-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ବିଜୁ ପଟ୍ଟନାୟକ ସନ୍ତରଣାଗାର ଲୋକାର୍ପିତ

26-Feb-2022



ସୁବର୍ଣପୁର /କରୋନା ମହାମାରିର ପରବର୍ତ୍ତୀ ପରିସ୍ଥିତିରେ ଜନସାଧାରଣ ଏବଂ ଛାତ୍ରୀଛାତ୍ର ମାନଙ୍କ ମନରେ ଅନେକ ନୂତନ ସମ୍ଭାବନାର ଆଶା ନେଇ ବର୍ତ୍ତମାନ ସୁବର୍ଣପୁର ଜିଲ୍ଲା ମୁଖ୍ୟାଳୟରେ ଥିବା ବିଜୁ ପଟ୍ଟନାୟକ ସୁଇମିଂ ପୁଲର ଦ୍ବାର ଉନ୍ମୁକ୍ତ ହୋଇଛି । ଦୀର୍ଘ ଦୁଇ ବର୍ଷ ଧରି କରୋନା ମହାମାରୀର ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହୋଇ ରହିଥିବାବେଳେ,ସମସ୍ତ ମନୋରଞ୍ଜନ କାର୍ଯକ୍ରମ ସହିତ ଖେଳ କୁଦ ଉପରେ ମଧ୍ୟ ଏହାର ବହୁତ ନକାରାତ୍ମକ ପ୍ରଭାବ ପଡିଛି I ଏଥିରେ ସବୁ ଠାରୁ ବେଶୀ କ୍ଷତିଗ୍ରସ୍ତ ହୋଇଛନ୍ତି ଶିଶୁ ଏବଂ ଛାତ୍ରୀଛାତ୍ର I ସେମାନଙ୍କ ମନରେ ପୁନର୍ବାର ଆନନ୍ଦ ଉଲ୍ଲାସ ସମେତ ଫୁର୍ତ୍ତି ଏବଂ ଖେଳୁଆଡ଼ ମନୋଭାବ ଜାଗ୍ରତ କରି ସେମାନଙ୍କୁ ଉଭୟ ଶାରୀରିକ ଓ ମାନସିକ ସ୍ତରରେ ସୁସ୍ଥ ରଖିବା ପାଇଁ ସୁବର୍ଣ୍ଣପୁର ଜିଲ୍ଲା ପ୍ରସାଶନ ଉଦ୍ୟମ ଆରମ୍ଭ କରିଛି । ଜିଲ୍ଲାପାଳ ଶ୍ରୀମତୀ ଆବୋଲି ସୁନୀଲ ନରୱଣେଙ୍କ ସ୍ୱତନ୍ତ୍ର ଆଗ୍ରହ କ୍ରମେ ଜିଲ୍ଲା କ୍ରିଡା ଅଧିକାରୀ ଡ.ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ରଙ୍କ ଉଦ୍ୟମରେ ଏଥିପାଇଁ ସ୍ଥାନୀୟ ବିଜୁ ପଟ୍ଟନାୟକ ସୁଇମିଂ ପୁଲକୁ ସମ୍ପୂର୍ଣ ଭାବରେ ପ୍ରସ୍ତୁତ କରାଯାଇଛି | ଯଦିଓ ଏହା ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡିଶା ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦ୍ବାରା ବହୁ ପୂର୍ବରୁ ଆଭାସୀ ଜରିଆରେ ଉଦଘାଟିତ ହୋଇ ସାରିଥିଲା, କିନ୍ତୁ କରୋନା ମହାମାରୀ କାରଣରୁ ଏହାର ସମୁଚିତ ଉପଯୋଗ ହୋଇ ପାରୁନଥିଲା । ଏବେ ଜିଲ୍ଲାପାଳ ଶ୍ରୀମତୀ ନରୱଣେ, ଯିଏ ନିଜେ ଜଣେ ପାରଙ୍ଗମ ସନ୍ତରଣକାରୀ ଏହା ଉପରେ ସ୍ବତନ୍ତ୍ର ନଜର ଦେଇ ଏହା କିଭଳି ଜିଲ୍ଲାର ଛାତ୍ରୀଛାତ୍ର ମାନଙ୍କ ଦ୍ଵାରା ଉପଯୋଗୀ ହୋଇ ପାରିବ ତା ଉପରେ ଦୃଷ୍ଟି ଦେଇଛନ୍ତି । ତାଙ୍କ ଆଗ୍ରହ କ୍ରମେ ଆଜି କେନ୍ଦ୍ରୀୟ ବିଦ୍ୟାଳୟ ସୋନପୁରର 40 ଜଣ ଛାତ୍ରୀଛାତ୍ର ସୁଇମିଂ ପୁଲରେ ନାମଲେଖାଇ ପ୍ରଶିକ୍ଷଣ

