-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ବିନିକାରେ ୮୪.୬୦ ପ୍ରତିଶତ ମତଦାନ,୩୯୬ପ୍ରାର୍ଥୀଙ୍କ ଭାଗ୍ୟ ବାକ୍ସରେ ସିଲ

19-Feb-2022



ବିନିକା:(ହିମାଂଶୁ ଶେଖର ପୁଟେଳ) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ଭୋଟରେ ବିନିକା ବ୍ଲକରେ ୮୫ ପ୍ରତିଶତ ମତଦାନ ହୋଇଥିବା ବେଳେ ୭ ଜିଲ୍ଲାପରିଷଦଙ୍କ ସମେତ ୭୫ ସରପଞ୍ଚ,୬୧ସମିତିସଭ୍ୟ ଓ ୨୫୩ଜଣ ୱାର୍ଡ ମେମ୍ବରଙ୍କ ଭାଗ୍ୟ ଭୋଟ ବାକ୍ସରେ ଲକଅପ ହୋଇଯାଇଛି । ନିର୍ବାଚନ ସକାଳ ୭ଟା ରୁ ଦିନ ୧ଘଣ୍ଟା ପର୍ଯ୍ୟନ୍ତ ଶାନ୍ତିପୂର୍ଣ୍ଣ ଭାବେ ଚାଲିଥିବା ବେଳେ ଆଉ କେତେକ ସ୍ଥାନରେ ସନ୍ଧ୍ୟା ପର୍ଯ୍ୟନ୍ତ ଭୋଟ ହୋଇଥିଲା ଭୋଟର ମାନେ ସ୍ୱତପ୍ରବୃତ ଭାବରେ ଶାନ୍ତି ଶୃଙ୍ଖଳା ରକ୍ଷା ସହ ଧାଡ଼ିରେ ଠିଆ ହୋଇ ତାଙ୍କର ମନ ପସନ୍ଦ ପ୍ରାର୍ଥୀ ପ୍ରାର୍ଥୀନୀଙ୍କୁ  ଭୋଟ ଦେଇଥିଲେ ଏହି ପରିପ୍ରେକ୍ଷୀରେ ୮୮ ବର୍ଷିଆ ଜଣେ ବୃଦ୍ଧା ଉଷା କର୍ଣ୍ଣ କିଛି କହିପାରୁ ନଥିବା କି ଚାଲି ପାରୁ ନଥିଲେ ମଧ୍ୟ ଭୋଟ ଦେବାର ଅଧିକାର ନାଗରିକ ର କର୍ତ୍ତବ୍ୟ ହୋଇଥିବାରୁ ଏବଂ ଉଚିତ ଜନ ପ୍ରତିନିଧି ବାଛିଲେ ଅଂଚକର ବିକାଶ ସମ୍ଭବ ଭାବି ସେ ଦୁଇ ସ୍ବେଚ୍ଛାସେବୀ ଙ୍କ ସହାୟତାରେ ଭୋଟ କେନ୍ଦ୍ରକୁ ଆସି ମତଦାନ କରିଥିଲେ ।ଆସନ୍ତା ୨୬ତାରିଖରେ ନିର୍ବାଚନ ଯୁଦ୍ଧରେ ଅବତୀର୍ଣ୍ଣ ହୋଇଥିବା ପ୍ରାର୍ଥୀ ପ୍ରାର୍ଥୀନୀଙ୍କ ହାରଜିତ

ନିର୍ଣ୍ଣୟ ହେବ । ସେଥିପାଇଁ ପ୍ରାର୍ଥୀଙ୍କ ଛାତି ଧଡ଼ ଧଡ଼ ଆରମ୍ଭ ହୋଇଯାଇଛି ।ମିଳିଥିବା ସୂଚନା ଅନୁସାରେ ବ୍ଲକର ସବୁଠାରୁ ଗୁରୁତ୍ତ୍ୱପୂର୍ଣ ପଞ୍ଚାୟତ ଚରଦା ଯେଉଁଠାରେ  ଦୁଇ ହେବିୱେଟ ପ୍ରାର୍ଥୀନୀଙ୍କ ମଧ୍ୟରେ କଡା ମୁକାବିଲା ହୋଇଥିଲା ସେହି ପଞ୍ଚାୟତରେ  ହାରାହାରି ୮୯ପ୍ରତିଶତ ମତଦାନ ହୋଇଥିବା ବେଳେ ମହାଦେବପାଲି,ସେଲେଡି,ବା ଉସୁନି,କଇଁନ୍ତରା, ମହଦା,ଜୁଲୁଣ୍ଡା,କୁଇଵାହାଲ,ସିଲାଟି,ମେଘେଲା,ଶଙ୍କରା , ଭଣ୍ଡାର ,ସିଙ୍ଗିଯୁଵା,ଵାଵୁପାଲି,ଵାଙ୍କିଘିରିଡି,ସିନ୍ଦୁରପୁର ପଞ୍ଚାୟତ ମାନଙ୍କରେ ମଧ୍ୟ ହାରାହାରି ୮୦ ପ୍ରତିଶତରୁ ଅଧିକ ମତଦାନ ହୋଇଥିବା ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like