-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      Hj   (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||      ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା    (30-Apr-2026)       ||      ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   (30-Apr-2026)       ||      ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ    (30-Apr-2026)       ||      ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ    (29-Apr-2026)       ||      ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   (29-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||      ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ    (29-Apr-2026)       ||      ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   (29-Apr-2026)       ||      ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   (29-Apr-2026)       ||      ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   (29-Apr-2026)       ||      ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   (29-Apr-2026)       ||      ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    (29-Apr-2026)       ||      *ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   (29-Apr-2026)       ||      ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   (29-Apr-2026)       ||     

HOME   ଜିଲ୍ଲା

ଏକ ଦିବସୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ

21-Feb-2022



ବରଗଡ:-ବରଗଡ଼ ଜିଲ୍ଲା ସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଜମଲା, ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବୁକୁରାମୁଣ୍ଡା ଏବଂ ବରଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ର ଷ୍ଟାଫ୍ ଙ୍କ ମଧ୍ୟରେ ଜମଲା ଠାରେ ଏକ ଦିବସୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ପ୍ରତ୍ୟେକ ଦଳ ଗୋଟିଏ ଲେଖାଏଁ ବିଜୟ ହାସଲ କରିଥିଲେ ।ତେଣୁ ନେଟ ରନରେଟ ଭିତ୍ତିରେ ଜମଲା ଏବଂ ବରଗଡ ଦଳ ମଧ୍ୟରେ ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା । ଫାଇନାଲ ରେ ପ୍ରଥମେ ବ୍ୟାଟିଂ କରି ବରଗଡ ନିର୍ଦ୍ଧାରିତ ୮ ଓଭରରେ ୭୨ ରନର ବିଜୟ ଲକ୍ଷ ଦେଇଥିଲେ ।ଏହିକୁ ଜମଲା ଦଳ ଗୋଟିଏ ଓଭର ବାକିଥାଇ ହାସଲ କରିବାରେ ସଫଳତା ହାସଲ କରିଥିଲେ ।ଏହି ଟୁର୍ଣ୍ଣାମେଣ୍ଟରେ ମ୍ୟାନ ଅଫ ଦି ମ୍ୟାଚ ଭାବେ ସଞ୍ଜୟ ବଢ଼େଇ ଏବଂ ସିରିଜ ପ୍ରିତମ ତ୍ରିପାଠୀ ଙ୍କୁ ବିବେଚିତ କରାଯାଇଥିଲା । ବିଜୟୀ ଦଳକୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ଜମଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ର ମେଡିକାଲ ଅଫିସର ବିଜୟୀ କପ୍ ପ୍ରଦାନ କରିଥିଲେ । ସମ୍ମାନୀତ ଅତିଥି ଭାବେ ସର୍ବଶ୍ରୀ:-ମନୋରଞ୍ଜନ ସାହୁ, ସତ୍ୟନାରାୟଣ ସାହୁ, ଜିଲ୍ଲା ଆଶା କୋଡିନେଟର ସୈାଭାଗ୍ୟ କୁମାର ମିଶ୍ର,ଶିବ ପ୍ରସାଦ ବେହେରା, ପ୍ୟାରିମୋହନ ନାଏକ ପ୍ରମୁଖ ଉପସ୍ଥିତ ହୋଇ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ । ରାଜିବ ପୁରୋହିତ ଏବଂ ସୁବ୍ରତ ବିଶ୍ୱାଳ ଖେଳ ପରିଚାଳନା କରିଥିବାବେଳେ, ସୁଶାନ୍ତ ପାତ୍ର ଧାରାବିବରଣୀ ପ୍ରଦାନ କରିଥିଲେ ।ଏହି ଟୁର୍ଣ୍ଣାମେଣ୍ଟ ରେ ବେଦ,ପଞ୍ଚା, ଗୋବିନ୍ଦ, ଦିନ, ଜିତେନ୍ଦ୍ର,ପିଣ୍ଟୁ ପ୍ରମୁଖ ସମସ୍ତ ପ୍ରକାର  ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   30-Apr-2026
  ଜିଲ୍ଲା  
Hj   30-Apr-2026
  ରାଜ୍ୟ  
ଗଞେଇ ଜବତ, ଚାଲାଣକାରୀ ଗିରଫ   30-Apr-2026
  ଜିଲ୍ଲା  
ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   30-Apr-2026
  ଜିଲ୍ଲା  
ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   30-Apr-2026
  ଜିଲ୍ଲା  
ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   30-Apr-2026
  ଜିଲ୍ଲା  
ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା   30-Apr-2026
  ରାଜ୍ୟ  
ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   30-Apr-2026
  ରାଜ୍ୟ  
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ   29-Apr-2026
  ଜିଲ୍ଲା  
ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   29-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    29-Apr-2026

You Might Also Like

   
  ଜିଲ୍ଲା  

Hj