-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଆମ୍ବୁଲାନ୍ସରୁ ତେଲ ସରି ଯିବାରୁ ରୋଗୀ ମୃତ   (15-May-2026)       ||      ଗଣମାଧ୍ୟମରେ ବାରମ୍ବାର ପ୍ରକାଶ ପରେ ଚାଷୀଙ୍କୁ ମିଳିଲା ନ୍ୟାୟ”   (15-May-2026)       ||      *ସୁବର୍ଣ୍ଣପୁର ମେଡିକାଲ୍ ଓ ସୋନପୁର ବ୍ଳକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଚଢ଼ାଉ ଓ ଜରିମାନା ଆଦାୟ*-   (15-May-2026)       ||      ନୂତନ ସମ୍ବଲପୁର”ର ଗଠନ ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ*    (15-May-2026)       ||      ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   (15-May-2026)       ||      ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   (15-May-2026)       ||      ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||     

HOME   ମହାନଗର

ବେଙ୍ଗଲୀ ସିନେମାର ଲୋକପ୍ରିୟ ଅଭିନେତା ସୌମୀତ୍ର ଚାଟ୍ଟାର୍ଜୀଙ୍କ ପରଲୋକ

15-Nov-2020



ବେଙ୍ଗଲୀ ସିନେମା ଜଗତର ସବୁଠୁ ଲୋକପ୍ରୀୟ ଅଭିନେତା ସୌମିତ୍ର ଚାଟାର୍ଜିଙ୍କର ଦେହାନ୍ତ । ସେ ଦିର୍ଘ ଦିନ ଧରି ଅସୁସ୍ଥ ଥିବା ବେଳେ କୋଲକାତାର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । କିଛି ଦିନ ତଳେ ସେ କରୋନାରେ ମଧ୍ୟ ସଂକ୍ରମିତ ହୋଇଥିଲେ । ତାଙ୍କୁ ଭେଣ୍ଟିଲେଟରେ ରଖାଯାଇଥିଲା । ଆଜି ଅପରାହ୍ନ ୧୨ଟା ୧୫ରେ ସେ ଶେଷନିଶ୍ୱାସ ତ୍ୟାଗ କଲେ!!

*ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା । ସୌମିତ୍ରଙ୍କ ମୃତ୍ୟୁ ପରେ ତାଙ୍କ ପ୍ରଶଂସକଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି । ସେ ୬ ଅକ୍ଟୋବରରେ ମେଡିକାଲରେ ଭର୍ତ୍ତି ହୋଇଥିଲେ । ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କୁ ସୁସ୍ଥ କରିବା ପାଇଁ ଅନରବରତ ପ୍ରୟାସ କରୁଥିଲେ । ୧୯୫୯ ମସିହାରେ ସୌମିତ୍ର ଅପୁର ସଂସାର ଫିଲ୍ମରୁ ନିଜର କ୍ୟାରିୟର ଆରମ୍ଭ କରିଥିଲେ । ଓସ୍କାର ବିଜେତା ନିର୍ଦ୍ଦେଶକ ସତ୍ୟଜିତ ରାୟଙ୍କ ସହ ମଧ୍ୟ ସେ ୧୪ଟି ଫିଲ୍ମରେ କାମ କରିଛନ୍ତି । ସୌମିତ୍ର ଦାଦା ସାହେବ ଫାଲକେ ପୁରସ୍କାରରେ ମଧ୍ୟ ସମ୍ମାନିତ ହୋଇଥିଲେ । ଏଥିସହ ୩ଥର ଜାତୀୟ ଚଳଚିତ୍ର ପୁରସ୍କାର ମଧ୍ୟ ପାଇଛନ୍ତି!!*


News Comment




Photo in News

Advertisment
Lastest News
  ଜିଲ୍ଲା  
ଆମ୍ବୁଲାନ୍ସରୁ ତେଲ ସରି ଯିବାରୁ ରୋଗୀ ମୃତ   15-May-2026
  ଜିଲ୍ଲା  
ଗଣମାଧ୍ୟମରେ ବାରମ୍ବାର ପ୍ରକାଶ ପରେ ଚାଷୀଙ୍କୁ ମିଳିଲା ନ୍ୟାୟ”   15-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ମେଡିକାଲ୍ ଓ ସୋନପୁର ବ୍ଳକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଚଢ଼ାଉ ଓ ଜରିମାନା ଆଦାୟ*-   15-May-2026
  ଜିଲ୍ଲା  
ନୂତନ ସମ୍ବଲପୁର”ର ଗଠନ ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ*   15-May-2026
  ଜିଲ୍ଲା  
ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   15-May-2026
  ଜିଲ୍ଲା  
ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   15-May-2026
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026
  ଜିଲ୍ଲା  
ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   14-May-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ମାତୃ ବିୟୋଗ   14-May-2026

You Might Also Like