-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||     

HOME   ଜିଲ୍ଲା

ଦୁର୍ଘଟଣାରେ ଘର ମୁରବି ଅପାରକ,ଆର୍ଥିକ ସହାୟତା ଯୋଗାଇ ଦେବାକୁ ଦାବି

22-Feb-2022



ବିନିକା(ହିମାଂଶୁ ଶେଖର ପୁଟେଲ) ପରିବାରର ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତି ଦୁର୍ଘଟଣାର ଶିକାର ହେବାପରେ ଏବେ ୫ପ୍ରାଣୀ କୁଟୁମ୍ବ ଚଳିବା ମସ୍କିଲ ହୋଇପଡିଛି । ସୂଚନା ଯୋଗ୍ୟ ଯେ ଗତ ୧୦/୧୧/୨୧ ତାରିଖରେ ବିନିକା ବ୍ଳକ ଅନ୍ତର୍ଗତ ମହଦା ପଞ୍ଚାୟତ ମନୋରଞ୍ଜନପୁର ଗ୍ରାମର ରଞ୍ଜନ ତାଣ୍ଡି(୫୫) ଭଜନ ପରିବେଷଣ ପାଇଁ ଏକ ବାଇକ ଯୋଗେ ଉଲୁଣ୍ଡା ବ୍ଳକ ପଞ୍ଚମହଲା ଗ୍ରାମକୁ ଯାଉଥିବା ବେଳେ ବାଟରେ ଏକ ଅଜଣା ଗାଡ଼ି ଧକ୍କାରେ ଗୋଡ଼ ଭାଙ୍ଗି ଯାଇଥିଲା ।ବର୍ତମାନ ରଞ୍ଜନର ଗୋଡ଼ରେ ଲୁହା ରଡ଼ ଲାଗିଥିବାରୁ ସେ ଚାଲି ବୁଲି ନପାରି ଘରେ ପଡି ରହିଛନ୍ତି ।ଫଳରେ ପରିବାରର ଏକ ମାତ୍ର ରୋଜଗାରକ୍ଷମ ବ୍ୟକ୍ତି ଏବେ ଅପାରଗ ଅବସ୍ଥାରେ ଥିବାରୁ ପତ୍ନୀଙ୍କ ସହ ୧୦ବର୍ଷିଆ ଝିଅ,୩ଓ୮ବର୍ଷିଆ ଦୁଇ ପୁଅଙ୍କ ଚଳିବା କଷ୍ଟକର ହୋଇପଡୁଛି l କିଛି ଦିନ ତଳେ ରଞ୍ଜନ ଓ ତାଙ୍କ ପରିବାର ଜିଲ୍ଲାପାଳଙ୍କ ଦ୍ବାରସ୍ଥ ହୋଇଥିଲେ ।ହେଲେ ପ୍ରଶାସନିକ ତରଫରୁ ଅଦ୍ୟାବଧି କୌଣସି ବ୍ୟବସ୍ଥା ହୋଇ ନଥିବାରୁ ପରିବାର ଦୁଃଖରେ ଜୀବନ ବିତାଉଛନ୍ତି ।ତେଣୁ ଉକ୍ତ ନିରୀହ ପରିବାରକୁ ସରକାରୀ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଦାବି ହେଉଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026

You Might Also Like

                   
  ଜିଲ୍ଲା  

Qwert

   
  ଜିଲ୍ଲା  

Jk