-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ରାଜ୍ୟ

ଦୋଳ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ, -ଦୁଇ ଦିନ ବ୍ୟାପୀ ହେବ କାର୍ଯ୍ୟକ୍ରମ -ରୌପ୍ୟ ଜୟନ୍ତୀ ପାଇଁ ସ୍ମରଣିକା

20-Feb-2022



ବଲାଙ୍ଗିର,(ପ୍ରେରଣା ଖବର)-ସ୍ଥାନୀୟ ଯାଦବ ଭବନ ପରିସରରେ ଚଳିତ ବର୍ଷ ପାଇଁ ଆୟୋଜନ ହେବାକୁ ଥିବା ଦୋଳ ମହୋତ୍ସବ ପାଇଁ ଏକ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । 
  ଯାଦବ ସମାଜର ପୌରାଞ୍ଚଳ ସଭାପତି ପଙ୍କଜ ସେଲମାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ସମ୍ପାଦକ ଅରକ୍ଷିତ ଜୁଏଡ,ଜିଲା ମୁଖ୍ୟ ଉପଦେଷ୍ଟା ଅଧ୍ୟାପକ ଛବିଳ ବଗର୍ତ୍ତୀ, ପୂର୍ବତନ ଜିଲା ଉପ ସଭାପତି ବସୁଦେବ ନାଗ,କାର୍ଯ୍ୟକାରୀ ସଭାପତି ଦୂତିବାହନ ଚନ୍ଦନ,ସାଂସ୍କୃତିକ ଶୋଭାଯାତ୍ରା ସଭାପତି ବରୁଣ ହେର୍ଣ୍ଣା, ଦୋଳମହୋତ୍ସବ କାର୍ଯ୍ୟକ୍ରମ ସଂଯୋଜକ ପ୍ରଶାନ୍ତ ମହାକୁର ମଞ୍ଚାସିନ ହୋଇଥିଲେ । ଗତ ବର୍ଷର ଆୟବ୍ୟୟର ବିବରଣୀ ସହ ସମ୍ପାଦକ ଅଷ୍ଟମୀ ବଗର୍ତ୍ତୀ ପ୍ରଦାନ କରିଥିଲେ । ଗତ ଦୁଇ ବର୍ଷ ହେଲା କୋଭିଡ୍ ଯୋଗୁଁ ଦୋଳମହୋତ୍ସବ ସିମୀତ ଲୋକଙ୍କ ମଧ୍ୟରେ ଆୟୋଜନ ହୋଇଥିଲା । ଚଳିତ ବର୍ଷ ୨୫ ବର୍ଷ ପୂରଣ ହୋଇଥିବା ବେଳେ ୨୬ ବର୍ଷ ପାଳନ ହେବାକୁ ଯାଉଛି । ତେଣୁ ଏହି ରୌପ୍ୟ ଜୟନ୍ତୀ ଅବସରରେ ଏହାକୁ ଧୁମଧୁମାରେ ପାଳନ କରିବାକୁ ଯାଦବ ସମାଜର ବୈଠକରେ ମତପ୍ରକାଶ ପାଇଥିଲା । ରୌପ୍ୟ ଜୟନ୍ତୀ ପାଇଁ ଏକ ସ୍ମରଣିକା ପ୍ରକାଶ କରିବାକୁ ସର୍ବସମ୍ମିତିକ୍ରମେ ନିଷ୍ପତ୍ତି ହୋଇଥିଲା । ଏହି ଉତ୍ସବ ସହ ଭାବାବେଗ ରହିଥିବା ବେଳେ ଦୋଳମହୋତ୍ସବ ପରେ ହେଉଥିବା ରଙ୍ଗ ଖେଳ ସମ୍ପର୍କ ରହିଥିବା ଯୋଗୁଁ ଜାତି,ଧର୍ମ,ବର୍ଣ୍ଣ ନିର୍ବିଶେଷରେ ସବୁବର୍ଗର ଲୋକେ ସ୍ମରଣିକାରେ ଲେଖା ଦେଇପାରିବେ ବୋଲି ଯାଦବ ସମାଜ ପକ୍ଷରୁ କୁହାଯାଇଛି । ଏହା ସହ ଦୋଳମହୋତ୍ସବ,ଯାଦବଙ୍କ ଗୌଉଡ଼ ବାଡି  ତଥା ହୋଲି ଖେଳ ସମ୍ପର୍କିତ ଲେଖା ଆସନ୍ତା ମାର୍ଚ୍ଚ ୫ ତାରିଖ ସୁଦ୍ଧା ଦେବାକୁ ଆହ୍ୱାନ କରାଯାଇଛି । ତେବେ ଆସନ୍ତା ମାର୍ଚ୍ଚ ୧୭ ତାରିଖରେ ଦେବ ନିମନ୍ତ୍ରଣ,କଳସ ଶୋଭାଯାତ୍ରା ହେବାକୁ ଥିବା ବେଳେ ଉକ୍ତ ଦିନ ବ୍ୟଙ୍ଗ କବିତା ଆସର ସହ ଦୋଳମହୋତ୍ସବ ପାଇଁ ପ୍ରସ୍ତୁତ ହୋଇଥିବା ସ୍ମରଣିକା ଅତିଥିଙ୍କ ଦ୍ୱାରା ଉନ୍ମୋଚନ କରାଯିବାର କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଛି । ମାର୍ଚ୍ଚ ୧୮ ତାରିଖ ଦିନ ସାଂସ୍କୃତିକ  ଶୋଭାଯାତ୍ରା ସହ ସହରର ମଧ୍ୟସ୍ଥଳରେ ଗୌଉଡ଼ ବାଡିଖେଳର ଆୟୋଜନ କରାଯିବାକୁ ଥିବା ବେଳେ ବୀଣାକାଳିଆ ଦଳ,ଶଙ୍ଖ ଦଳ,ଘଣ୍ଟ ଦଳ ଶୋଭାଯାତ୍ରାରେ ସାମିଲ ହେବେ । 
  ଏହି ପ୍ରସ୍ତୁତି ସଭାରେ ଅନ୍ୟମାନଙ୍କ ମଧ୍ୟରେ ଦୟାସାଗର ବଗର୍ତ୍ତୀ,କାଳିନ୍ଦ୍ରୀ ହାତୀ, ବିରେନ୍ଦ୍ର ବନଛୋର,ଖରତମଲ ରାଉତ,ଦିଗାମ୍ବର ମାଝୀ, ଜୟଦେବ ଜାଲ, ଜୟଦେବ ଜାଲ, ରତ୍ନାକର ଗହୀର, ଇଶ୍ୱର ବାଗ, ଶଙ୍କର ପୋଢ,କିଶୋର ଜାଲ,ଆକୁଳ ବଗର୍ତ୍ତୀ,ହୃଷିକେଶ ବନଛୋର,ଘାସିରାମ ଦୀପ,ଫଗୁ ଜାଲ,ରବୀନ୍ଦ୍ର ଠେଟୁଆଲ,ହରିଶଙ୍କର ଛତ୍ରିଆ,ଦିବାକର ପୋଢ,କବିରାଜ ଭୋଇ,ବିନୋଦ କାଲସାଏ ପ୍ରମୁଖ ଉପସ୍ଥିତ ଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like