-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ସାମ୍ବାଦିକ ଙ୍କୁ ଆକ୍ରମଣ ଘଟଣା ପ୍ରତିବାଦ ରେ ଓଡିଶା ସାମ୍ବାଦିକ ସଙ୍ଘ ସୁବର୍ଣ୍ଣପୁର ଶାଖା ପକ୍ଷରୁ ଜ଼ିଲ୍ଲାପାଳ ଓ ଏସପି ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ

25-Feb-2022



 ସୁବର୍ଣ୍ଣପୁର//   ଗତ   ୨୦ତାରିଖ ରେ ଯାଜପୁର ଜ଼ିଲ୍ଲା ବିଂଝାରପୁର ଅଂଚଳ ର ୪ ଜଣ କାର୍ଯ୍ୟରତ ସାମ୍ବାଦିକ ଙ୍କୁ ଆକ୍ରମଣ,ଅପହରଣ ଓ ପୁରୀ, ବଲାଙ୍ଗୀର, କଟକ ଜ଼ିଲ୍ଲା ସମେତ ରାଜ୍ୟ ର ବିଭିନ୍ନ ଜ଼ିଲ୍ଲା ରେ ହେଉଥିବା ସାମ୍ବାଦିକ ଙ୍କ ପ୍ରତି ଦୁର୍ବ୍ୟବହାର ଓ ଆକ୍ରମଣ ଘଟଣା ର ପ୍ରତିବାଦ ରେ ଆଜି ଓଡିଶା ସାମ୍ବାଦିକ ସଂଘ ସୁବର୍ଣ୍ଣପୁର ଜ଼ିଲ୍ଲା ଶାଖା ପକ୍ଷରୁ  ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଧେଶ୍ୟ ରେ ସୁବର୍ଣ୍ଣପୁର ଜ଼ିଲ୍ଲାପାଳ ଓ  ଏସ -ପି  ଉଭୟ ଙ୍କ  ଜରିଆରେ ସ୍ମାରକ ପତ୍ର ପ୍ରଦାନ କରାଯାଇଥିଲା l ଏବଂ ଜ଼ିଲ୍ଲାପାଳ ଅଫିସ ଆଗରେ ପ୍ରତିବାଦ କରାଯାଇଥିଲା l ସମାଜ ସୁଧାର ପାଈଁ, ଗଣତନ୍ତ୍ର ର ସଂଘୀୟ ବ୍ୟବସ୍ଥା କୁ ସୁଦୃଢ କରିବା କୁ  ଓ  ରାଜ୍ୟ ତଥା ଦେଶ ର ଶାନ୍ତି, ସୁରକ୍ଷା ପାଈଁ ସବୁବେଳେ ସଂଗ୍ରାମ କରୁଥିବା କାର୍ଯ୍ୟରତ ସାମ୍ବାଦିକ ମାନଙ୍କୁ ଏଭଳି ବାରମ୍ବାର ଆକ୍ରମଣ ଘଟଣା କୁ ଦୃଢ଼ ନିନ୍ଦା କରିବା ସହ ସାମ୍ବାଦିକ ଙ୍କୁ ସୁରକ୍ଷା ପ୍ରଦାନ ଓ ଏହା ପାଈଁ କଡା ସୁରକ୍ଷା ଆଇନ ପ୍ରଣୟନ କରିବା ବିଷୟ  ଏ ଦାବୀ ପତ୍ର

ରେ ଉଲ୍ଲେଖ କରାଯାଇଛି l ଏହା ସହିତ ୟୁକ୍ରେନ ରେ ଫସିଥିବା ସୁବର୍ଣ୍ଣପୁର ସହର ର ମେଡିକାଲ ଛାତ୍ର ଙ୍କୁ ତୁରନ୍ତ ଓ ସୁରକ୍ଷିତ ଉଦ୍ଧାର କରିବା ପାଇଁ ପ୍ରଶାସନ ପକ୍ଷରୁ ଜୋରଦାର  ପ୍ରୟାସ କରିବାକୁ  ଜ଼ିଲ୍ଲାପାଳ ଓ ଏସପି  ଙ୍କ ସହିତ ଆଲୋଚନା କରିଥିଲେ l ଆଜିର ଏହି କାର୍ଯ୍ୟକ୍ରମ ରେ ଓଡିଶା ସାମ୍ବାଦିକ ସଂଘ ର  ରାଜ୍ୟ ସମ୍ପାଦକ ରାଜ କିଶୋର ତ୍ରିପାଠୀ, ସୁବର୍ଣ୍ଣପୁର ଜ଼ିଲ୍ଲା ଶାଖା ସଭାପତି ମନୋରଞ୍ଜନ ତ୍ରିପାଠୀ, ଉପ -ସଭାପତି ବିବେକାନନ୍ଦ ମିଶ୍ର, ସମ୍ପାଦକ ମହାଦେବ ମଲ୍ଲିକ, ସକ୍ରିୟ ସଭ୍ୟ ଉଗ୍ରେସନ କର୍ମୀ, ଲକ୍ଷ୍ମୀନ୍ଦ୍ର ବେଜ, ମୁରଲୀ ଧର ସାହୁ, ରଞ୍ଜନ ହୋତା, ପ୍ରମୁଖ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like