-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ରାଜ୍ୟ

ମାହେଶ୍ୱରୀ ସଂଗଠନ ତରଫରୁ ରକ୍ତଦାନ ଶିବିର

20-Feb-2022



ବଲାଙ୍ଗିର, (ପ୍ରେରଣା ଖବର) ଆଜି ମାହେଶ୍ୱରୀ ସଂଗଠନ ବଲାଙ୍ଗିର ତରଫରୁ ବଶିଷ୍ଟ ସମାଜସେବୀ ତଥା ମାହେଶ୍ୱରୀ ର ଉପଦେଷ୍ଟା ସ୍ୱର୍ଗତ ଲଳିତ ନାୟକଙ୍କୁ ସ୍ମୃତିରେ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା । ଏହି ରକ୍ତ ଦାନ ଶିବିରରେ ମାହେଶ୍ୱରର ବିଭିନ୍ନ ଶାଖା ଯଥା କୁଡାସିଂହା, ଲୁଇସିଂହା, ଆଗଲପୁର, ତରଭାର ସଦସ୍ୟମାନେ ଓ ବଲାଙ୍ଗିର ମହିଳା ଶାଖାର ସଦସ୍ୟାମାନେ ସକ୍ରିୟ ଅଂଶଗ୍ରହଣ କରି ରକ୍ତଦାନ କରିଥିଲେ । ବଲାଙ୍ଗିରର ଅନ୍ୟନ୍ୟ ସଂଗଠନନ ସହ ବଲାଙ୍ଗିର ର ବାସିନ୍ଦାମାନେ ଏହି ରକ୍ତଦାନ ଶିବିରରେ ବହୁ ମାତ୍ରାରେ ଅଂଶଗ୍ରହଣ କରିଥିଲେ । ଆଜିର ଉକ୍ତ ରକ୍ତଦାନ ଶିବରେ ବଲାଙ୍ଗିର ର ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଯଥା

ଅମରେନ୍ଦ୍ର ମିଶ୍ର, ବିକ୍ରମ ବହିଦାର, ରତନ ମହାରଣା, ଗୋପାଳଜୀ ପାଣିଗ୍ରାହୀ, ହେମନ୍ତ ପଣ୍ଡା, ପ୍ରଭାକର ମିଶ୍ର, ଭବାନି ଶତପଥୀ, ସନ୍ଦିର କୁଅଁର, ଚିନମୟୀ ତ୍ରିପାଠୀ, ସୁରେନ୍ଦ୍ର ଭୋଇ, ମନିଷ ମିଶ୍ର, ସଂଗ୍ରାମ ବହିଦାର, ଜ୍ୟୋତି ନାୟକ, ଦିପକ ରଂଜନ ନାୟକ ଉପସ୍ଥିତ ରହି ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ ।ଆଜିର ଏହି କାର୍ଯ୍ୟକ୍ରମ ରେ ମାହେଶ୍ୱରୀ ସଂଗଠନର ଉପଦେଷ୍ଟା ଯଥା ଡଃ ଲଳିତ ସାହୁ, ଲୋଟସ ଷଡଙ୍ଗି, ବ୍ୟାସଦେବ ନନ୍ଦ ରହି ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ । ଏହି ରକ୍ତାନ ଶିବିର କୁ ସଫଳ ଭାବରେ ଆୟୋଜନ କରିବା ଦାୟିତ୍ୱ ମାହେଶ୍ୱରୀ ର ପରିଚାଳନା ନିର୍ଦ୍ଦେଶକ ଅଙ୍କୁଶ ପାଣ୍ଡିଆ, ସଭାପତି ଶୋଭନ କୁମାର ଅଗ୍ରୱାଲ, ମାହେଶ୍ୱରୀ ମହିଳା

ଶାଖାର ସହ ସଂଯୋଜିକା ପ୍ରିୟଙ୍କା ପଟ୍ଟନାୟକ, ଅଙ୍କିତା ପଟ୍ଟନାୟକ, ସୋନଲି ସିଂ ଗଡତ୍ୟା, ସୋନିୟା ବେଜ, ଶୀଖା ବନଛୋର, ବିଷ୍ଣୁପ୍ରୀୟା , କାୟନା କିୟାସ, ପୂଜା ଦଳପତି, ଲିଜା ଦଳପତି, ବର୍ଷା ସିଂହ, ସାହିଲ ସିଂ ଗଡତ୍ୟା, ଶିବାନନ୍ଦ ସାହାଣୀ, ନିରୋଜ, ସୋମ୍ୟରଂଜନ ପଣ୍ଡା, ରିତେଶ ଅଗ୍ରୱାଲ, ସୁମିତ ରାଉ, ସୁବାଷ ନନ୍ଦ ସହଯୋଗ କରିଥିଲେ । ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା ପାଇଁ ବୃକ୍ଷ ଦାନ କରି ଉକ୍ତ ଦାତାମାନଙ୍କୁ ସମ୍ମାନିତ କରାଯାଇଥିଲା । ଏହି ରକ୍ତଦାନ ଶିବିର ରେ ୫୧ ଟି ରକ୍ତଦାତା ରକ୍ତଦାନ କରି ଶିବିରକୁ ସଫଳ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like