-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ରାଜନୀତି

ବିନିକା ବ୍ଳକ: କିଏ ହେବ ଅଧ୍ୟକ୍ଷା,ନଳିନୀ ନା ଦିପ୍ତିରେଖା// ରେଜଲ୍ଟ ବାହାରିବା ପୂର୍ବରୁ ୨୬ସମିତି ସଭ୍ୟଙ୍କ ଅଜ୍ଞାତବାସ

24-Feb-2022



ବିନିକା(ହିମାଂଶୁ ଶେଖର ପୁଟେଲ) ସୁବର୍ଣ୍ଣପୁର ଜିଲ୍ଲାର ବିନିକା ବ୍ଲକରେ ଗତ ୧୮ତାରିଖ ଶୁକ୍ରବାର ଦିନ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସକାଶେ ସମସ୍ତ ୧୬ଗୋଟି ପଞ୍ଚାୟତରେ ମତଦାନ ସରିଛି । ନିର୍ବାଚନ ମଇଦାନରେ ଅବତୀର୍ଣ୍ଣ ହୋଇଥିବା ୨ଜିଲ୍ଲାପରିଷଦ ଜୋନର ସର୍ବମୋଟ ୭ଜଣ ପ୍ରାର୍ଥୀ/ପ୍ରାର୍ଥୀନୀ,୭୫ଜଣ ସରପଞ୍ଚ,୬୧ଜଣ ସମିତିସଭ୍ୟ ଓ ୨୫୩ଜଣ ୱାର୍ଡ ସଭ୍ୟଙ୍କ ଭାଗ୍ୟ ବାଲାଟ ବାକ୍ସରେ ସିଲ ହୋଇ ରହିଛି ।ଆସନ୍ତା ୨୬ଓ୨୭ ତାରିଖ ଭୋଟ ଗଣତି ପରେ କାହା ବେକରେ ଫୁଲମାଳ ପଡ଼ିବ ତାହା ସ୍ଵଷ୍ଟ ଜଣାପଡିବ ।ଆଉ ମାତ୍ର ଗଣତିକୁ ୨ଦିନ ବାକି ଥିବା ବେଳେ କିଏ କେଉଁ ଠାରୁ ଜିତିବ ସେନେଇ ତାଙ୍କ ସମର୍ଥକଙ୍କ ମହଲରେ ଚାଲିଛି ହିସାବ କିତାବ l ଅନ୍ୟପକ୍ଷରେ  ବିନିକା ବ୍ଳକ ଅଧ୍ୟକ୍ଷା ପଦ ଏଥର ମହିଳାଙ୍କ ପାଇଁ ସଂରକ୍ଷିତ ଥିବାରୁ କିଏ ଏହି ପଦ ହାତେଇବ ସେନେଇ ପାନ ଦୋକାନ ଠୁଁ ଆରମ୍ଭ କରି ବ୍ୟବସାୟିକ ଅନୁଷ୍ଠାନ,ରାସ୍ତା ଘାଟ ଏପରିକି ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ ମଧ୍ୟ ଚାଲିଛି ଜୋରଦାର ଚର୍ଚ୍ଚା ।ତେବେ ଅଧ୍ୟକ୍ଷା ଆସନ ପାଇଁ ବ୍ଲକର ଗୁରୁତ୍ତ୍ୱପୂର୍ଣ ଚରଦା ପଞ୍ଚାୟତରେ  ୨ଜଣ ହେବିୱେଟ ନେତା ବିନିକା ବ୍ଲକର ଯୁବ ସଂଗଠକ ତଥା ଚାଷିନେତା ଭୀମସେନ ସାହୁଙ୍କ ଧର୍ମପତ୍ନୀ ପୂର୍ବତନ ବ୍ଳକ

ଅଧ୍ୟକ୍ଷା ନଳିନୀ ସାହୁ(୨୦୧୨ରୁ୨୦୧୭) ବନାମ ବିନିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଅଶୋକ ନନ୍ଦ(୨୦୧୭ରୁ୨୦୨୨)ଙ୍କ ଧର୍ମପତ୍ନୀ ଦୀପ୍ତିରେଖା ନନ୍ଦଙ୍କ ମଧ୍ୟରେ ଲଢେଇ ଜୋରଦାର ହୋଇଛି l ହେଲେ କିଏ ଜିତିବ, କିଏ ହାରିବ ସେନେଇ ଆକଳନ କରିବା ମସ୍କିଲ ହୋଇପଡିଛି ।ତଥାପି ବି ଏହି ଦୁଇ ହେବିୱେଟ ନେତା ନିଜ ନିଜର ବିଜୟ ଆଶା ସୁନିଶ୍ଚିତ ଭାବି ଅଧ୍ୟକ୍ଷା ପଦ ହାତେଇବା ପାଇଁ ନିର୍ବାଚନ ଫଳାଫଳ ଘୋଷଣା ପୂର୍ବରୁ ନିଜ ନିଜ ପ୍ରାର୍ଥୀ/ପ୍ରାର୍ଥୀନୀ ମାନଙ୍କୁ ନେଇ ଅଜ୍ଞାତବାସରେ ଥିବା ଜଣାପଡ଼ିଛି । କା ଭା ସମିତିସଭ୍ୟ ବୁଲୁ ଥିବାର ଦେଖିବାକୁ ମିଳୁଛି । ସମୁଦାୟ ୧୬ସମିତିସଭ୍ୟ ମଧ୍ୟରୁ ବ୍ଳକ ଅଧ୍ୟକ୍ଷା ଆସନ ପଦ ଅଳଙ୍କୃତ ପାଇଁ ୯ଅଙ୍କ ସଂଖ୍ୟା ଆବଶ୍ୟକ ଥିବାରୁ ଯେଉଁ ଶିବିରର ରୁ ଅଧିକ ସଂଖ୍ୟାରେ ସମିତିସଭ୍ୟ ବିଜୟୀ ହେବେ ସେ ହିଁ ଅଧ୍ୟକ୍ଷା ହିଁ ଆସନ ପଦ ଅକ୍ତିଆର କରିବ ବୋଲି ସବୁଆଡେ ଚର୍ଚ୍ଚା ହେଉଛି ।ତେବେ ଦେଖିବାକୁ ବାକି ରହିଲା ହାତୀ କାହା ମୁଣ୍ଡରେ କଳସ ଢାଲୁଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like