-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଦେଶ ବିଦେଶ

ପିତାଙ୍କ ସମ୍ପତ୍ତିରେ ଝିଅର ଅଧିକାର ପରିସରକୁ ବଢ଼ାଇଛି ସୁପ୍ରିମ୍‌ କୋର୍ଟ ରାୟ

20-Feb-2022



ନୂଆଦିଲ୍ଲୀ // ସୁପ୍ରିମ୍‌ କୋର୍ଟ ଗତମାସ ୨୦ ତାରିଖରେ ପୈତୃକ ସମ୍ପତ୍ତି ମାମଲାରେ ଦେଇଥିବା ଏକ ରାୟ ଝିଅମାନଙ୍କର ଅଧିକାର ପରିସରକୁ ଆହୁରି ବୃଦ୍ଧି କରିଛି । ଏହି ରାୟର ତର୍ଜମାରୁ ଜଣାପଡ଼ିଛି ଯେ ଯେ ଯଦି ପିତାଙ୍କ ମୃତ୍ୟୁ ହୋଇଯାଏ ଏବଂ କୌଣସି ସମ୍ପତ୍ତି ଇଚ୍ଛାପତ୍ର ମଧ୍ୟ ନଥାଏ ତାହା ସତ୍ତ୍ବେ ମଧ୍ୟ ଝିଅମାନେ ଯଥାରୀତି ସେମାନଙ୍କ ଅଧିକାରଭୁକ୍ତ ସମ୍ପତ୍ତି ପାଇବେ। ସୁପ୍ରିମକୋର୍ଟ ଜଷ୍ଟିସ୍ ଏସ୍ ଅବଦୁଲ୍ ନାଜିର ଏବଂ କୃଷ୍ଣ ମୁରାରୀଙ୍କ ଏକ ବେଞ୍ଚ କହିଥିଲେ ଯେ ଯଦି କୌଣସି ବ୍ୟକ୍ତି ସମ୍ପତ୍ତିକୁ ନେଇ କୌଣସି ଉଇଲ୍‌ କରିନାହାନ୍ତି କିମ୍ବା ସମ୍ପତ୍ତିଟି ନିଜର କିମ୍ବା ‌ମିଳିତ ପାରିବାରିକ ସମ୍ପତ୍ତି ହୋଇଥିଲେ ମଧ୍ୟ ଉଭୟ ମାମଲାରେ ଆଇନଗତ ଉତ୍ତରାଧିକାରୀଙ୍କ ମଧ୍ୟରେ ଭାଗ ହେବ ଏବଂ ଏଥିରେ ଝିଅମାନଙ୍କ କ୍ଷେତ୍ରରେ କୌଣସି ପାତରଅନ୍ତର ହେବନାହିଁ।
 ଅଦାଲତ କହିଛନ୍ତି ଯେ ପିତାଙ୍କ ଭାଇର ପିଲାମାନଙ୍କ ସହିତ ମଧ୍ୟ ଉକ୍ତ ମିଳିତ ସମ୍ପତ୍ତିରେ ଝିଅ ହକ୍‌ଦାର ହେବେ। ଯୌଥ ସମ୍ପତ୍ତିରେ ଅନ୍ୟ ସମ୍ପର୍କୀୟଙ୍କ ଭଳି ଝିଅମାନେ ମଧ୍ୟ ସମ୍ପତ୍ତି ଅଧିକାର କରିବାର ଅଧିକାର ପାଇବେ। ଏହାର ଅର୍ଥ ମିଳିତ ପାରିବାରିକ ସମ୍ପତ୍ତି କ୍ଷେତ୍ରରେ ମଧ୍ୟ ଏହି ନିଷ୍ପତ୍ତି ପ୍ରଯୁଜ୍ୟ ହେବ । ହିନ୍ଦୁ ଉତ୍ତରାଧିକାର ଅଧିନିୟମ, ୧୯୫୬ ପୂର୍ବରୁ ମଧ୍ୟ ଏହି ବ୍ୟବସ୍ଥା ଲାଗୁ ହେବ ବୋଲି କୋର୍ଟ ସ୍ପଷ୍ଟ କରିଛନ୍ତି। ଜଷ୍ଟିସ କୃଷ୍ଣ ମୁରାରୀ କହିଛନ୍ତି ଯେ ହିନ୍ଦୁ ପ୍ରଥାରେ ମହିଳାମାନେ ସମାନ ଉତ୍ତରାଧିକାରୀ ଭାବେ ବିବେଚିତ ହେବାନେଇ ସବୁ ନୀତି ଏବେ ସ୍ପଷ୍ଟ ରହିଛି। ଅଦାଲତ ରାୟରୁ ଏହା ସ୍ପଷ୍ଟ ହୋଇଛି ଯେ ୧୯୫୬ ମସିହାରୁ ହିନ୍ଦୁ ଉତ୍ତରାଧିକାରୀ ଆଇନ କାର୍ଯ୍ୟକାରୀ ହେବା ପରଠାରୁ ଝିଅମାନେ ସେମାନଙ୍କର ପିତା, ଦାଦା ଏବଂ ଜେଜେବାପାଙ୍କ ସମ୍ପତ୍ତିରେ ପୁଅମାନଙ୍କ ସହିତ ସମାନ ଅଧିକାର ପାଇଛନ୍ତି।ବଲାଙ୍ଗୀର ଜିଲ୍ଲାରୁ ପଶ୍ଚିମ ଓଡିଶା ବ୍ୟୁରୋ ଚିଫ ଅନ୍ତର୍ୟାମି ସାହୁ ଙ୍କ ରିପୋର୍ଟ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like