-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଶ୍ରୀପୁରରେ ଜଙ୍ଗଲୀ ହାତୀ ଆତଙ୍କ

15-Nov-2020



ନର୍ଲା, (ସଞ୍ଜୀବ ଦାସ) - କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଗିଗିନା ଗ୍ରାମ ପଞ୍ଚାୟତ ଅଧୀନସ୍ଥ ଶ୍ରୀପୁର ଗ୍ରାମ ନିକଟରେ ପ୍ରବାହିତ ସାନ୍ଦୁଲ୍ ନଦୀ କୂଳରେ ଥିବା ନୀଳଗିରି ଜଙ୍ଗଳକୁ ଶନିବାର ରାତିରେ ଦୁଇଟି ଜଙ୍ଗଲି ହାତୀ ଆସି ରହିଥିବା ସ୍ଥାନୀୟ ଲୋକେ ରବିବାର ଦିନ ସକାଳେ ଦେଖିବାକୁ ପାଇଥିଲେ । ଏହି ଘଟଣା ଜଣାପଡିବା ପରେ ନୀଳଗିରି ଜଙ୍ଗଲକୁ ହାତୀ ଦେଖିବା ପାଇଁ ଲୋକଙ୍କ ସୁଅ ଛୁଟିବାରେ ଲାଗିଛି । ଶ୍ରୀପୁର ଗ୍ରାମ ସମେତ ନଦୀକୂଳରେ ଥିବା ରାକ୍ସି ଓ ଲମସିଂହା ଗ୍ରାମର ଶହଶହ ଲୋକ ନଦୀର ଉଭୟ ପାର୍ଶ୍ୱରେ ରହି ହାତୀ ଦେଖୁଛନ୍ତି,  ଫଳରେ ଲୋକଙ୍କ ହୋହଲ୍ଲା ଓ ଫୋଟକା ଫୁଟାଇବାରୁ ହାତୀ ଦୁଇଟି ଏପଟେ ସେପଟେ ଧାଁ ଦୌଡ କରି ଲୋକଙ୍କୁ ଆକ୍ରମଣ ପାଇଁ ମଧ୍ୟ ଦୌଡାଇଥିବା ଦେଖିବାକୁ ମିଳିଥିଲା । ଶ୍ରୀପୁର ଗ୍ରାମର ଆଲୋକ ବାଗଙ୍କୁ ହାତୀ ଦୌଡାଉଥିବା ବେଳେ ସାହଶର ସହ ବେଗ ସାହୁ ତାଙ୍କୁ ଉଦ୍ଧାର କରିଥିଲେ। ନଦୀ କୂଳରେ ଥିବା ଉପେନ୍ଦ୍ର ଭୋଇଙ୍କ ନୀଳଗିରୀ ଗଛ, ଭାଗିରଥି ପଧାନଙ୍କ ହରଡ ଚାଷ, କିର୍ତ୍ତନ ପଧାନଙ୍କ ଆମ୍ୱଗଛ ଓ ଅନେକ ଜମିରେ ବୁଣା ଯାଇଥିବା ମୁଗଗଜା ନଷ୍ଟ୍ ହୋଇଥିବା ଦେଖିବାକୁ ମିଳିଛି । ଏବାବଦରେ ଜଙ୍ଗଲ ବିଭାଗ ଓ ପଲମ ପୋଲିସ ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ଘଉଡାଇବା ସହ ହାତୀ ଉପରେ ନଜର ରଖିଛନ୍ତି । ମ.ରାମପୁର ରେଞ୍ଜର କେଶବ ମାଝୀ, ଫରେଷ୍ଟର ଦୀପକ ସା, ନର୍ଲା ଫରେଷ୍ଟର ଭବାନୀ ନାଏକ, ରୁପ୍ରାରୋଡ ଫରେଷ୍ଟର ଯୁଧିଷ୍ଠିର ଜାଲ, କଶୃପଡା ଫରେଷ୍ଟର ଯଶୋବନ୍ତ ନାଏକ, କର୍ମଚାରୀ ତପନ ବେହେରା, ନିଗମ ସାହୁ, ଫକୀର ବିଶ୍ୱାଲ ଓ ପଲମ ଫାଣ୍ଡି ଅଧିକାରୀ ଅସିତ ପଣ୍ଡା ଓ ବଜରଗଡ ଜଙ୍ଗଲ କମିଟି ସଭାପତି ଲକ୍ଷ୍ମଣ ଭୋଇ ପ୍ରମୁଖ ଜଗି ରହିଛନ୍ତି । କ୍ଷୟକ୍ଷତି ହୋଇଥିବା ଚାଷୀ ମାନଙ୍କୁ କ୍ଷତିପୁରଣ  ଯୋଗାଇ ଦେବାକୁ ଚାଷୀମାନେ ଦାବୀ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like