-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ସଡ଼କ ଦୁର୍ଘଟଣାରେ ଜଣେ ଯୁବତୀ ଗୁରୁତର : ପ୍ରାଥମିକ ଚିକିତ୍ସା ପରେ ବୁର୍ଲା ସ୍ଥାନାନ୍ତର

23-Feb-2022



ପଦ୍ମପୁର:- ଆଜି ପାଇକମାଲ ୟୁକୋ ବ୍ୟାଙ୍କ ସମ୍ମୁଖରେ ପାଖାପାଖି ୧୨ଟା ୩୦ ମିନିଟ ସମୟ ରେ ପଦ୍ମପୁର ପଟୁରୁ ପାଇକମାଲ କୁ ଆସୁଥିବା ଓଡି୧୭ କ୍ୟୁ୨୭୧୧ ନମ୍ବରର ଶତାବ୍ଦୀ ବସରେ ଯାତ୍ରା କରୁଥିବା କଳ୍ପନା ପଟେଲ ବୟସ ୨୬ ପିତା ବିହାରିଲାଲ ପଟେଲ ବ୍ୟାଙ୍କ ସମ୍ମୁଖରେ ବସରୁ ଓଲ୍ଲାଇ ଥିଲେ ଏବଂ ଓଲ୍ଲାଇ କି ବସ ସାମ୍ନା ପଟୁ ରୋଡ଼ କ୍ରସ କରିବାକୁ ଚେଷ୍ଟା କରିଥିଲେ । ଠିକ ଏହି ସମୟରେ ବସ ଚାଳକ ତାହା ଜାଣି ନ ପାରି ବସକୁ ଆଗକୁ ବଢ଼ାଇ ଦେଇ ଥିଲେ ଫଳରେ କଳ୍ପନା ପଟେଲ ବସ ଚକ ତଳେ ପଡିଯାଇଥିଲେ ଏବଂ ବସର ଚକ କଳ୍ପନା ର ଗୋଡ଼ ଉପରେ ମାଡି ଗଲା ଫଳରେ କଳ୍ପନା ର ବାମ ଗୋଡ ଟି ଛିଣ୍ଡି ଯିବା ସହ ତାଙ୍କ ଦେହର ଅନ୍ୟ ସ୍ଥାନ ମାନଙ୍କରେ ଅନେକ ଆଘାତ ମଧ୍ୟ ଲାଗିଛି I ସେହି ସମୟରେ ସେହି ସ୍ଥାନରେ ଉପସ୍ଥିତ ଥିବା ବରିଷ୍ଠ ସାମ୍ବାଦିକ ବଡ଼ ଶତପଥୀ, ମୁଜାଫର ହୁସେନ, ସୋନୁ ହୁସେନ, ଓଡ଼ିଶା ମୋଟର ଚାଳକ ସଂଘର ଉଗ୍ରସେନ ସାହୁ , ଟିକୁ ପ୍ରଧାନ ଓ ହିମାଂଶୁ ପ୍ରମୁଖ ସଙ୍ଗେ ସଙ୍ଗେ ପହଞ୍ଚି କଳ୍ପନା କୁ ବସ ଚକରୁ ବାହାରକୁ ବାହାର କରିଥିଲେ । ଏହାପରେ ଆମ୍ବୁଲାନ୍ସର ବ୍ୟବସ୍ଥା କରି ତାକୁ ପାଇକମାଲ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଯାଇଥିଲା । ଖବର ପାଇବା ମାତ୍ରେ ପାଇକମାଲ ଥାନା

ଅଧିକାରୀ ବିଶ୍ୱଜିତ ମନବୋଧ ଓ ଏସଆଇ ଚୁମକିପ୍ରଭା ନାଥ ଓ ଅନ୍ୟ ଅଧିକାରୀ ଗଣ ଘଟଣା ସ୍ଥଳେ ପହଞ୍ଚିଥିଲେ । ଘଟଣା ସ୍ଥଳରେ ଆକ୍ରୋଶ, ଜନଗହଳିକୁ ନିୟନ୍ତ୍ରଣ କରିବା ସହ ବସକୁ କାବୁ କରି ଥାନା କୁ ଆଣିଥିଲେ ପାଇକମାଲ ପୋଲିସ । ପ୍ରାପ୍ତ ସୂଚନା ଅନୁସାରେ ଦୁର୍ଘଟଣା ଘଟାଇଥିବା ବସ ର ଚାଳକ ବସ ଛାଡି ଘଟଣା ସ୍ଥଳରୁ ଫେରାର ମାରି ଦେଇଥିଲା । ପ୍ରାପ୍ତ ସୂଚନା ଅନୁଯାୟୀ କଳ୍ପନାର ଅବସ୍ଥା ଗୁରୁତର ଥିବାରୁ ତାକୁ ପ୍ରଥମେ ପାଇକମାଲ ପରେ ଉପଖଣ୍ଡ ଚିକିତ୍ସାଳୟ ପଦ୍ମପୁର ଏବଂ ପଦ୍ମପୁର ରୁ ବୁର୍ଲା ଡ଼ାକ୍ତରଖାନା ନିଆଯାଇଥିବା ସୂଚନା ମିଳିଛି । କଳ୍ପନାର ପିତା ବିହାରିଲାଲ ଗୋଟେ ଛୋଟ ଠେଲା କରି ସେଥିରେ ବିଭିନ୍ନ ସାମଗ୍ରୀ ବିକ୍ରୀ କରି ନିଜ ପରିବାର ପ୍ରତିପୋଷଣ କରନ୍ତି ।ତାଙ୍କ ଝିଅର ଗୋଡ଼ ଛିଣ୍ଡି ଯାଇଥିବା ଶୁଣି ସେ ମଧ୍ୟ ଅତ୍ୟଧିକ ଚିନ୍ତାରେ ପଡିଯାଇଛନ୍ତି ବୋଲି ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like