-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

କରୋନା ରେ ଆକ୍ରାନ୍ତ ପିତା ଙ୍କୁ ହରାଇ ଝିଅ ର ଆତ୍ମହତ୍ୟା, ପରିବାର କୁ ଆର୍ଥିକ ସହାୟତା ଯୋଗାଇଦେବାକୁ ଦାବି

15-Nov-2020



ଟିଟିଲାଗଡ଼(ପ୍ରେରଣା ଖବର) - ବାପାଙ୍କର ମୃତ୍ୟୁକୁ ସହି ପାରିଲାନି ଝିଅ। ବାପାଙ୍କ ପଛେ ପଛେ ଆରପାରିକୁ ଚାଲିଗଲେ। ପ୍ରଥମେ ବାପାଙ୍କୁ ଥଣ୍ଡା କାଶ ହେଉଥିଲା। ପରୀକ୍ଷା କରିବାରୁ କରୋନା ପଜିଟିଭ୍ ବାହାରିଲା । ଏହାପରେ ଚିକିତ୍ସାଧୀନ ଅବସ୍ଥାରେ ବଲାଙ୍ଗିର ଜିଲ୍ଲା ଟିକ୍ରାପଡା ଜୟନାରାୟଣ ଶତପଥୀଙ୍କ ଅକାଳ ବିୟୋଗ ହେଲା। ପରେ ଝିଅ ଋତୁପର୍ଣ୍ଣା ବାପାଙ୍କୁ ଝୁରିଝୁରି ଆତ୍ମହତ୍ୟାକୁ ଶେଷ ରାସ୍ତା ଭାବେ ବାଛିନେଲେ। ପଢ଼ା ଘରେ ବେକରେ ଦୌଡି ଲଗାଇ ଆତ୍ମହତ୍ୟା କରି ଦେଲେ ଝିଅ।
ସୂଚନା ଯୋଗ୍ୟ, ଗତ ୧୧ ତାରିଖରେ ଋତୁପର୍ଣ୍ଣା ନିଜ ରୁମରେ ପଢ଼ୁଥିଲେ। ପଢ଼ା ସମୟରେ ବାପାଙ୍କ କଥା ମନେ ପଡିଲା। ତେଣୁ ଆରପାରିରେ ବାପାଙ୍କୁ ଭେଟିବେ ବୋଲି ନିଷ୍ପତ୍ତି ନେଇଥିଲେ। ସଙ୍ଗେ ସଙ୍ଗେ ବେକରେ ଦୌଡି ଲଗାଇ ଆତ୍ମହତ୍ୟା କଲେ। ଦୀର୍ଘ ସମୟ ଧରି ଋତୁପର୍ଣ୍ଣା କବାଟ ନଖୋଲିବାରୁ ବଡ଼ବାପା ଝିଅ ଝିଅ କହି ଡାକିଥିଲେ। ଏହାପରେ ପରିବାର ଲୋକେ କବାଟ ଭାଙ୍ଗି ଦେଖିବାବେଳକୁ ସେତେବେଳେକୁ ଋତୁପର୍ଣ୍ଣ ଏ ଦୁନିଆଁରେ ନଥିଲେ। ଜୟନାରାୟଣ ବଲାଙ୍ଗିର ଗୋଳାବାରୁଦ କାରଖାନାରେ କାର୍ଯ୍ୟ କରୁଥିଲେ । ତାଙ୍କ ଗୋଟିଏ ଛଅ ବର୍ଷର ପୁଅ ଓ ୧୮ ବର୍ଷର ଝିଅ । ଝିଅ ଯୁକ୍ତ ଦୁଇ ପାଠ ସାରିବା ପରେ ଏଣ୍ଟ୍ରାନ୍ସ ପାଇଁ ପ୍ରସ୍ତୁତି କରୁଥିଲେ । ଏହି ଦୁଃଖଦ ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଥିଲା । ସେହିପରି ମୁରିବାହଲ ଥାନା ଅନ୍ତର୍ଗତ ପତ୍ରପାଲି  ଗ୍ରାମର ବିନୋଦ ବାଗ(୫୫)ନାମକ ଜଣେ ବ୍ୟକ୍ତି ଙ୍କ କରୋନା ଯୋଗୁଁ ଚିକିତ୍ସା ଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ଗତ ୧୪ ତାରିଖରେ  କୁମୁଦିନି ସାହୁ(୨୩) ତାଙ୍କ ପିତା ଙ୍କ ର ସମ୍ବଲପୁର ରେ ସ୍ଥିତ ଏକ ଘରୋଇ ନର୍ସିଂହୋମ ରେ ଗତ ୧୪ ତାରିଖ ରେ ମୃତ୍ୟୁ ଘଟିବା ପରେ ମର୍ମାହତ ହୋଇ ରହୁଥିବା ବେଳେ ରବିବାର ୧୫ ତାରିଖରେ ଅନୁରୂପ ଭାବେ ସାନ ଝିଅ କୁମୁଦିନି ଏକ ଶାଢ଼ୀ ରେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ତେବେ ତାଙ୍କ ମାଆ ଓ ଆଉ ଦୁଇଟି ଛୋଟ ପୁଅ ଥିବା ବେଳେ ଉକ୍ତ ପରିବାର କୁ ସରକାରୀ ଭାବେ ପ୍ରତିପୋଷଣ ନିମନ୍ତେ ସହାୟତା ଯୋଗାଇ ଦେବାକୁ ଦାବି ହୋଇଛି। ଏ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like