-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ପୌରପାଳିକା ନାମକୁ ମାତ୍ର : ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଠପ୍

23-Feb-2022



ବଲାଙ୍ଗିର (ପ୍ରେରଣା ଖବର) ପୌରପରିଷଦ ନିର୍ବାହୀ ଅଧିକାରୀଙ୍କ ମନମୁଖୀ କାର୍ଯ୍ୟ ପାଇଁ ଉନ୍ନୟନ ମୂଳକ କାର୍ଯ୍ୟ ସମୟ ସୀମା ମଧ୍ୟରେ ସମାପ୍ତି ହୋଇପାରୁନାହିଁ।  ପ୍ରକାଶ ଥାଉଯେ ବଲାଙ୍ଗୀର ସହରର ସର୍ବ ପୁରାତନ ୱାର୍ଡ ର ଅବସ୍ଥା ନ କହିବା ଭଲ l ଏଠାରେ ବିଭିନ୍ନ ପ୍ରକଳ୍ପ ଦୀର୍ଘ ବର୍ଷ ହେବ ଅଧାପନ୍ତରିଆ ହୋଇ ପଡି ରହିଛି। ଏପରିକି ରୁଗୁଡି ପଡା ଠାରୁ ସାଗର ପଡା କୁ ସଂଯୋଗ କରୁଥିବା ଏକ ଛୋଟିଆ ପୋଲ ନିର୍ମାଣ ହେବାକୁ ଦୀର୍ଘ ବର୍ଷ ହେଲା ହୋଇ ପାରି ନାହିଁ। ପୌରପରିଷଦ ଦ୍ୱାରା ଠିକା କାର୍ଯ୍ୟ ପାଇଁ ଠିକାଦାର ନିଯୁକ୍ତି ଦିଆଯାଇଛି କିନ୍ତୁ ସେହି ନିଯୁକ୍ତିରେ ରହିଥିବା ସମୟ ସୀମା ପାର୍ ହୋଇଥିଲେ ମଧ୍ୟ ଆଜି ଯାଏ କାମ ଆରମ୍ଭ ହୋଇ ପାରି ନାହିଁ। ଲୋକେ ଜିଲ୍ଲାପାଳ ମହୋଦୟଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କୌଣସି ସୁଫଳ ମିଲି ପାରି ନାହିଁ। ଯା ଦ୍ୱାରା ସ୍ଥାନୀୟ ଲୋକ ନିରାଶ ହୋଇଥିବା ଜଣାପଡିଛି। ଯଥାଶିଘ୍ର ଏ ଦିଗରେ ଜିଲ୍ଲା ପ୍ରଶାସନ ପକ୍ଷରୁ ବିହିତ ପଦକ୍ଷେପ ନେବାକୁ ସମାଜିକ କର୍ମକର୍ତ୍ତା ଶ୍ରୀ ବାବୁ ପୂଜାରୀ ପ୍ରେସ୍ ବିବୃତି ମାଧ୍ୟମରେ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026

You Might Also Like