-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ବୀରମହାରାଜପୁର ବ୍ଲକରେ ଶାନ୍ତିପୂର୍ଣ୍ଣ ଭୋଟଗ୍ରହଣ, ଚତୁର୍ଥ ପର୍ଯ୍ୟାୟର ୮୬. ୫୧ ପ୍ରତିଶତ ମତଦାନ

22-Feb-2022



ସୁବର୍ଣ୍ଣପୁର:ସୁବର୍ଣ୍ଣପୁର ଜିଲ୍ଲା ରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ଆଜି ବୀରମହାରାଜପୁର ବ୍ଲକ ରେ    86.51 ପ୍ରତିଶତ ମତଦାନ ସହିତ ଶାନ୍ତିପୂର୍ଣ୍ଣ ଭାବରେ ଭୋଟ ଗ୍ରହଣ ସମାପ୍ତ ହୋଇଛି l ବ୍ଲକ ରେ ସମୁଦାୟ 249  ଟି ମତଦାନ କେନ୍ଦ୍ରରେ ଭୋଟର  ମାନେ ସେମାନଙ୍କ ୱାର୍ଡ  ମେମ୍ବର,  ସରପଞ୍ଚ,  ସମିତି  ସଭ୍ୟ ଏବଂ  ଜିଲ୍ଲା  ପରିଷଦ  ପାଇଁ ପ୍ରତିନିଧି ଚୟନ କରିବା ସୁଯୋଗ ପାଇଥିଲେ I ସମଗ୍ର ବ୍ଲକ କୁ ଦୁଇଟି ଜୋନ୍ ରେ ବିଭକ୍ତ କରାଯାଇ ପ୍ରଶାସନ ର ବରିଷ୍ଠ ଅଧିକାରୀମାନଙ୍କ ନିରୀକ୍ଷଣ ରେ ଅବାଧ ଏବଂ ଶାନ୍ତିପୂର୍ଣ୍ଣ  ଭାବରେ ନିର୍ବାଚନ  ହୋଇପାରିଛି I ଯଦିଓ ଏହି ବ୍ଲକ ରେ କିଛି ସମ୍ବେଦନଶୀଳ ବୁଥ ଚିହ୍ନଟ ହୋଇଥିଲା କିନ୍ତୁ କୌଣସି ସ୍ଥାନ ରେ  ବିଶେଷ ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୋଇ ନଥିଲା l ସକାଳ 7 ଟାରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇ ଦିନ ଗୋଟାଏ ସୁଦ୍ଧା 76% ମତଦାନ ହୋଇଥିବା ବେଳେ ଭୋଟର ମାନେ ନିର୍ଦ୍ଧାରିତ ସମୟରେ  କେନ୍ଦ୍ରରେ ଉପସ୍ଥିତ ରହି ଶେଷ ଯାଏଁ ଭୋଟ ଦେଇଥିଲେ I  ସମଗ୍ର ବ୍ଲକ ରେ ଉତ୍ସାହଜନକ ଭାବରେ ଭୋଟର ମାନେ ମତଦାନ କରିଛନ୍ତି I ବୀରମହାରାଜପୁର  ଉପଜିଲ୍ଲାପାଳ  ଅଶୋକ  କୁମାର  ଭୋଇ ବିଭିନ୍ନ ସମ୍ବେଦନଶୀଳ  ବୁଥ  ପରିକ୍ରମା କରି ସ୍ଥିତିର ଅନୁଧ୍ୟାନ  କରିଥିଲେ I 

ବୀରମହାରାଜପୁର  ନିକଟବର୍ତ୍ତୀ 
 ପଥରଘାଟ  ଠାରେ ଗୋଟିଏ ପୁଲିସ  ପାଟ୍ରୋଲିଂ  ଗାଡି  ଦୁର୍ଘଟଣା ଗସ୍ତ ହେବାରୁ ଏ ସ୍ ଆ ଇ   ପି  ଆର୍ ମହାନନ୍ଦ ଏବଂ କିଛି  ସୁରକ୍ଷା  କର୍ମୀ ଙ୍କୁ ସ୍ଥାନୀୟ  ଡାକ୍ତରଖାନା  ରେ ଚିକିତ୍ସା ଯୋଗାଇ ଦିଆଯାଇଛି l ମୋଟା ମୋଟି  ଭାବରେ ଶାନ୍ତିପୂର୍ଣ୍ଣ  ଭାବରେ  ବୀରମହାରାଜାପୁର ବ୍ଲକ ରେ ତ୍ରିସ୍ତରୀୟ ପଞ୍ଚାୟତ ଭୋଟ୍ ପାଇଁ ମତଦାନ ସମ୍ପୂର୍ଣ୍ଣ  ହୋଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like