-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

କ୍ରାନ୍ତି ବୀର ବିର୍ସା ମୁଣ୍ଡା ଜୟନ୍ତୀ ଅବସରରେ ଜମି ଜଳ, ଜଙ୍ଗଲ, ଜୀବନ ଜୀବିକା ସୁରକ୍ଷା ପାଇଁ ଦୂର୍ବାର ଆନ୍ଦୋଳନ କରିବାକୁ ଆଦିବାସୀଙ୍କ ଉଲଗୁଲାନ

15-Nov-2020



ବଲାଙ୍ଗୀର (ପ୍ରେରଣା ଖବର) ସ୍ଥାନୀୟ ଆଦିବାସୀ ଭବନ ଠାରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ  ପକ୍ଷରୁ  ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ  କ୍ରାନ୍ତି ବୀର ବୀର୍ସା ମୁଣ୍ଡା ୧୪୫ ତମ ଜନ୍ମ ଜୟନ୍ତୀ ଅନୁଷ୍ଠିତ ହୋଇଯାଇଛି। ସଂଘ ର ଜିଲ୍ଲା ସଭାପତି ବ୍ରଜକିଶୋର ସିଂ ଭୋଇ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜୟନ୍ତୀ ଉତ୍ସବରେ ପ୍ରଥମେ ସହିତ ବିର୍ସା ମୁଣ୍ଡା ଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଶ୍ରଦ୍ଧା ସୁମନ କରାଯାଇଥିଲା l ଏହି ଉତ୍ସବରେ ଆଦିବାସୀ ମାନେ ବୀର୍ସା ମୁଣ୍ଡା ଙ୍କ ଦୂର୍ବାର ଆନ୍ଦୋଳନ ସ୍ଵପ୍ନ ଯଥା- ଆଦିବାସୀ ଙ୍କ ବିକାଶ, ଆଦିବାସୀ ଙ୍କ ପ୍ରତି ନିର୍ଯ୍ୟାତନା ଅତ୍ୟାଚାର, ଶୋଷଣ, ଦମନ କୁ ନିବାରଣ କରିବା ପାଇଁ ସାଲିସ ବିହୀନ ସଂଗ୍ରାମ କରିବାକୁ ସପଥ କରିଥିଲେ। ନକଲି ଆଦିବାସୀ କର୍ମଚାରୀ ମାନଙ୍କୁ ବହିସ୍କାର, ଅଣ ଆଦିବାସୀଙ୍କ ଜବରଦଖଲରେ ଥିବା ଆଦିବାସୀ ଜମି ଫେରସ୍ତ , ଜମି, ଜଲ,ଜଙ୍ଗଲ, ଜୀବନ ଜୀବିକାର ସୁରକ୍ଷା, ଆଦିବାସୀ ଭାଷା ସଂସ୍କୃତି , ପ୍ରଥା ପରମ୍ପରା,  ଧର୍ମ  ସୁରକ୍ଷା କରିବା ୨୦୨୧ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା,ଝାଡ଼ଖଣ୍ଡ, ରାଜ୍ୟ ସରକାରଙ୍କ ଭଲିଆ ସ୍ଵତନ୍ତ୍ର ଧର୍ମ ଆଦିବାସୀ ଧର୍ମ ପାଇଁ କୋଡ଼ ତଥା କଲମ ବ୍ୟବସ୍ଥା କରିବା,କରୋନା କଟକଣା ସହିତ,ଲକଡାଉନ ସଟଡାଉନ ଯୋଗୁଁ ଆଦିବାସୀ ଙ୍କ ଜୀବନ ଜୀବିକା ବିପର୍ଯ୍ୟସ୍ତ ଥିବାରୁ ଆର୍ଥିକ ପ୍ୟାକେଜ ବ୍ୟବସ୍ଥା କରିବା, ଆଦିବାସୀ ମାନଙ୍କୁ ବିନା ସୁଧରେ ରୁଣ ପ୍ରଦାନ କରିବା, ଅନଲାଇନ ପାଠପଢିବା ପାଇଁ ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କୁ ମାଗଣାରେ ଫୋନ, ଲାପଟପ୍ ପ୍ରଦାନ, ମାଗଣାରେ ନେଟପେକ ପ୍ରଦାନ, ଆଦିବାସୀ ମାନଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ, ଏଟ୍ରୋସିଟି ଏକ୍ଟଟ ରେ ଅପରାଧୀ ମାନଙ୍କୁ ତୁରନ୍ତ ଗିରଫ କରିବା, ସ୍ଵତନ୍ତ୍ର ନିଯୁକ୍ତି ପ୍ରକ୍ରିୟା ରେ ରାଜ୍ୟରେ ଖାଲି ପଡିଥିବା ପଦବୀ ଗୁଡିକୁ ଆଦିବାସୀ ପ୍ରାର୍ଥୀ ଙ୍କୁ ନିଯୁକ୍ତି ପ୍ରଦାନ, ଶିଳ୍ପ,ଖଣି,ଡ୍ୟାମ ନଦୀ ବନ୍ଧ ଯୋଜନା ନାମରେ ଆଦିବାସୀ ମାନଙ୍କୁ ବିସ୍ଥାପନ ବନ୍ଦ କରିବା, ବିସ୍ଥାପିତ ଆଦିବାସୀ ଙ୍କୁ ଥଇଥାନ, କ୍ଷତି ପୂରଣ ପ୍ରଦାନ କରିବା ଦାବିରେ ଆନ୍ଦୋଳନ କୁ ଦୂର୍ବାର ଓ ପ୍ରଚଣ୍ଡ କରିବାକୁ ଆହ୍ବାନ ଦେଇଛନ୍ତି। ଉସ୍ବବରେ ସଂଘ ର ସଭାପତି ବ୍ରଜକିଶୋର ସିଂ ଭୋଇ, ପଶ୍ଚିମ ଓଡ଼ିଶା ଆଦିବାସୀ ମହାସଂଘ ର ମ‌ହାଶଚିବ ନିରଞ୍ଜନ ବିଶି, ମୂଖ୍ୟ ଉପଦେଷ୍ଟା ସତ୍ୟନାରାୟଣ ଭୋଇ, ବ୍ଲକ ସଭାପତି ବଲଦେବ ଭୋଇ,ପଦମନ ପ୍ରଧାନୀ, କାହ୍ନୁଚରଣ ପ୍ରଧାନ, ସନ୍ତୋଷ ପୁଟା,ନିମାଇ ଝାକର, ବସନ୍ତ ମାଝୀ,ସରତଚନ୍ଦ୍ର ସିଂ ଭୋଇ,ବିପ୍ର ବିଶି ନିତ୍ୟାନନ୍ଦ ମାଝୀ ,ବନଲତା ମାଝୀ,ସୁଦାମ ଚରଣ ଭୋଇ, ମନବୋଧ ବରିହା, ଗିରିଧାରୀ ଭୋଇ,ଥବିର ପୁଝାରୀ,ଘନ ଭୋଇ, ଅଚ୍ୟୁତ ଧରୁଆ, ସଂପାଦକ ହେମେନ୍ଦ୍ରନାଥ ହାଁସଦା,ଦଶରଥ ଛତ୍ରୀଆ,ନକୁଲ ମାଝୀ, ପ୍ରଫୁଲ୍ଲ ପ୍ରଧାନୀ , ନିରଞ୍ଜନ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like