-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଜଣେ ଝିଅ ନିଜ ବେକରେ ଓଢଣୀ ଦେଇ  ଆତ୍ମହତ୍ୟା 

25-Feb-2022



 ପଦ୍ମପୁର:-ପାଇକମାଲ ସଡକ-ପଡାରେ ପାଖାପାଖି ସଂନ୍ଧ୍ୟା ୭ଟା ସମୟରେ ନିଜ ଘର ଭିତରେ ନିଜ ଓଢଣି ବେକରେ ଲଗାଇ ଜଣେ ଝିଅ ଆତ୍ମହତ୍ୟା କରିଥିବା ଜଣା ପଡିଛି ।  ପାଇକମାଲ ଥାନା ସଡକପଡାରେ ରହୁଥିବା ଝାରବନ୍ଧ ଆଇ.ସି.ଡି.ଏସ କାଯ୍ୟାଳୟର ସୁପର ଭାଇଜରଙ୍କ ଝିଅ ଜିତେନ୍ଦ୍ରୀ କୁମ୍ଭାର (୧୯) ବେକରେ ନିଜ ଓଢଣି ଦେଇ ଆତ୍ମହତ୍ୟା କରିଥିବା ଜଣାପଡିଛି । ପରିବାର ଲୋକଙ୍କ କହିବା ଅନୁସାରେ ଜିତେନ୍ଦ୍ରୀର ମାଆ ଓ ଭାଇ ଦୁହେଁ ଝାରବନ୍ଧ ଅଞ୍ଚଳକୁ ନିଜ ଅଫିସ କାମରେ ଯାଇଥିଲେ । ଘରେ ଜିତେନ୍ଦ୍ରୀ ,ତାଙ୍କ ଭାଉଜ ଓ ଜଣେ ଛୋଟ ଛୁଆ ରହିଥିଲେ । ପ୍ରତିଦିନ ସେ ନିଜ ରୁମ୍ କୁ ଯାଇ କବାଟ କିଳି ମୋବାଇଲରେ ଘଣ୍ଟା ଘଣ୍ଟା

କଥା ହୁଅନ୍ତି ତାକୁ ବିରୋଧ କରି  ତାଙ୍କ ଭାଉଜ କିଛି କହୁଥିଲେ । ସନ୍ଧ୍ୟା ହେବା କାରଣରୁ ବାହାର ଲାଇଟ ଦେବାପାଇଁ ଜିତେନ୍ଦ୍ରୀଙ୍କୁ ଡାକି ଥିଲେ, ତାକୁ ବହୁତ ଡାକିଲା ପରେ ନଶୁଣିବାରୁ ତତ୍କ୍ଷଣାତ୍ ଜିତେନ୍ଦ୍ରୀର ଭାଇକୁ ଫୋନ କରି ଜଣାଇଥିଲେ । ଭାଇ ଆସିବାପରେ କବାଟ ଭାଙ୍ଗି ଦେଖିଲା ବେଳକୁ ଜିତେନ୍ଦ୍ରୀ ନିଜ ଓଢଣି ସାହାଯ୍ୟରେ ବେକରେ ଫାଶୀ ଲଗାଇ ଝୁଲୁଛି । ସଙ୍ଗେ ସଙ୍ଗେ ତାକୁ ସେଠୁ ଖୋଲି ୧୦୮ ଆମ୍ବୁଲାନ୍ସରେ ପାଇକମାଲ ସରକାରୀ ଚିକିତ୍ସାଳୟକୁ ଅଣାଯାଇଥିଲା ।ପାଇକମାଲ ସରକାରୀ ଡାକ୍ତରଖାନା ରେ କାର୍ଯ୍ୟରତ ଡାକ୍ତର ଶ୍ରୀଧର ପ୍ରଧାନ ତାଙ୍କୁ ଦେଖିବାପରେ  ମୃତ ଘୋଷଣା କରିଥିଲେ । ଏନେଇ ପାଇକମାଲ ଥାନା ଅପମୃତ୍ୟୁ କେସ ସଂଖ୍ୟା ୨/୨୦୨୨ ରେ ଏକ ମାମଲା ରୁଜ୍ଜୁ କରାଯାଇ ଏସ.ଆଇ ଚୁମୁକି ପ୍ରଭା ନାଥ ଘଟଣାର ତଦନ୍ତ କରୁଛନ୍ତି  ଏବଂ ଆଜି ସକାଳେ ଶବ ବ୍ୟବଛେଦ କରାଯାଇ ତାଙ୍କ ପରିବାର ଲୋକଙ୍କୁ ଶବ ହସ୍ତାନ୍ତର କରାଯିବ ବୋଲି ପାଇକମାଲ ଥାନା ଅଧିକାରୀ ବିଶ୍ବଜିତ ମନବୋଧ ସୂଚନା ପ୍ରଦାନ କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like