-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||     

HOME   ଜିଲ୍ଲା

ଗୁଡ଼ ସମାରିଟନ ଆୱାର୍ଡ଼ ପାଇବେ ଯୁବ ସାମ୍ବାଦିକ ଡିଲେଶ୍ୱର ବାଗ

21-Feb-2022



ପଦ୍ମପୁର ଉପଖଣ୍ଡ ମେଳଛାମୁଣ୍ଡା ଥାନା ଅନ୍ତର୍ଗତ ବୁଢ଼ିମାଲ ଛକ ଠାରେ ରବିବାର ସକାଳ ୯ଟା ସମୟରେ ବାଇକ ଓ ଲୁନା ମୁହାଁମୁହିଁ ହୋଇ ଧକ୍କା ହୋଇଥିଲା।ଠିକ ସେ ସମୟରେ ପଦ୍ମପୁର ଅଂଚଳର ଜଣାଶୁଣା ସ୍ବେଚ୍ଛାସେବୀ ତଥା ବଡ଼ ଖବର ଯୁବ ସାମ୍ବାଦିକ ଡିଲେଶ୍ୱର ବାଗ ବିଜେପୁର ଅଂଚଳରେ ହେଉଥିବା ତୃତୀୟ ପର୍ଯ୍ୟାୟ ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ରେ ଖବର ସଂଗ୍ରହ କରିବାକୁ ଯାଉଥିବା ବେଳେ ଦୁର୍ଘଟଣା ଦେଖି ଅଟକି ଥିଲେ ।ରକ୍ତଜୁଡୁ ବୁଡୁ ହୋଇ ପଡିଥିବା ଦେଖି ପଦ୍ମପୁର ଏସଡ଼ିପିଓ ଓ ଆମ୍ବୁଲାନ୍ସ ଙ୍କୁ ଯୋଗାଯୋଗ କରିଥିଲେ।ଠିକ କିଛି ସମୟପରେ ମେଳଛାମୁଣ୍ଡା ପୋଲିସ ଓ ଆମ୍ବୁଲାନ୍ସ ପହଞ୍ଚି ଥିଲା, ସାମ୍ବାଦିକ ଡିଲେଶ୍ୱର ବାଗ ଆମ୍ବୁଲାନ୍ସ ରେ ବସି ରକ୍ତଜୁଡୁବୁଡୁ ଅବସ୍ଥାରେ ପଡିଥିବା ବ୍ୟକ୍ତି ମାନଙ୍କୁ ଉଦ୍ଧାର କରି ପଦ୍ମପୁର ଉପଖଣ୍ଡ ଡାକ୍ତରଖାନା କୁ ଆଣି ଭର୍ତ୍ତି କରିଥିଲେ।ଡାକ୍ତର ଲୁନା ଚାଳକ ଜୟଲାଲ ପଟେଲଙ୍କୁ ମୃତ ଘୋଷଣା କରିଥିଲେ ଓ ଅନ୍ୟ ଦୁଇ ଜଣ ଗୁରୁତର ଥିଲେ।ଏହି

ଖବର କୁ ଯୁବ ସାମ୍ବାଦିକ ଡିଲେଶ୍ୱର ବାଗ ସାହାଯ୍ୟ କରିଥିବା ଫୋଟୋ କୁ ନିଜ ଟୁଇଟର ଆକାଉଣ୍ଟ ରେ ପୋଷ୍ଟ କରିଥିଲେ।ତାଙ୍କ ଆକାଉଣ୍ଟ କୁ ଦେଖି ଷ୍ଟେଟ ଟ୍ରାନ୍ସପୋର୍ଟ ଅଥୋରିଟି ଓଡିଶା, ଯୁବ ସାମ୍ବାଦିକ ଙ୍କୁ ପ୍ରଶଂସା କରିବା ସହ ବରଗଡ ଆରଟିଓ ଙ୍କୁ ଗୁଡ଼ ସମାରୀଟନ ଆୱାର୍ଡ଼ ଦେବା ପାଇଁ ଅନୁରୋଧ କରିଛନ୍ତି।ଖବର ଜାଣିବା ପରେ ଅଂଚଳରେ  ଯୁବ ସାମ୍ବାଦିକ ଙ୍କୁ ବେଶ ପ୍ରଶଂସା ମିଳୁଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026

You Might Also Like