-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ରାଜ୍ୟ

ୟୁକ୍ରେନରେ ଫସିରହିଛନ୍ତି ସୋନପୁରର ଛାତ୍ର ଆଶିଷ ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ପାଇଁ ତାଙ୍କ ମାଁଙ୍କର ସରକାରଙ୍କଠାରେ ଆକୁଳ ନିବେଦନ

25-Feb-2022



ସୁବର୍ଣ୍ଣପୁର/ ୟୁକ୍ରେନ ଉପରେ ଋଷର ଘନଘନ ମିସାଇଲ ଆକ୍ରମଣ ଜାରି ରହିଥିବାରୁ ବିଶ୍ୱବାସୀଙ୍କ ଚିନ୍ତା ବଢି ଯାଇଛି । ଏପରି ସ୍ଥଳେ ସୋନପୁର ସହରର ଜଣେ ଛାତ୍ର ମଧ୍ୟ ୟୁକ୍ରେନରେ ଫସି ରହିଥିବା ଜଣା ପଡିଛି । ସୋନପୁର ଅଧିବାସୀ ଦିଲ୍ଲୀପ କୁମାର ବିଶି ଏବଂ ନନ୍ଦିନୀ ବିଶିଙ୍କ ପୁଅ ଆଶିଷ କୁମାର ବିଶି ୟୁକ୍ରେନରେ ଡାକ୍ତରୀ ପଢୁଛନ୍ତି । ୨୪ ବର୍ଷୀୟ ଆଶିଷ ଖାରକିଭ୍ ନ୍ୟାସନାଲ ମେଡିକାଲ ୟୁନିଭର୍ସିଟିର ଶେଷ ବର୍ଷର ଛାତ୍ର । ପରିବାର ଲୋକଙ୍କ କହିବା ମୁତାବକ ଆଶିଷଙ୍କ କେବଳ ଶେଷ ସେମିଷ୍ଟାର ପରୀକ୍ଷା ବାକି ଥିଲା । ଆଉ ମାତ୍ର କିଛି ଦିନ ପରେ ଡାକ୍ତରୀ ପାଠ୍ୟକ୍ରମ ସମାପ୍ତ ହୋଇଥାନ୍ତା । ହେଲେ ଏଭଳି ପରିସ୍ଥିତିରେ
ବାପା, ମା ଏବଂ ମାମୁ ଆଶିଷଙ୍କ ସହ ଫୋନ୍‌ରେ କଥାବର୍ତ୍ତା ହୋଇ ସମସ୍ତ ଘଟଣା ସଂପର୍କରେ ବୁଝିଥିଲେ l ଗତକାଲି  ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫୋନ ଯୋଗେ ରୁଷ ରାଷ୍ଟ୍ରପତି ଙ୍କସହ ଆଲୋଚନା ଜରିଛନ୍ତି କିପରି ସମସ୍ତ ଭାରତୀୟ ଛାତ୍ର ଛାତ୍ରୀ ସୁରକ୍ଷିତ ଭାବରେ ସ୍ଵ ଦେଶ କୁ ପ୍ରତ୍ୟାବର୍ତନ କରିବେ ସେ ସଂପର୍କରେ ଆଲୋଚନା ମଧ୍ୟକରିଛନ୍ତି l ୟୁକ୍ରେନ ରେ ରହୁଥିବା ଭାରତୀୟ ଏବେ ସଂପୂର୍ଣ୍ଣ ଭୟଭୀତ ହୋଇପଡିଥିବା ଜଣାପଡିଛି lଯୁଦ୍ଧର ଘନଘଟା ମଧ୍ୟରେ ସମସ୍ତେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ସେମାନେ ସୁରକ୍ଷିତ ଭାବରେ ଭାରତ କୁ କେମିତି ଫେରିଆସିବେ ସେଥିପାଇଁ ସେମାନେ ସମସ୍ତେ ଚିନ୍ତାଗ୍ରସ୍ତ ଅଛନ୍ତି l ଆଶିଷ ରହୁଥିବା ହଷ୍ଟେଲକୁ ବୋମା ବର୍ଷଣର ଶବ୍ଦ ଶୁଭୁଥିବା ସେଆଜି ଏକ ଭିଡ଼ିଓ ବାର୍ତ୍ତା ମାଧ୍ୟମରେ ପ୍ରକାଶ କରିଛନ୍ତି ।  ପରିସ୍ଥିତିକୁ ଦେଖି ନିକଟସ୍ଥ ଦୋକାନରୁ ସାଙ୍ଗ ମାନଙ୍କ ସହ କିଛି ଦିନର ସୌଦାସେ  କିଣି ଆଣିଥିବାର ପ୍ରକାଶ କରିଛନ୍ତି   । ତେବେ ଭାରତୀୟ ଛାତ୍ରଙ୍କ ଭିତରେ ଏକ ଭୟର ବାତାବରଣ ଖେଳି ଯାଇଛି ବୋଲି ଆଶିଷ କହିଛନ୍ତି ।ସ୍ଥାନୀୟ ଦୁତାବାସ ସହ ସେମାନେ ଲଗାତାର ସଂପର୍କରେ ଅଛନ୍ତି ବୋଲି ସେ ପ୍ରକାଶ କରି ତାଙ୍କର  ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ପାଇଁ ଭାରତ ସରକାର ବ୍ୟବସ୍ଥା କରିବାକୁ ସେ ନିବେଦନ କରିଛନ୍ତି।  ଆଶିଷଙ୍କ ସହ ସମସ୍ତ ଭାରତୀୟ ଛାତ୍ରଙ୍କୁ ଫେରାଇ ଆଣିବା ପାଇଁ ରାଜ୍ୟ ତଥା କେନ୍ଦ୍ର ସରକାରଙ୍କୁ ଆଶିଷଙ୍କ ମା ନନ୍ଦିନୀ ବିଶି ଆକୁଳ ନିବେଦନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like