-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ମନିପର୍ଶ ଫେରାଇ ମାନବିକତାର ପରିଚୟ ଦେଲେ ଜୀବର୍ଦ୍ଧନ

24-Feb-2022



ବିନିକା(ହିମାଂଶୁ ଶେଖର ପୁଟେଲ)ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଳକ ଫୁଲମୁଠି ଗ୍ରାମର ଜିବର୍ଧନ ଦାଶ ପାଇଥିବା ଏକ ମନିପର୍ଶକୁ ଆଜି ଫେରାଇ ଦେଇ ମାନବିକତାର ପରିଚୟ ଦେଇଛନ୍ତି ।ସୂଚନା ଯୋଗ୍ୟ ଯେ ଚଳିତ ମାସ ୨ତାରିଖରେ ସୋନପୁର ବ୍ଳକ ସରଧାପାଲି ଗ୍ରାମର ଶ୍ୟାମ ଘିବିଲ୍ଲା ନାମକ ଜଣେ ଯୁବକ ବୁର୍ଲା ଡାକ୍ତରଖାନାକୁ ଯାଇ ଜଣେ ରୋଗୀକୁ ରକ୍ତଦାନ କରି ବିନିକା - ସୁବର୍ଣ୍ଣପୁର ମୁଖ୍ୟ ରାସ୍ତାରେ ଫେରୁଥିବା ବେଳେ ସଂଧ୍ୟା ପ୍ରାୟ ୭ଘଣ୍ଟା ସମୟରେ ଚୌକିଜୋର ନିକଟରେ ତାଙ୍କ ପ୍ୟାଣ୍ଟ ପ୍ୟାକେଟରୁ  ମନିପର୍ଶଟି ପଡି ଯାଇଥିଲା l ତାର କିଛି ସମୟ ପରେ ସେହି ରାସ୍ତାଦେଇ  ଫୁଲମୁଠି ଗ୍ରାମର ଜିବର୍ଧନ ଦାଶ ସାଇକଲ ଯୋଗେ ନିଜ ଗ୍ରାମକୁ ଫେରୁଥିବା ବେଳେ ପର୍ଶ ଟିକୁ ପାଇଥିଲେ । ପର୍ଶରେ ୩ଗୋଟି ଏଟିଏମ୍ କାର୍ଡ,ଆଧାର କାର୍ଡ,ଡ୍ରାଇଭିଂ ଲାଇସେନ୍ସ,ନଗଦ ୫୨୦ ଟଙ୍କା ଥିଲା । ନାମ ଓ ଠିକଣା ଥିଲେ ମଧ୍ୟ ଫୋନ ନଂ ନଥିବାରୁ ଯୋଗାଯୋଗ କରିବାରେ ବିଳମ୍ବ ହୋଇଥିଲା ।  ଗ୍ରାମ ନାମକୁ ନେଇ ବିନିକା ଲୀଳାସାହାଜି ବିଦ୍ୟାମନ୍ଦିରରେ ଶିକ୍ଷାଦାନ କରୁଥିବା ତାଙ୍କ ଭିଣେଇ ଅମିତ ଆଡ଼ଜୁଆଡିଙ୍କୁ ଯୋଗାଯୋଗ କରିବାରୁ ସେହି ବ୍ୟକ୍ତିଙ୍କ ସମ୍ପୂର୍ଣ୍ଣ ବିବରଣୀ ମିଳିଥିଲା । ଆଜି ବୁଧବାର ଅମିତ ଓ ପର୍ଶ ପକାଇଥିବା ବ୍ୟକ୍ତି ସୋନପୁର ବ୍ଳକ ସରଧାପାଳି ଗ୍ରାମର ଶ୍ୟାମ ଘିବିଲ୍ଲା ଫୁଲମୁଠି ଗ୍ରାମକୁ ଆସି ଜିବର୍ଧନଙ୍କ ଠାରୁ ପର୍ଶ ସଂଗ୍ରହ କରିଥିଲେ । ପର୍ଶ ଫେରାଇ ମାନବିକତାର ପରିଚୟ ଦେଇଥିବାରୁ ଜିବର୍ଦ୍ଧନକୁ କେବେବି ଭୁଲି ପାରିବେ ନାହିଁ ବୋଲି କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like