ଗ୍ରହଣ କରିଥିଲେ । ଜିଲ୍ଲାପାଳ ଏବଂ ଜିଲ୍ଲା କ୍ରିଡା ଅଧିକାରୀ ଙ୍କୁ ନିଜ ଗହଣରେ ପାଇ ଛାତ୍ରଛାତ୍ରୀ ମାନେ ଖୁସିରେ ଆତ୍ମହରା ହୋଇ ଯାଇଥିଲେ । ଏଠାରେ ସୂଚନାଯୋଗ୍ୟ ଯେ ବିଜୁ ପଟ୍ଟନାୟକ ସୁଇମିଂ ପୁଲରେ ଜନସାଧାରଣ , ଉଭୟ ପୁରୁଷ ତଥା ମହିଳା ଓ ଛାତ୍ରୀଛାତ୍ର ମାନେ ଅଭିଜ୍ଞ ପ୍ରଶିକ୍ଷକ ମାନଙ୍କ ଦ୍ୱାରା ପ୍ରଶିକ୍ଷଣ  ଗ୍ରହଣ କରିବାର ସୁବନ୍ଦୋବସ୍ତ କରାଯାଇଛି । ଉଭୟ ପୁରୁଷ ତଥା ମହିଳା ମାନଙ୍କ ପାଇଁ ସ୍ବତନ୍ତ୍ର ଚେଞ୍ଜିଙ୍ଗ ରୁମ ସହିତ 24 ଘଣ୍ଟିଆ ସେକ୍ୟୁରିଟୀ ବ୍ୟବସ୍ଥା ଅଛି । ବାଳକ ବାଳିକା ଏବଂ କିଶୋର କିଶୋରୀ ମାନଙ୍କ ପାଇଁ ସ୍ବତନ୍ତ୍ର ଲାଇଫ ଜାକେଟ ସୁବିଧା ରହିଛି । ଏଥିପାଇଁ ଜିଲ୍ଲାର ଯେ କୌଣସି ଜାଗାରେ ଥିବା ବ୍ୟକ୍ତିବିଶେଷ ଓ ଛାତ୍ର ଛାତ୍ରୀ ମାନେ www.subarnapur.nic.in ମାଧ୍ୟମରେ ସୁଇମିଂ ପୁଲର ସଦସ୍ୟତା ଗ୍ରହଣ କରିପାରିବେ । ସକାଳ 6.30 ଘ ରୁ ସନ୍ଧ୍ୟା 7 ଟା ପର୍ଯନ୍ତ ପ୍ରତିଦିନ ଏହା ଖୋଲା ରହିଛି ଏବଂ ସନ୍ତରଣ ପ୍ରଶିକ୍ଷଣ ନେଉଥିବା ପ୍ରଶିକ୍ଷାର୍ଥୀ ମହିଳା, ପୁରୁଷ, ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅଧ ଘଣ୍ଟା ଏବଂ ଘଣ୍ଟିକିଆ ପ୍ରଶିକ୍ଷଣ ପିରିୟଡ ରହିଛି । ଏଠାରେ ଉଲ୍ଲେଖନୀୟ ଯେ ଗତ ଡିସେମ୍ବର ମାସରେ ସମ୍ବଲପୁର ବିଶ୍ବବିଦ୍ୟାଳୟ ଅଧୀନରେ ଥିବା ମହାବିଦ୍ୟାଳୟର ଛାତ୍ରୀଛାତ୍ର ମାନଙ୍କୁ ନେଇ ସଫଳତାର ସହିତ ଏଠାରେ ଏକ ସନ୍ତରଣ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି । ଏହି ଅତ୍ୟାଧୁନିକ ସୁଇମିଂ ପୁଲ ର ସୁବିଧା ଜନସାଧାରଣ ଏବଂ ଛାତ୍ରୀଛାତ୍ର ନେବା ପାଇଁ ଜିଲ୍ଲାପାଳ ସୁବର୍ଣ୍ଣପୁର ସମସ୍ତଙ୍କୁ ଅନୁରୋଧ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like