-+91-9937148622 |

prerana_bgr@rediffmail.com |

  Sunday 26th April 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||      କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   (25-Apr-2026)       ||      କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ    (25-Apr-2026)       ||      ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Apr-2026)       ||      ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   (25-Apr-2026)       ||      ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (25-Apr-2026)       ||      ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା            (25-Apr-2026)       ||      ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   (25-Apr-2026)       ||      ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   (25-Apr-2026)       ||      ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଉଟ ସୋରର୍ସିଂ ସଂଘ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗୀର ନାଗରିକ କମିଟିର ଦାବୀପତ୍ର ପ୍ରଦାନ     (25-Apr-2026)       ||      ଭୁବନେଶ୍ୱର: ରେଳ ଧାରଣାରୁ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର   (25-Apr-2026)       ||      ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   (25-Apr-2026)       ||      ପରମହଂସନାଥ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ   (25-Apr-2026)       ||      ଯୋଜନା ଅଛି, କିନ୍ତୁ ଲାଭ ପହଞ୍ଚୁନି♦️ ସମ୍ପୂର୍ଣ ଭିନ୍ନକ୍ଷମ ଭତ୍ତାରୁ ବଞ୍ଚିତ ବିମ୍ବାଧର: ୧୦୦% ଦୃଷ୍ଟିହୀନ ଥାଇ ମଧ୍ୟ ମିଳୁନି ପୂର୍ଣ୍ଣ ଭତ୍ତା   (25-Apr-2026)       ||      ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   (25-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||     

HOME   ଜିଲ୍ଲା

କୋସଲୀ ଭାଷା ହିଁ କୋସଲାଞ୍ଚଳର ଭାବଗତ ପରିଚିତି/ ପଣ୍ଡିତ ପ୍ରୟାଗଦତ୍ତ ଯୋଷୀଙ୍କ ୧୦୯ ତମ ଜୟନ୍ତୀ

25-Feb-2022




ବଲାଙ୍ଗୀର, - କୋସଲୀ ଭାଷା ହିଁ ସମଗ୍ର କୋସଲାଞ୍ଚଳର ଭାବଗତ ସାମୂହିକ ପରିଚିତି । ଦୀର୍ଘ ଗବେଷଣା ଓ ସାଧନା ପରେ ଏହାକୁ ସର୍ବସ୍ୱୀକୃତ କରିବାରେ ପଣ୍ଡିତ ପ୍ରୟାଗଦତ୍ତ ଯୋଷୀଙ୍କ ଅବଦାନ ଉଲ୍ଲେଖନୀୟ ।  ବାସ୍ତବରେ ସ୍ୱର୍ଗତ ଯୋଷୀ କୋସଲାଞ୍ଚଳର ସ୍ୱାଭିମାନର ଅସଲ ପ୍ରତୀକ ବୋଲି ବକ୍ତାମାନେ ସ୍ଥାନୀୟ ଯାଦବ ଭବନ ଠାରେ ଅନୁଷ୍ଠିତ ପଣ୍ଡିତ ପ୍ରୟାଗଦତ୍ତ ଯୋଷୀଙ୍କ ୧୦୯ ତମ ଜୟନ୍ତୀ ସଭାରେ କହିଛନ୍ତି । ସାମ୍ବାଦିକ ବିଭୁ କଲ୍ୟାଣ ଗଡତ୍ୟାଙ୍କ ପରିଚାଳନାରେ ଅନୁଷ୍ଠିତ ସଭାରେ ଅତିଥି ତଥା ବକ୍ତା ଭାବରେ କୋସଲବାଦୀ ନେତା ତଥା ବଲାଙ୍ଗୀର ନାଗରିକ କମିଟି ସାଧାରଣ ସମ୍ପାଦକ ମନୋରଞ୍ଜନ ସାହୁ, ବିଶିଷ୍ଟ ସୂଚନା ଅଧିକାର କର୍ମୀ ହେମନ୍ତ କୁମାର ପଣ୍ଡା, ସାମ୍ବାଦିକ ବୀରେନ୍ଦ୍ର କୁମାର ଝାଙ୍କର ଓ ଟିଟିଲାଗଡ ଡିଏଭି କଲେଜର ଅଧ୍ୟାପକ ଜୟଦେବ କର ମଞ୍ଚାସୀନ ହୋଇଥିଲେ ।
 

  ପଣ୍ଡିତ୍ ଯୋଶୀ ଦୀର୍ଘ ଗବେଷଣା ପରେ ଏ ଅଞ୍ଚଳର ଭାଷାଗତ ଐକ୍ୟବଦ୍ଧତା ନେଇ କୋଶଲୀ ଭାଷାର ଯାଥାର୍ଥ ନାମକରଣ କରିଥିଲେ । ତାଙ୍କ ଜନ୍ମ ଦିନକୁ କୋସଲାଞ୍ଚଳରେ କୋସଲି ସ୍ୱାଭିମାନ ଦିବସ ଭାବେ ମଧ୍ୟ ପାଳନ କରାଯାଇ ଆସୁଛି ।
  ସଭାରେ ଅନ୍ୟମାନଙ୍କ ମଧ୍ୟରେ ଅଧ୍ୟାପକ କୌତୁକ ପନ୍ଦର,ଜଗନ୍ନାଥ ସାହୁ, ବରିଷ୍ଠ ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର

ପଣ୍ଡା,ରାଜେଶ ଝାଙ୍କର,ମୀନକେତନ ମାଝୀ,ଚାଷୀ ନେତା ଅରୁଣ ମିଶ୍ର,ସୁରୁଲାଲ ମଟାରୀ,ସୁନୀଲ ମହାନ୍ତି,ଯୁଜେଷ୍ଟି ମେହେର,ସଂଜୟ ମିଶ୍ର,ପ୍ରଶାନ୍ତ ମହାକୁର,ଅଶୋକ ନନ୍ଦ,ବିନୋଦ କାଲସାଏ, ଜୟଦେବ ଜାଲଙ୍କ ସମେତ ବଲାଙ୍ଗିର ସହରର ବୁଦ୍ଧିଜୀବୀ,କୋଶଲୀ ଭାଷାପ୍ରେମୀ ତଥା ବିଭିନ୍ନ କଲେଜ ଛାତ୍ରମାନେ ଉପସ୍ଥିତ ଥିଲେ । ଶେଷରେ ସାମାଜିକ କର୍ମୀ ରଞ୍ଜିତ ମିଶ୍ର ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ   25-Apr-2026
  ଜିଲ୍ଲା  
କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   25-Apr-2026
  ଜିଲ୍ଲା  
କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ   25-Apr-2026
  ଜିଲ୍ଲା  
ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Apr-2026
  ଜିଲ୍ଲା  
ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   25-Apr-2026
  ଜିଲ୍ଲା  
ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   25-Apr-2026
  ଜିଲ୍ଲା  
ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା           25-Apr-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   25-Apr-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   25-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   25-Apr-2026
  ରାଜ୍ୟ  
ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   25-Apr-2026
  ଜିଲ୍ଲା  
ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   25-Apr-2026

You Might Also Like