-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର : ୱାର୍ଡ଼ ନଂ ୨୦ ଇଛାପଡା ବାସିନ୍ଦାଙ୍କ ପୌରପାଳିକା ଭୋଟ ବର୍ଜନ ଚେତାବନୀ

27-Feb-2022



ବଲାଙ୍ଗୀର (ସନ୍ତୋଷ କୁମାର ଠାକୁର) : ଚଲିତ ବର୍ଷ ପୌରପାଳିକା ନିର୍ବାଚନର ତାରିଖ ଘୋଷଣା ହୋଇସାରିଛି। ଏନେଇ ବଲାଙ୍ଗୀର ପୌରପାଳିକା ଅନ୍ତର୍ଗତ ଇଛାପଡା ବାସିନ୍ଦା ଭୋଟ ବର୍ଜନ କରିବାର ନିଷ୍ପତ୍ତି ନେଇଛନ୍ତି।

ସୂଚନା ଅନୁଯାୟୀ ବଲାଙ୍ଗୀର ପୌରପାଳିକା ଓ୍ବାର୍ଡ ନଂ୨୦ ଇଛାପଡାର ବାସିନ୍ଦା ଦିର୍ଘ ୫୦ବର୍ଷରୁ ଉର୍ଦ୍ଧ ହେଲା ଇଛାପଡାରେ ରହିଆସୁଥିଲେ ମଧ୍ୟ ଏ ପର୍ଯ୍ଯନ୍ତ ପଟ୍ଟା ପାଇ ନାହାଁନ୍ତି। ୧୯୭୮ସେଟେଲମେଣ୍ଟ ରେ ପ୍ଲଟ ଅନୂଯାୟୀ ଘରବାରୀ କିସମରେ ନାମ ଗୁଡିକ ରେକଡ ହୋଇଅଛି । ପଡା ବାସିନ୍ଦା ବିଭିନ୍ନ ସମୟରେ ଅଧିକାରୀଙ୍କୁ ଆପତ୍ତି ଅଭିଯୋଗ କରିଥିଲେ ମଧ୍ୟ ପଟ୍ଟା ମିଲି ପାରି ନାହିଁ। ଏବଂ ପରିଶେଷରେ ଜାଗା ମିସନ ରେ ଅନ୍ତର୍ଭୁକ୍ତ କରି ପୁଣି ଦେଇଥିବା ପ୍ରମାଣ ପତ୍ର କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଖାରଜ କରାଯାଇଛି । ଫଲରେ ପଡାବାସୀ ଙ୍କ ମଧ୍ୟମରେ ଅସନ୍ତୋଷ ପ୍ରକାଶ ପାଇଥିଲା । ଏନେଇ ଇଛାପଡାରେ ଏକ ବୌଠକ ଅନୁଷ୍ଠିତ ହୋଇଥିଲା। ବୌଠକ ନିଷ୍ପତ୍ତି ଅନୁଯାୟୀ ପଟ୍ଟା ନମିଲିବା ପର୍ଯ୍ୟନ୍ତ ପୌରପାଳିକା ଭୋଟ୍ ବର୍ଜନ କରିବାପାଇଁ ଜିଲ୍ଲା ପ୍ରଶାସନ କୁ ଚେତାବନୀ ଦିଆଯାଇଛି । ଯଦି ଜିଲ୍ଲା ପ୍ରଶାସନ ଉକ୍ତ ସମସ୍ୟା ସମାଧାନ ନ କରନ୍ତି ଆଗାମୀ ଦିନରେ ଜନ ଆନ୍ଦୋଳନ ର ରୂପ ନେବ ବୋଲି କୁହାଯାଇଛି। ଆଗକୁ ଦେଖିବାକୁ ରହିଲା ଜିଲ୍ଲା ପ୍ରଶାସନ କି ପଦକ୍ଷେପ ନେଉଛି ।

 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like