-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ଆଗାମୀ ୨୫ ତାରିଖରେ ମୁକ୍ତିଲାଭ କରିବାକୁ ଯାଉଛି "ଲଭ୍ ୟୁ ଲଭ୍‌ଲୀ"

23-Feb-2022



ଭୁବନେଶ୍ୱର: ଦଶମ ଶ୍ରେଣୀରେ ପଢ଼ୁଥିବା ଛାତ୍ର ଦିଲୁ ତା’ର ନୂଆ ପଡ଼ୋଶିନୀଙ୍କ ସହ ଭେଟ ହେଉଛି। ସେଇ ପଡ଼ୋଶିିନୀଙ୍କ ନାଁ ଲଭ୍‌ଲୀ। ଲଭ୍‌ଲୀ ଦେଖିବାକୁ ଅତି ସୁନ୍ଦର। ନିଜ ସୌନ୍ଦର୍ଯ୍ୟରେ ‌ଲଭ୍‌ଲୀ ଦିଲୁକୁ ବଶୀଭୂତ କରିବାକୁ ଚାହୁଁଛି। ଲଭ୍‌ଲୀକୁ ପାଇବା ପାଇଁ ଦିଲୁ ମଧ୍ୟ ଦିବାସ୍ବପ୍ନ ଦେଖୁଛି। ଏଥିପାଇଁ ସେ ଲଭ୍‌ଲୀ ସହ ଭାବ ବିନିମୟ କରୁଛି। ଧୀରେ ଧୀରେ ଦିଲୁ ଲଭ୍‌ଲୀର ନିକଟତର ହେଉଛି ଏବଂ ଉଭୟଙ୍କ ମଧ୍ୟରେ ସମ୍ପର୍କ ଗଢ଼ିଉଠୁଛି। ହେଲେ ଏ ଦୁହିଙ୍କ ସମ୍ପର୍କ ଆଉ ଆଗକୁ ବଢ଼ିପାରୁନାହିଁ। ନବମ ଶ୍ରେଣୀରେ ପଢ଼ୁଥିବା ଲଭ୍‌ଲୀ

ଓରଫ ପିହୁ ହଠାତ୍ ଆଉ ଜଣକୁ ବିବାହ କରୁଛି। ଏଇ ଘଟଣା ପରେ ଦିଲୁର ହୃଦୟ ଫାଟିପଡ଼ୁଛି। ସନ୍ଦୀପ ରାଉତ ପ୍ରଯୋଜିତ ଏଇ ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଛନ୍ତି ରାଜେଶ ପଟେଲ ଓ ରିପୋର୍ଟ ଦେଇଛନ୍ତି ଅମୃତ ନନ୍ଦ। ଲଭ୍‌ଲୀ ଭୂମିକାରେ ମୁମ୍ବାଇ ଅବସ୍ଥାପିତ ଓଡ଼ିଆ ଅଭିନେତ୍ରୀ ସ୍ମିତିକା ଆଚାର୍ଯ୍ୟ, ଦିଲୁ

ଭୂମିକାରେ ଲୋହିତାକ୍ଷ ପଟ୍ଟନାୟକ ଥିବାବେଳେ ଆର୍ଯ୍ୟ ପ୍ରହରାଜ, ଅନୀଶ ମିଶ୍ର, ସ୍ବରାଜ ପତି, ଲୋପାମୁଦ୍ରା ସେନାପତି, ସ୍ନିଗଧା ମହାନ୍ତି, ଗୋ‌ପାଳ ଶର୍ମା ପ୍ରମୁଖ ଭିନ୍ନ ଭୂମିକାରେ ଅବତୀର୍ଣ୍ଣ ହେଇଛନ୍ତି।  ଓଟିଟି ପ୍ଲାଟଫର୍ମ କଞ୍ଚାଲଙ୍କା ରେ ଏହା ଆଗାମୀ ୨୫ ତାରିଖରେ ମୁକ୍ତିଲାଭ କରିବାକୁ ଯାଉଛି। ପୂର୍ବରୁ କଞ୍ଚାଲଙ୍କା ଓଟିଟି ରେ ପପୁଙ୍କ "ହ୍ୟାଲୋ ରାବଣ",ରୀୟା ଙ୍କ "ହଉ ହଉ ହେଇଗଲା ରେ" , ଶ୍ରଦ୍ଧା ଙ୍କ "ବ୍ରେକ୍ ଅପ୍ ରୁଲସ୍" ଷ୍ଟ୍ରିମିଙ୍ଗ୍ ହୋଇ ବେଶ୍ ଆଦୃତ ହୋଇସାରିଛି।

(ଅମୃତ ନନ୍ଦଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like