-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଜାତୀୟ ପଲସ ପୋଲିଓ ଅଭିଯାନ ଓ ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ଶାସ୍ତ୍ରୀ ନଗର ଠାରେ ଶିଶୁ ଉଦ୍ୟାନକୁ ଉଦଘାଟନ କଲେ ବଲାଙ୍ଗିର ଜିଲ୍ଲାପାଳ

27-Feb-2022



ବଲାଙ୍ଗିର,(ପ୍ରେରଣା ଖବର): ଚଳିତ ବର୍ଷ ୨୦୨୨ ପାଇଁ ଜାତୀୟ ପଲସ ପୋଲିଓ ଅଭିଯାନ ଓ ବଲାଙ୍ଗିର ଜିଲ୍ଲା ସ୍ଥିତ ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ଶାସ୍ତ୍ରୀ ନଗର ଠାରେ ଗୋଟିଏ ଶିଶୁ ଉଦ୍ୟାନକୁ ବଲାଙ୍ଗିର ଜିଲ୍ଲାପାଳ ଶ୍ରୀଯୁକ୍ତ ଚଞ୍ଚଳ ରାଣା ଉଦଘାଟନ କରିଛନ୍ତି l
 

ଏହି ଅବସରରେ ବଲାଙ୍ଗିର ଜିଲ୍ଲାର ଅଗ୍ରଣୀ ଅନୁଷ୍ଠାନ ନେସନାଲ ପିସ ୟୁନିସନ ଅନୁକୂଲ୍ୟରେ ପରିଚାଳିତ ତଥା ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଓ ଜାତୀୟ ସ୍ୱାସ୍ଥ୍ୟ ମିଶନ ଦ୍ୱାରା ଅବସ୍ଥାପିତ ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର  ଶାସ୍ତ୍ରୀ ନଗର ଦ୍ୱାରା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା lକାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା.ସ୍ନେହଲତା  ସାହୁ, ଡା. ଡି. କେ ପତି (ଡି ପି ଏଚ୍ ଓ ).ଡା. ସୁଧା ବାର୍ଲା (ଏ ଡି ପି ଏଚ୍ ଓ), ଡା. କେ. ସି ମହାନ୍ତିଆ (ଏ ଡି ପି ଏଚ୍ ଓ, ଭି ଏ ଡି )ଶ୍ରୀ ଚକ୍ର ସାହୁ (ଷ୍ଟେଟ ମନିଟର୍ ପଲ୍ସ ପୋଲିଓ ), ଗୁରୁଦେବ କୁମ୍ଭାର (ଡି ଏମ୍- ଆର୍ ସି ଏଚ୍ ), ରିତାଞ୍ଜଳୀ ମିଶ୍ର (ଡି ପି ଏଚ୍ ସି ଓ ), ଶ୍ରୀଯୁକ୍ତ ରାମାନୁଜ ପଣ୍ଡା (ଏ ପି ଏମ୍ - ୟୁ ଏଚ୍ ), ପିଟର୍ଶନ ଭୋଇ (ଆର୍ ଡବ୍ଲ୍ୟୁ ସି ଆଇ ଏନ୍ ), ସଞ୍ଜୟ ସତପଥି (କନସଲଟାଣ୍ଟ ) ଏବଂ ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର, ଶାସ୍ତ୍ରୀ ନଗର ର ନିର୍ଦେଶକ ଶ୍ରୀ ସତ୍ୟ ରଞ୍ଜନ ମିଶ୍ର, ଚେୟାରମେନ ରବି ରଞ୍ଜନ ପୂଜାରୀ,ମେଡିକାଲ ଅପିସର ଡା ଆଶିଷ ବିଶ୍ଵାସ, ଗୌରବ ପ୍ରଧାନ, ଷ୍ଟାଫ ନର୍ସ ମାମି ସିଂଦେଓ, ରୋଜାଲିନା ହୋତା, ନିରୁମୟୀ ପଧାନ, ଖୁସିରାମ ନାଗ, ଯତୀନ ରାଜପୁତ, ରାହୁଲ ପାଲ, ସନ୍ତୋଷ ମେହେର (ଏଲ୍ ଟି ), ବିପିନ ସେଟ ପ୍ରମୁଖ 

ଯୋଗଦାନ କରି ପ୍ରାୟତଃହ ଚାଳିଶି ଜଣ ଉଦ୍ଦିଷ୍ଟ ବୟସ ଶିଶୁଙ୍କୁ ପୋଲିଓ ଦେବାରେ ସହାୟକ ହୋଇଥିଲେ l
ବଲାଙ୍ଗିର ଜିଲ୍ଲାପାଳ  ଚଞ୍ଚଳ ରାଣା ପଲସ ପୋଲିଓ ଏକ ଜାତୀୟ ଅଭିଯାନ ଓ ସରକାର, ପ୍ରଶାସନ ର ନିରନ୍ତର ଅଭିଯାନ ବୋଲି ମତବ୍ୟକ୍ତ କରିବା ସଙ୍ଗେ ଏହାକୁ କିଭଳି ବ୍ୟାପକ କରାଯାଇ ପ୍ରତ୍ୟେକ ଶିଶୁଙ୍କୁ ଟୀକାକରଣ ଅନ୍ତର୍ଭୁକ୍ତ କରାଯିବ ଏ ସମ୍ପର୍କ ରେ ଗୁରୁତ୍ୱାରୋ କରିଥିଲେ l
ଏହା ପରେ ଜିଲ୍ଲାପାଳ ସ୍ୱାସ୍ଥ୍ୟ କେନ୍ଦ୍ର ମଧ୍ୟରେ ଏକ ଛୋଟ ଶିଶୁ ଉଦ୍ୟାନକୁ ଉଦଘାଟନ କରି ଏହାକୁ ଆହୁରି ସୁନ୍ଦର କରାଇବା ସାଙ୍ଗେ ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ରର ସର୍ବାଙ୍ଗୀନ ଉନ୍ନତି ସକାଶେ ନିର୍ଦେଶକ  ସତ୍ୟ ରଞ୍ଜନ ମିଶ୍ର ଙ୍କ ସହିତ ଆଲୋଚନା କରିଥିଲେ l କାର୍ଯ୍ୟକ୍ରମକୁ ସୁନ୍ଦର ପରିଚାଳନା ପାଇଁ ପିସ ଊନୀସନ ଚେୟାରମ୍ୟାନ  ରବି ରଞ୍ଜନ ପୂଜାରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like