-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ପିତୃମାତୃହୀନ ଶିଶୁଙ୍କୁ ଜିଲ୍ଲାପାଳଙ୍କ ସହାୟତା

24-Feb-2022



ବଲାଙ୍ଗିର,(ପ୍ରେରଣା ଖବର) ଜିଲ୍ଲାପାଳ ବଲାଙ୍ଗିର ଚଞ୍ଚଳ ରାଣାଙ୍କ ନିର୍ଦ୍ଦେଶ କ୍ରମେ ରେଡକ୍ରସ ପାଣ୍ଠିରୁ ପ୍ରଦାନ କରାଯାଇଥିବା ୨୦ ହଜାର ଟଙ୍କା ସହାୟତାକୁ ଲକ୍ଷ୍ମୀ ସିଂ ଓ ଶିଶୁ ମଙ୍ଗଳ ସମିତିର ଅଧ୍ୟକ୍ଷ ଯୋଗେଶ୍ୱର ମହାନ୍ତି, ସଭ୍ୟ ଡା. ଗୋଦାବରୀଶ ରଥ, ବିରଞ୍ôଚ ବହିଦାର, ସୁନିତା ତ୍ରିପାଠୀ, ଅରୁଣ ଖୁଆସ ପିତୃମାତୃହୀନ ଶିଶୁ ଦ୍ୱୟ ଗୋପୀନାଥ ଓ କିଶାନ ଧରୁଆଙ୍କୁ ତାଙ୍କର ଆନନ୍ଦ ନଗର, ବଲାଙ୍ଗିର ଭଡାଘରକୁ ଯାଇ ହସ୍ତାନ୍ତର କରିଥିଲେ । ଉକ୍ତ ଅର୍ଥରେ ତାଙ୍କର ସ୍ୱର୍ଗତ ମାତା ମନ୍ଦାର ଧରୁଆ ଙ୍କ ଶୁଦ୍ଧିକ୍ରିୟା ତଥା ଚଳଣି ସକାଶେ ଜିଲ୍ଲାପାଳ ସହାୟତା ଦେଇଛନ୍ତି । ଏଠାରେ ଉଲ୍ଲେଖଯୋଗ୍ୟ ଯେ ଉପରୋକ୍ତ ଶିଶୁଦ୍ୱୟଙ୍କ ମା’ ମନ୍ଦାର ଧରୁଆଙ୍କୁ ଟଙ୍କା ପଇସା ଦେନ-ନେଣ ଝମେଲାକୁ ନେଇ ଜଣେ ରୋଷେୟା ପେଟ୍ରୋଲ ଢାଳି ପୋଡି ଦେବାରୁ, ମନ୍ଦାର ଧରୁଆଙ୍କ ଚିକିତ୍ସାଧିନ ଅବସ୍ଥାରେ ଡାକ୍ତରଖାନାରେ ମୃତ୍ୟୁ ହୋଇଯିବା ପରେ ଶିଶୁ ଦ୍ୱୟ ଅସହାୟ ହୋଇଯାଇଥିଲେ । ପରେ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଶିଶୁଦ୍ୱୟଙ୍କୁ ଅନ୍ୟାନ୍ୟ ସମାଜିକ ସଂଗଠନର କର୍ମକର୍ତ୍ତା, ପଡୋଶୀ, ପଡାବାସୀଙ୍କ ଉପସ୍ଥିତିରେ ଜିଲ୍ଲାରେ ଚାଲୁଥିବା ଶିଶୁଗୃହରେ ଥଇଥାନ କରାଯାଇ, ଧନ୍ଦାମୂଳକ ଶିକ୍ଷାର ବ୍ୟବସ୍ଥା କରାଯାଇ ସ୍ୱାବଳମ୍ବୀ କରି ଗଢାଯିବ ବୋଲି ୩-୪ ଥର ଅରୁଣ ଖୁଆସ ସମାଜିକ କର୍ମୀ ଏବଂ ଲକ୍ଷ୍ମୀ ସିଂ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ବୁଝାଇ କହିଥିଲେ । ଶିଶୁଦ୍ୱୟ ମା’ଙ୍କ ଶୁଦ୍ଧିକ୍ରିୟା ସରିଯିବା ପରେ ଶିଶୁ ଗୃହରେ ଥଇଥାନ ହେବାକୁ ସହମତ ହୋଇଥିଲେ । ଏତଦ୍ ବ୍ୟତିତ ଶିଶୁଦ୍ୱୟଙ୍କ ପାଇଁ ସହରୀ ଆବାସ ଯୋଜନା ଗୃହ, ମୃତ୍ୟୁ ପ୍ରମାଣପତ୍ର, ଉତ୍ତରାଧିକାରୀ ପ୍ରମାଣପତ୍ର, ଶ୍ରମ ବିଭାଗରୁ ଥିବା ସହାୟତା ରାଶି ପ୍ରଭୃତି ବନ୍ଦୋବସ୍ତ କରିବାକୁ ସଂପୃକ୍ତ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।  ଆଜି ଶିଶୁଦ୍ୱୟଙ୍କ ଘରକୁ ଯାଇ ସରକାରୀ ସହାୟତା ସବୁକୁ ଗ୍ରହଣ ତଥା ସଦ୍‌ଉପଯୋଗ କରିବାକୁ ନାରୀ ଶକ୍ତି ଫାଉଣ୍ଡେସନର ନୂତନ ଦାଶ, ଜଗଦମ୍ବା ନାଏକ, ଅଙ୍କିତା ମହାନ୍ତି, ଶ୍ରାବଣୀ ମେହେର ତଥା ସତ୍ୟଜିତ ଛତ୍ରିଆ, ରାଜେଶ ବାରିକ, ହୃଷିକେଶ ସାହୁ, ଗଣ୍ଡାରାମ ମହାକୁର ପ୍ରମୁଖ ଉପସ୍ଥିତ ରହି ବୁଝାଇ କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like