-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ମନୋରଞ୍ଜନ

ଚର୍ଚ୍ଚାରେ ପ୍ରିୟତମା...

25-Feb-2022



ଭୁବନେଶ୍ୱର, ସିଦ୍ଧା ମ୍ୟୁଜିକ୍ ର ପ୍ରଥମ ଅବଦାନ ହଁ ପ୍ରେମ ହେଲା ର ସଫଳତା ପରେ ଆଉ ଏକ ମନଛୁଆଁ ମ୍ୟୁଜିକ୍ ଭିଡ଼ିଓ “ପ୍ରିୟତମା" ଖୁବଶୀଘ୍ର ରିଲିଜ ହେବାକୁ ଯାଉଛି |  ସଂଗୀତ ନିର୍ଦେଶକ ତଥା ଗୀତିକାର ସନ୍ଦୀପ ପଣ୍ଡା ଏହାର ସଂଗୀତ ନିର୍ଦେଶନା ଦେଇଥିବା ବେଳେ ବହୁ ଚର୍ଚ୍ଚାରେ ଥିବା ହଁ ପ୍ରେମ ହେଲା ଓ ସମ୍ବଲପୁରୀ ଭାଷାରେ ଗୀତ ଗାଇଥିବା ନବାଗତା ଗାୟିକା ସନ୍ଧ୍ୟାରାଣୀ ଏବଂ ବହୁ ଲୋକପ୍ରିୟତା ହାସଲ କରିଥିବା ଓଡିଶାର ଆଗ ଧାଡ଼ିର ଗାୟକ ହ୍ୟୁମାନ ସାଗର ଙ୍କ ମିଳିତ କଣ୍ଠରେ ଏହି ଗୀତଟି ପ୍ରସ୍ତୁତ ହୋଇଛି | ଓଡ଼ିଆ ଚଳଚିତ୍ର ଜଗତରେ ବହୁ ଖ୍ୟାତ ଅର୍ଜନ କରିଥିବା

ନିର୍ଦେଶକ ରାଜେନ୍ଦ୍ର ମହନ୍ତ ଏହି ମ୍ୟୁଜିକ୍ ଭିଡ଼ିଓଟିକୁ ଅତି ସୁନ୍ଦର ଭାବରେ ନିର୍ଦେଶନା ଦେଇଛନ୍ତି ଓ ରିପୋର୍ଟ ଦେଇଛନ୍ତି ଅମୃତ ନନ୍ଦ | ଓଡ଼ିଆ ଆଲବମ ଜଗତରେ ସୁନାମ ଅର୍ଜନ କରିଥିବା ଅତିସୁନ୍ଦର କଳା ପଦର୍ଶନ କରୁଥିବା ଆପଣଙ୍କ ଅତି ପ୍ରିୟର ନାୟିକା ଶ୍ରଦ୍ଧା ପାଣିଗ୍ରାହୀ ଏଥ୍‌ରେ ଏକ ଭିନ୍ନ ରୂପରେ ଦେଖିବାକୁ ମିଳିବେ | ତାଙ୍କ ସହ ଚର୍ଚ୍ଚାରେ ଥିବା ସିରିଏଲ ଦୁନିଆର ନାୟକ ଜ୍ୟୋତି ପ୍ରକାଶ ପଣ୍ଡା ମଧ୍ୟ ଏଥିରେ ନଜର ଆସିବେ | ତାଙ୍କ ଯୋଡିକୁ ଦର୍ଶକମାନେ ଖୁବ ପସନ୍ଦ କରନ୍ତି | ଅତି ସୁନ୍ଦର ଗୀତ ସାଙ୍ଗକୁ ଏକ ନିଆରା କାହାଣୀ ନେଇ ସିଦ୍ଧା ମ୍ୟୁଜିକ୍ ଓ ଟିମ ଦ୍ବାରା ପ୍ରସ୍ତୁତୁ ଏହି ମ୍ୟୁଜିକ୍ ଭିଡ଼ିଓଟି ନିଶ୍ଚିତ ଭାବେ ପୂର୍ଣ୍ଣ ସଫଳତା ହାସଲ କରିବ ବୋଲି ଚର୍ଚ୍ଚାରେ ଆସୁଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm