-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

ଗୁରୁଣ୍ଡା ଗ୍ରାମରେ ନିଳାବତୀ କଲ୍ୟାଣ ମଣ୍ଡପ ପାଇଁ ଭୂମି ପୂଜନ

21-Feb-2022



Lବରଗଡ:-ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ପାଇକମାଳ ବ୍ଲକ ର ମିଠାପାଲି ଗ୍ରାମ ପଂଚାୟତ ଯାଦବ ଭାଇ ଭଉଣୀ ମାନଙ୍କୁ ନେଇ ଏକ ବାର୍ଷିକ ବୈଠକ ଅନୁଷ୍ଠିତ ହୋଇଥିଲା, ଉକ୍ତ ବୈଠକ ରେ ମିଠାପାଲି ଗ୍ରାମ ପଂଚାୟତ ସଭାପତି ଟିକେଲାଲ ମାହାର ସମ୍ପାଦକ ଡୋଲମଣୀ ଦୀପ କୋଷାଧ୍ୟକ୍ଷ ମଧୁସୂଦନ ପାଣ୍ଡେ ଉପସ୍ଥିତ ଥିଲେ,ଅତିଥି ଭାବେ ପାଇକମାଲ ବ୍ଲକ ଯାଦବ ସମାଜ ସଭାପତି ବନମାଳୀ ଚନ୍ଦନ, ବ୍ଲକ ସମ୍ପାଦକ ବାଲକୃଷ୍ଣ ବନଛୋର, ଜୋନ ସଭାପତି ଭାସ୍କର ଭୋଇ, ବିଜୟ ହଂସ ଆଦି ବ୍ଲକ ସ୍ତରୀୟ ଯାଦବ କର୍ମ କର୍ତ୍ତା ଉପସ୍ଥିତ ରେ କାହ୍ନୁ ବାଗ ଙ୍କ ପରିଚାଳନା ରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା 

 ଉକ୍ତ ସଭାରେ ବିଜୟ ହଂସ ଙ୍କ ମା ନୀଳାବତୀ ହଂସ, ଗୁରୁଣ୍ଡା ଗ୍ରାମ ର ଯାଦବ ଭବନ ନିର୍ମାଣ କରିବା ପାଇଁ ଯାଦବ ସମାଜ ଙ୍କୁ ଜମି ଦାନ କରିଥିଲେ ।ଏହି କଲ୍ୟାଣ ମଣ୍ଡପ ଟି ନୀଳାବତୀ ଯାଦବ କଲ୍ୟାଣ ମଣ୍ଡପ ନାମରେ ନାମିତ ହେଲା । ଶେଷ ରେ ବ୍ଲକ ସଭାପତି ବନମାଳୀ ଚନ୍ଦନ, ବ୍ଲକ ସମ୍ପାଦକ ବାଲକୃଷ୍ଣ ବନଛୋର ଉପସ୍ଥିତି ରେ ନିଳାବତୀ ଯାଦବ କଲ୍ୟାଣ ମଣ୍ଡପ ର ଭୂମି ପୂଜନ ହୋଇଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026

You Might Also Like