ଡ଼ ସାମନ୍ତ ଛାତ୍ରଛାତ୍ରୀ ମାନଙ୍କୁ ପାଠ୍ୟ ପୁସ୍ତକ ସହିତ ଖାଦ୍ୟ ସାମଗ୍ରୀ ପ୍ରଦାନ କରିଆସୁଛନ୍ତି  l  କିସ ତରଫରୁ ପ୍ରଦତ୍ତ ବିଭିନ୍ନ ସାମଗ୍ରୀ ବଣ୍ଟନ କାର୍ଯ୍ୟକ୍ରମ ରେ ପଶ୍ଚିମ ଓଡିଶା ଆଦିବାସୀ କଲ୍ୟାଣ ମହାସଂଘ ର ମହାସଚିବ ନିରଞ୍ଜନ ବିଶି  ,ବ୍ଲକ ସଭାପତି ଅଷ୍ଟରତ୍ନ ବରିହା ,    ମନବୋଧ ବରିହl,ଲଳିତ ମଲ୍ଲିକ , ଗିରିଧାରୀ ଭୋଇ ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like