-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ବୌଦ୍ଧ : ଜିଲ୍ଲାର ଶିକ୍ଷା ସମୀକ୍ଷା ବୈଠକ

25-Feb-2022



ବୌଦ୍ଧ,(ପ୍ରେରଣା ଖବର) ଆଜି ସ୍ଥାନୀୟ ସରକାରୀ ବାଳିକା ବିଦ୍ୟାଳୟ ଠାରେ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼. ଉଦୟନାଥ ମାଝୀ ଙ୍କ ସଭାପତିତ୍ୱରେ ଜିଲ୍ଲାର ବିଭିନ୍ନ ବିଭାଗର ସଂଯୋଗ କ୍ରମେ ଶିଶୁ କଲ୍ୟାଣ ବିଭାଗ ର ସୁରକ୍ଷା ଅଧିକାରୀ ଶର୍ମିଷ୍ଠା ହୋତା, ଶିଶୁ ବିକାଶ ଅଧିକାରୀ ଶ୍ରୀମତୀ ମିନତୀ ଦେଓ, ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନ ର ଅଧ୍ୟକ୍ଷା ସସ୍ମିତା ପ୍ରଧାନ ଓ ବରିଷ୍ଠ ପ୍ରଶିକ୍ଷିକା ଶୁଭଲକ୍ଷ୍ମୀ ପରିଡା, ହରଭଙ୍ଗା ଗୋଷ୍ଟୀ ଶିକ୍ଷା

ଅଧିକାରୀ ଶ୍ରୀଯୁକ୍ତ ଦେବରାଜ ପ୍ରଧାନ, ବୌଦ୍ଧ ଗୋଷ୍ଟୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଧ୍ରୁବଚରଣ ଘିବେଲା, SATH. E ର ସଂଯୋଜକ ଶ୍ରୀ ଜୟଶଙ୍କର ବାଗ ଓ ଶ୍ରୀ ଶଙ୍ଖଦୀପ ଦାସ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଘନଶ୍ୟାମ ମେହେର ଙ୍କ ସକ୍ରିୟ ଉପସ୍ଥିତି ତଥା ଯୋଜନା ସଂଯୋଜକ ଶ୍ରୀ ଦେବାଶିଷ ଦ୍ୱାରୀ, ଆଦିବାସୀ ଓ ହରିଜନ ତଥା ଶିକ୍ଷା ସଂଯୋଜକ ଶିବ ଶଙ୍କର ଶତପଥୀ ଏବଂ ବାଳିକା ଶିକ୍ଷା ସଂଯୋଜିକା ରାଜଲକ୍ଷ୍ମୀ ପଣ୍ଡା ଙ୍କ ଦ୍ୱାରା ଜିଲ୍ଲାର ଶିକ୍ଷା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ବୈଠକ ରେ ଜିଲ୍ଲା ଶିକ୍ଷା ଅଧିକାରୀ ବିଦ୍ୟାଳୟ ର ସମୟ ଓ କାର୍ଯ୍ୟ ଉପରେ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ପ୍ରକୃତ ଧ୍ୟାନ ଦେବାକୁ ଗୁରୁତ୍ୱ ଦେଇଥିଲେ l ଚଳିତ ମାସ 28 ତାରିଖ ରେ ପ୍ରତ୍ୟେକ ପ୍ରାଥମିକ ବିଦ୍ୟାଳୟ ଖୋଲୁଥିବାରୁ ସମସ୍ତ ପ୍ରସ୍ତୁତି ସମ୍ପୂର୍ଣ୍ଣ କରିବା ପାଇଁ ସି ଆର ସି ସି ମାନଙ୍କୁ ନିର୍ଦେଶ ଦେଇଥିଲେ l ଏପରିକି ଶିକ୍ଷା ବିଭାଗ ଦ୍ୱାରାପରିଚାଳିତ ଅନେକ ଗୁରୁତ୍ୱ ପୂର୍ଣ୍ଣ ବିଷୟରେ ଆଲୋଚନା କରାଯାଇଥିଲା l ମୋ ସ୍କୁଲ କାର୍ଯ୍ୟକ୍ରମ ର ସଠିକ ପରିଚାଳନା, ବିଦ୍ୟାଳୟ ର ଜମି ପଟ୍ଟା ପାଇଁ ଆବେଦନ କରିବା ପାଇଁ ଆଲୋଚନା କରାଯାଇଥିଲା l ଏହାର ସବିଶେଷ ଆଲୋଚନା ପାଇଁ ଜିଲ୍ଲା ର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧ୍ୟକ୍ଷ ଓ ଅଧ୍ୟକ୍ଷା ମାନେ ଉପସ୍ଥିତ ଥିଲେ l ଏତଦ ବ୍ୟତୀତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ଚାଲିଥିବା ରାଣୀ ଲକ୍ଷ୍ମୀବାଈ ଆତ୍ମ ରକ୍ଷା ପ୍ରଶିକ୍ଷଣ ର ଦ୍ଵିତୀୟ ଦିବସ ପାଳିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ ରେ ବିଭିନ୍ନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧ୍ୟକ୍ଷ ଓ ଅଧ୍ୟକ୍ଷା ମାନେ ଉପସ୍ଥିତ ହୋଇ କାର୍ଯ୍ୟକ୍ରମ କୁ ଉପଭୋଗ କରିଥିଲେ l ଛାତ୍ର ଛାତ୍ରୀ ମାନେ ନିଜ ନିଜ ମଧ୍ୟରେ ବିଭିନ୍ନ ଆତ୍ମରକ୍ଷା କୌଶଳ ପ୍ରଦର୍ଶନ କରିଥିଲେ l ଫଳରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ମେହେର ଛାତ୍ର ଛାତ୍ରୀ ମାନଙ୍କୁ ବେଶ ପ୍ରଶଂସା

କରିଥିଲେ l ଅତିଥି ମାନେ ନିଜ ନିଜ ବିଦ୍ୟାଳୟ ରେ ଏହି କାର୍ଯ୍ୟକ୍ରମ କୁ କରିବାକୁ ଇଛା ପ୍ରକାଶ କରିଥିଲେ l ଏହି ତାଲିମ ସହ ଛାତ୍ର ଛାତ୍ରୀ ମାନେ ନିଜ ନିଜ ଆତ୍ମ ବିଶ୍ୱାସବୃଦ୍ଧି କରିବାକୁ ପ୍ରବର୍ତ୍ତାଇ ଥିଲେ l କାର୍ଯ୍ୟକ୍ରମ ରେ ଅନ୍ତର୍ନିବେଶୀ ଶିକ୍ଷା ସଂଯୋଜକ ଶ୍ରୀ ହରିଶଙ୍କର ଦଣ୍ଡସେନା, ନିର୍ମାଣ ପରାମର୍ଶିକା ଶ୍ରୀମତୀ ସଂଗୀତା ସାହୁ ମଧ୍ୟ ଉପସ୍ଥିତ ରହି କାର୍ଯ୍ୟକ୍ରମ ର ସଂଯୋଜନା କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like