-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||      *ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   (26-Apr-2026)       ||      *ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   (26-Apr-2026)       ||     

HOME   ଜିଲ୍ଲା

ଦେବଦୂତ ସାଜିଲେ କର୍କଟ ଇମ୍ୟୁନୋଥେରାପି ବିଶେଷଜ୍ଞ ଡକ୍ଟର ଜମାଲ ଏ ଖାନ

24-Feb-2022



ଭୁବନେଶ୍ୱର : କ୍ୟାନସର ଆଉ ଦୁଃସାଧ୍ୟ ରୋଗ ହୋଇ ନାହିଁ  । ଠିକ୍ ସମୟରେ ଉପଯୁକ୍ତ ଚିକିତ୍ସା ଦ୍ବାରା ଏହାର ନିରାକରଣ ସମ୍ଭବ  । ଠିକ୍ ଯେମିତି ବୁଲନ୍ଦଶାହର ଏକ ଝିଅ ସାଇମାଙ୍କ କ୍ଷେତ୍ରରେ ହେଲା  । ଭୁବନେଶ୍ୱରରେ ଏକ ସାମ୍ବାଦିକ ସମ୍ମିଳନିରେ ସାଇମାଙ୍କ ଚିକିତ୍ସାକୁ ନେଇ ଖୁସି ପ୍ରକଟ କରିଛନ୍ତି ବିଶ୍ୱ

 ପ୍ରସିଦ୍ଧ କ୍ୟାନସର ଇମ୍ୟୁନୋଥେରାପି ବିଶେଷଜ୍ଞ ଡକ୍ଟର ଜମାଲ ଏ ଖାନ  । ସେ କହିଛନ୍ତି ଯେ ମୁଁ ଅତ୍ୟନ୍ତ ଆନନ୍ଦିତ ଏବଂ ଖୁସି ଯେ ଆଜି ସାରା ବିଶ୍ୱରେ ଲକ୍ଷ ଲକ୍ଷ କର୍କଟ ରୋଗୀ ମୋ ଏବଂ ମୋ ଦଳ ଦ୍ୱାରା ସଫଳତାର ସହ ଚିକିତ୍ସିତ ହେଉଛନ୍ତି । ସେମାନଙ୍କ ମଧ୍ୟରୁ ସାଇମା ଅନ୍ୟତମ  । ଚିକିତ୍ସା ପାଇଁ ବିଭିନ୍ନ ସ୍ଥାନ ବୁଲି ବୁଲି ଆଶା ଛାଡିଦେଇଥିଲେ ସାଇମାଙ୍କ ବାପା ମାଆ  । ତା’ପରେ ମୁଁ ଚିକିତ୍ସା ଆରମ୍ଭ କଲି । ସାଇମାଙ୍କ ବାପା ମାଆଙ୍କ କହିବା କଥା ଡକ୍ଟର ଜମାଲ-ଇ-ଖାନ ଚିକିତ୍ସା ଆରମ୍ଭ କରିବା ପରେ ପ୍ରଥମ ସପ୍ତାହରୁ ହିଁ ରୋଗ ଉପରେ ନିୟନ୍ତ୍ରଣ ଆସିବା ଆରମ୍ଭ ହେଲା   । ସୁସ୍ଥ ଅନୁଭବ କରିଥିଲେ ସାଇମା  । ସାଇମାଙ୍କ ପିତା ଇଫତିଖର ଅହମ୍ମଦ କହିଛନ୍ତି ଯେ ୨୦୧୮ ମସିହାରେ ସାଇମାଙ୍କ ଦୃଷ୍ଟିଶକ୍ତି ପ୍ରଭାବିତ ହୋଇଥିଲା  । ମୁଣ୍ଡବିନ୍ଧା ହେଉଥିଲା | ସେ ରାତିସାରା ଯନ୍ତ୍ରଣା ଅନୁଭବ କରୁଥିଲେ | ପୁରା ଆଶା ଛାଡିଦେଇଥିଲେ ପରିବାର ଲୋକ  । ବର୍ତ୍ତମାନ ସାଇମା ନୂଆ ଜୀବନ ପାଇବା ପରେ ଡକ୍ଟର ଜମାଲ-ଇ-ଖାନ ଓ ତାଙ୍କ ଟିମକୁ ଧନ୍ୟବାଦ ଦେବା ସହ ଜୀବନ ସାରା ଋଣୀ ହୋଇ ରହିବେ ବୋଲି କହିଛନ୍ତି ସାଇମାଙ୍କ ପରିବାର  । କ୍ୟାନସରରେ ପୀଡିତ ହେଲେ ଅସହାୟ ହୋଇଯାଇଥାନ୍ତି

ରୋଗୀ ଓ ତାର ସଂପର୍କୀୟ  । ଅତିକମରେ ୪ରୁ ୫ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥାଏ  । କିନ୍ତୁ ଡକ୍ଟର ଜମାଲ-ଇ-ଖାନ ଓ ତାଙ୍କ ଟିମ୍ ଅଳ୍ପ ଖର୍ଚ୍ଚରେ ମାତ୍ର ସପ୍ତାହ ଭିତରେ ସାଇମାଙ୍କ କ୍ଷେତ୍ରରେ ପରିବର୍ତ୍ତନ ଆଣିଥିଲେ  । ଆଉ ବର୍ତ୍ତମାନ ମୋ ଝିଅ ଆରୋଗ୍ୟ ହୋଇ ସୁସ୍ଥ ଜୀବନଜାପନ କରୁଛି ବୋଲି ଖୁସୀରେ ଗଦ୍ ଗଦ୍ ହୋଇ କହିଥିଲେ ସାଇମାଙ୍କ ବାପା  । ଏଣୁ ତାଙ୍କ ପରିବାରରେ ଖୁସୀର ଠିକଣା ନାହିଁ  ।

(ଅମୃତ ନନ୍ଦ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026
  ରାଜ୍ୟ  
ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ   27-Apr-2026
  ଜିଲ୍ଲା  
ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି   27-Apr-2026
  ଜିଲ୍ଲା  
ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ   27-Apr-2026
  ଜିଲ୍ଲା  
କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   27-Apr-2026
  ଜିଲ୍ଲା  
ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   27-Apr-2026
  ଜିଲ୍ଲା  
ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   27-Apr-2026
  ଜିଲ୍ଲା  
“ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   27-Apr-2026
  ଜିଲ୍ଲା  
ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   27-Apr-2026

You Might Also Like