-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜେ ଏସ୍ ଏମ୍ କମର୍ସ କଲେଜ ପକ୍ଷରୁ ଇଣ୍ଟର୍ କଲେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ

20-Feb-2022



ବଲାଙ୍ଗିର(ପ୍ରେରଣା ଖବର) : ବଲାଙ୍ଗିର ଜେ ଏସ୍ ଏମ୍ କଲେଜ ଆନୁକୂଲ୍ୟରେ ଖୁଜେନପାଲି ହାଇସ୍କୁଲ ଖେଳ ପଡିଆ ଠାରେ କଲେଜର ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏକ ଇଣ୍ଟର କଲେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଛି l ଉଦଘାଟନୀ ଉତ୍ସବରେ ବଲାଙ୍ଗିର ଜିଲ୍ଲା ଓକିଲ ସଂଘର ସମ୍ପାଦକ ଶ୍ରୀ ଅମନ ନାଗ ଓ  ସମାଜ ସେବିକା ଶ୍ରୀମତୀ ସବିତା ବାର୍ଲା  ଅତିଥି ଭାବରେ ଯୋଗ ଦେଇ ଟୁର୍ଣ୍ଣାମେଣ୍ଟ କୁ ଉଦଘାଟନ କରିଥିଲେ l ଅନ୍ୟତମ ଅତିଥି ଭବରେ ରାଜ୍ଯ ବୋଲିଂ ଏସୋସିଏସନ ର ସାଧାରଣ ସମ୍ପାଦକ ଶ୍ରୀ ସୁମିତ କୁମାର ପୁରୋହିତ ଯୋଗଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ  ପୁଣି ଖେଳ ପଡିଆରେ ଅନ୍ୟାନ୍ୟ  ଅତିଥି

ଭlବରେ ବଲାଙ୍ଗିର ନାଗରିକ କମିଟି ର ସମ୍ପାଦକ ଶିକ୍ଷାବିତ୍ ମନୋରଞ୍ଜନ ସାହୁ, ପୂର୍ବତନ କଲେଜ ଅଧ୍ୟକ୍ଷ ଶ୍ରୀ ପୀତବାସ ପଣ୍ଡା, ସାପ୍ତାହିକ ପ୍ରେରଣା ର ସମ୍ପାଦକ ଶ୍ରୀ ରଘୁ ନନ୍ଦନ ସିଂହ, ଜେ ଏସ୍ ଏମ୍ କଲେଜର ଚେୟାରମ୍ଯାନ ସି.ଏ ଶ୍ରୀକାନ୍ତ ଶର୍ମା  ଓ ନିର୍ଦ୍ଦେଶିକା ଶ୍ରୀମତୀ ସୁମନ ଶର୍ମା  ପ୍ରମୁଖ ମଞ୍ଚାସୀନ ହେବା ସହିତ  ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ ପ୍ରଦାନ କରିଥିଲେ l 
ଟୁର୍ଣ୍ଣାମେଣ୍ଟ ରେ ଛାତ୍ର ଦଳ : ସୁପର କେପିଟାଲ୍, ଫଣ୍ଡ୍ ରାଇଜର, ଇକ୍ୟୁଟି ୱାରିଅର ଓ ଏକାଉନଣ୍ଟିଙ୍ଗି ଏଭେଞ୍ଜର ଏବଂ  ଛାତ୍ରୀ ଦଳ : ଟ୍ରାଞ୍ଜବଲ ଟ୍ୟାଟନ ଓ ଗୁଡ୍ ୱିଲ୍ ଗାର୍ଲ୍ସ  ମୋଟ ୬  ଟି ଦଳ ଅଂଶ ଗ୍ରହଣ କରିଥିଲେ l ଛାତ୍ର ଦଳ ମଧ୍ୟରୁ

ଫାଇନାଲ ମ୍ୟାଚ ସୁପର କେପିଟାଲ୍ ଓ ଫଣ୍ଡ ରାଇଜର ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିବା ବେଳେ ଫଣ୍ଡ୍ ରାଇଜର ଦଳ ବିଜେତା ହୋଇଥିଲେ l ଛାତ୍ରୀ ଦଳ ମଧ୍ୟରୁ ଟ୍ରାଞ୍ଜବଲ ଟ୍ୟାଟନ ଦଳ ବିଜେତା ହୋଇଥିଲେ l 
କଲେଜର ଏଚ୍ ଓ ଡି , ଏ.ଓ , ଖେଳ ଶିକ୍ଷକ, ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟତ୍ରୀ ଓ ସମସ୍ତ ଆଡମିନ ଷ୍ଟାଫ ମାନଙ୍କର ସହଯୋଗରେ ଜେ ଏସ୍ ଏମ୍ କମର୍ସ କଲେଜ ତାଙ୍କର ଇଣ୍ଟ୍ରା କଲେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ସମ୍ପାଦନ କରିଅଛନ୍ତି  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like