-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||     

HOME   ରାଜନୀତି

ରେଢାଖୋଲ ଏନଏସିରେ ଭୋଟ ଅଦଳବଦଳ,୩ଟି ୱାର୍ଡର ୮୫ ଭୋଟର ଅନ୍ୟ ୱାର୍ଡ ତାଲିକାରେ,ସଂଶୋଧନ ପାଇଁ ଭୋଟରଙ୍କ ଉପଜିଲ୍ଲାପାଳଙ୍କୁ ଦାବିପତ୍ର

22-Feb-2022



ରେଢାଖୋଲ ( ଅନିଲ କୁମାର ପୃଷ୍ଟି )   ଆଗାମୀ କିଛି ଦିନ ପରେ ତ୍ରିସ୍ତରୀୟ  ପଞ୍ଚାୟତ ନିର୍ବାଚନ ଶେଷ ହେବା ପରେ ପୁଣି ପୌର ନିର୍ବାଚନ ଆରମ୍ଭ ହେବ। ଏଥିପାଇଁ ଆସନ ସରକ୍ଷଣ  ତାଲିକା ପ୍ରକାଶ ପାଇବା ସହ ଭୋଟରଙ୍କ ତାଲିକା ମଧ୍ୟ ପ୍ରକାଶ ପାଇଛି। ହେଲେ ସମ୍ବଲପୁର ଜିଲ୍ଲା ରେଢାଖୋଲ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନଏସି)ର ଅନେକ ୱାର୍ଡରେ ଭୋଟରଙ୍କ ନାମ ଅନ୍ୟ ୱାର୍ଡରେ ପ୍ରକାଶ ପାଇଛି। ଏ ନେଇ କେତେକ ସଚେତନ ଭୋଟର ତା ୧୯.୦୨.୨୦୨୨ରିଖରେ ରେଢାଖୋଲ ଉପଜିଲ୍ଲାପାଳ ପବିତ୍ର ବେହେରାଙ୍କୁ ଏକ ଦାବିପତ୍ର ପ୍ରଦାନ କରି ସଂଶୋଧନ କରିବାକୁ ଦାବି କରିଛନ୍ତି। ଦାବିପତ୍ରରେ ଉଲ୍ଲେଖ କରାଯାଇଛି ଯେ ଗତ ତା୧୦.୦୨.୨୦୨୨ରିଖ ରେ ପ୍ରକାଶିତ ପ୍ରାଥମିକ ଭୋଟର ତାଲିକା୨୦୨୨ରେ ରେଢାଖୋଲ ଏନଏସିର ୧୩ଟି ୱାର୍ଡ  ସମେତ  ୬ ନମ୍ବର ୱାର୍ଡର ମଧ୍ୟ ପ୍ରକାଶ ପାଇଛି। ଏହି ଭୋଟର ତାଲିକାରେ ଅଭିଯୋଗକାରି ଭୋଟର ମାନେ ଅବଲୋକନ କଲେ ଯେ ୱାର୍ଡ ନମ୍ବର ୬ ଯଥା ବିଶ୍ୱନାଥପୁର, ବିରିଶ୍ଚନ୍ଦ୍ରପୁର, ଚିରିଗୁଣିପାଳ, ବର୍ଷକିଆଖୋଳ,ଚାଟୁଣି, ଭାଲୁଚୁଆ ଆଦି ବାସିନ୍ଦା ବ୍ୟତୀତ ଅନ୍ୟ ୱାର୍ଡର ବାସିନ୍ଦଙ୍କର ମଧ୍ୟ ଏହି ଭୋଟର ତାଲିକାରେ ନାମ ରହିଅଛି।  ପ୍ରକାଶ ପାଇଥିବାଏହି ତାଲିକାରେ  ଜାଣିବାକୁ ମିଳିବାରେ ପ୍ରାୟ ୮୫ ଜଣ ଭୋଟରଙ୍କ ଅନ୍ୟ ୱାର୍ଡ ରୁ ଯାଇ ଏହି ୬ ନମ୍ବର ୱାର୍ଡ ଭୋଟର ତାଲିକାରେ ନାମ ରହିଛି। ଏଣୁ ରେଢାଖୋଲ ଏନଏସିର ୬ନମ୍ବର ୱାର୍ଡରେ ୮୫ଜଣ ଭୋଟରଙ୍କ  ନାମ ଥିବାକୁ  ଏହାର ତଦନ୍ତ କରି  ୱାର୍ଡ ନମ୍ବର ୬ରୁ ବାଦ ଦେଇ ତାଙ୍କର ନିଜସ୍ୱ ୱାର୍ଡ ତାଲିକାକୁ ସ୍ଥାନାନ୍ତର କରି ସଠିକ ତାଲିକା ପ୍ରସ୍ତୁତ କରି ବାକୁ ଦାବି କରାଯାଇଛି। ଏହା କେବଳ ୬ନମ୍ବର ୱାର୍ଡ ରେ ନୁହେଁ ଅନେକ ୱାର୍ଡରେ ଏଭଳି ଅନ୍ୟତ୍ର ୱାର୍ଡ ମାନଙ୍କରେ ନାମ ରହି ଥିବା ଜଣା ଯାଇଛି।  ଏଣୁ ଏହାର ତଦନ୍ତ କରି ସଂଶୋଧନ କରିବାକୁ ଦାବି ହେଉଛି। ଦାବିପତ୍ର ପ୍ରଦାନ ପରିପ୍ରେକ୍ଷୀରେ  ସୁବାସ ପ୍ରଧାନ, ରାଜେନ୍ଦ୍ର ସାହୁ, ଚିନ୍ମୟ ସାହୁ, ଆତ୍ମରାମ ମିର୍ଦ୍ଧା, କପିଳେଶ୍ୱର ସାହୁ, ରାମ ଚନ୍ଦ୍ର ପ୍ରଧାନ, ସୁବ୍ରତ କୁମାର ଦେଓ ପ୍ରମୁଖ ସାମିଲ ହୋଇ ଦାବିପତ୍ର ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026

You Might Also Like