-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   (02-May-2026)       ||      ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||     

HOME   ଜିଲ୍ଲା

କଟକ ଜିଲ୍ଲା କ୍ରୀଡ଼ା ଭାରତୀର ୭୫ କୋଟି ସୂର୍ଯ୍ୟ ନମସ୍କାର

18-Feb-2022



କଟକ(ଲିଙ୍ଗରାଜ ପୃଷ୍ଟି) :ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ସାରା ଭାରତରେ ଅମୃତ ମହୋତ୍ସବ ପାଳନ କରାଯାଉଥିବା ବେଳେ ଦେଶର ୫ଟି ସଂସ୍ଥାନ ଯଥା ନ୍ୟାସନାଲ ଯୋଗ ଫେଡେରେସନ, ପତଳି ଯୋଗ ପୀଠ,ଗୀତା ପରିବାର, କ୍ରୀଡା ଭାରତୀ, ହାର୍ଟଫୁଲନେସ ପ୍ରଚେଷ୍ଟାରେ ୭୫ କୋଟି ସୂର୍ଯ୍ୟ ନମସ୍କାର ପ୍ରଦର୍ଶନ ପାଇଁ ପ୍ରୟାସ ଚାଲିଛି। କଟକ ଜିଲ୍ଲା କ୍ରୀଡ଼ା

ଭାରତୀ ପକ୍ଷରୁ ଆଜି ପ୍ରାତଃରେ ତୃତୀୟ ତଥା ଶେଷ ପର୍ଯ୍ୟାୟରେ ସ୍ଥାନୀୟ ଭକ୍ତମଧୁ ବିଦ୍ୟାପୀଠ ଖେଳପଡିଆ ଏ ଭଳି ଏକ ସୂର୍ଯ୍ୟ ନମସ୍କାରର ଆୟୋଜନ କରାଯାଇଥିଲା। ଏଥିରେ ୬୨ଜଣ ବାଳିକା ଏବଂ ୩୦ଜଣ ବାଳକ ମୋଟ ୯୨ ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିବା ସହ ୧୦୯୬ ସୂର୍ଯ୍ୟ ନମସ୍କାର କରିଥିଲେ।ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କ୍ରୀଡ଼ା ଭାରତୀ ଓଡିଶା ପୂର୍ବ ପ୍ରାନ୍ତଃ ଅଧ୍ୟକ୍ଷ ଡ଼ଃ ଅଶୋକ କୁମାର ନାୟକ,ସମାନୀୟ ଅତିଥି କାଜ଼ିବଜାର ପୂଜା କମିଟି ସମ୍ପାଦକ ପ୍ରଦୀପ ସିହ୍ନ। ଯୋଗ ଦେଇଥିଲେ।ଏହି ଅବସରରେ ବଲ ବ୍ୟାଡମିଟନ ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିଥିବା

ପ୍ରତିଯୋଗୀଙ୍କୁ ଅତିଥିମାନଙ୍କ ଦ୍ୱାରା ସାର୍ଟିଫିକେଟ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମ ପରିଚାଳନାରେ କ୍ରୀଡ଼ା ଭାରତୀର କର୍ମକର୍ତ୍ତା ଓ ଭକ୍ତମଧୁ ବିଦ୍ୟାପୀଠର ଶିକ୍ଷକ ସହଯୋଗ କରିଥିବା ବେଳେ  ଶେଷରେ କଟକ ଜିଲ୍ଲା କ୍ରୀଡ଼ା ଭାରତୀ ସମ୍ପାଦକ ତୁଷାର କାନ୍ତ ସିଂ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   02-May-2026
  ରାଜ୍ୟ  
ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   02-May-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   02-May-2026
  ରାଜ୍ୟ  
ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   02-May-2026
  ଜିଲ୍ଲା  
ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   02-May-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ   02-May-2026
  ଜିଲ୍ଲା  
*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   02-May-2026
  ଜିଲ୍ଲା  
ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   02-May-2026
  ଜିଲ୍ଲା  
ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026

You Might Also Like