-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||     

HOME   ରାଜନୀତି

ଅମ୍ଭାଭୋନା ରେ ବିଜେଡି ର ଦବଦବା ପ୍ରତିଫଳିତ: ଜିଲ୍ଲାପରିଷଦ ପ୍ରାର୍ଥିନୀ ନୀଳକୁମାରୀ ନାଏକ ବହୁ ଭୋଟରେ ବିଜୟୀ

27-Feb-2022



ବରଗଡ:- ବରଗଡ ଜିଲ୍ଲା ଅମ୍ଭାଭୋନା ବ୍ଲକ ଜୋନ ରୁ ବିଜୁ ଜନତା ଦଳ ପ୍ରାର୍ଥନୀ ଶ୍ରୀମତୀ ନୀଳ କୁମାରୀ ନାଏକ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ପ୍ରଫୁଲ୍ଲ ପ୍ରଧାନ ଙ୍କୁ ୬୪୪୬ ଭୋଟରେ ପରାସ୍ତ କରିବାରେ ସମଗ୍ର ବରଗଡ ଜିଲ୍ଲା ରେ ରେକର୍ଡ ସୃଷ୍ଟି କରିଛନ୍ତି। ଶେଷ ରାଉଣ୍ଡ ଭୋଟ ଗଣତି ସମୟରେ ସ୍ୱଷ୍ଟଚିତ୍ର ସାମ୍ନା କୁ ଆସିଛି । ବିଜେଡ଼ି ର ନୀଳ କୁମାରୀ ନାଏକ ୧୩,୬୮୭ ଭୋଟ ପାଇଥିବା ବେଳେ ଭାଜପା ପ୍ରଫୁଲ୍ଲ ପ୍ରଧାନ ୭୨୪୧ ଖଣ୍ଡ ଭୋଟ ପାଇ ପରାଜୟ ହୋଇଛନ୍ତି।ଏହା ବରଗଡ ଜିଲ୍ଲା ପାଇଁ ତଥା ବିଜୁ ଜନତା ଦଳ ର ସମସ୍ତ କର୍ମକର୍ତ୍ତା ତଥା କର୍ମୀ ମାନଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ ଅଟେ ।ଏହି ବିଜୟ ମୁକୁଟ ପିନ୍ଧିଥିବା ଶ୍ରୀମତୀ ନାଏକ ପ୍ରଥମେ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ ଙ୍କୁ ଧନ୍ୟବାଦ ଜଣାଇବା ସଙ୍ଗେ ସଙ୍ଗେ,  ତାଙ୍କ ଶୁଭେଚ୍ଛୁ ତଥା ଅଗଣିତ ଭୋଟର ଭାଇ ଓ ଭଉଣୀ ଧନ୍ୟବାଦ ଜଣାଇ ଆଗମୀ ଦିନପାଇଁ ଆର୍ଶିର୍ବାଦ ଭିକ୍ଷା କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026

You Might Also Like