-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଅଖିଳ ଭାରତୀୟ ସାହିତ୍ୟ ପରିଷଦ ବଲାଙ୍ଗୀର ଶାଖାର ଆଭାସୀ ବୈଠକ ଅନୁଷ୍ଠିତ

28-Feb-2022



କଣ୍ଟାବାଞ୍ଜି (ଆନନ୍ଦ ମୋଟେ) ଅଖିଳ ଭାରତୀୟ ସାହିତ୍ୟ ପରିଷଦ ବଲାଙ୍ଗୀର ଶାଖାର ଏକ ବୈଠକ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଥିଲା।ଉପସଭାପତି ଶ୍ରୀ ଅଚ୍ୟୁତାନନ୍ଦ ଉଦ୍ଦଗାତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ପ୍ରାନ୍ତ କାର୍ଯ୍ୟକାରିଣୀ ସଭ୍ୟା ସୁଶ୍ରୀ ସଞ୍ଜୁକ୍ତା ପରିଛ୍ଛା ଓମକାର ମନ୍ତ୍ର ଓ ଆଜୀବନ ସଦସ୍ୟା ସୁଶ୍ରୀ ସବିତା ଭୋଇ ମାଁ ସରସ୍ବତୀଙ୍କ ବନ୍ଦନା ଗାନ କରିଥିଲେ।ତାପରେ ପ୍ରାନ୍ତୀୟ କର୍ମକର୍ତ୍ତାମାନେ ବଲାଙ୍ଗୀର ଶାଖାର ନବ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଶପଥ କରେଇଥିଲେ।ତା ପରେ ସଂଯୋଜକ

ବିରଞ୍ଚି ନାରାୟଣ ଦାଶ ସଭାକୁ ଆଗେଇ ନେଇଥିଲେ।ମୁଖ୍ୟବକ୍ତା ଭାବେ ରାଜ୍ୟ ସଭାପତି ଡ.ରଘୁନାଥ ପଣ୍ଡା ଭାରତୀୟ ସଂସ୍କୃତିରେ ଦେବୀ ସରସ୍ବତୀ ଶୀର୍ଷକ ଉପରେ ବକ୍ତବ୍ୟ ରଖିଥିଲେ।ତାପରେ ରାମଚନ୍ଦ୍ର ପଟେଲ, ରାଜମଣୀ ସାହୁ,ସବାଷ ଚନ୍ଦ୍ର ପଣ୍ଡା ମତାମତ ରଖିଥିଲେ।ପରିଶେଷରେ ସୁଶ୍ରୀ ସବିତା ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ ଏବଂ ହେମନ୍ତ ମୁଣ୍ଡ ଶାନ୍ତି ମନ୍ତ ପାଠ କରିଥିଲେ।ଏହି କାର୍ଯ୍ୟକ୍ରମରେ ରାଜ୍ୟ ସଂଗଠକ ନାରାୟଣ ନାୟକ, ସଂପାଦକ ଧର୍ମବ୍ରତ ରଥ,ଶିବପ୍ରିୟା ମିଶ୍ର, ଜଗଦୀଶ୍ୱର ମୁଣ୍ଡ,କସ୍ତୁରୀ ରଥ,ସତ୍ୟାନନ୍ଦ ବିଶ୍ୱ।ଳ,ଚିନ୍ମୟୀ ଦାସ,ସନ୍ତୋଷ କୁମାର ମହାପାତ୍ର, ରାମକୃଷ୍ଣ ତ୍ରିପାଠୀ,ମୃତ୍ୟୁଞ୍ଜୟ ପଣ୍ଡା, ପ୍ରମୋଦ କୁମାର ଠାକୁର,ଗତିକୃଷ୍ଣ ପାଣିଗ୍ରାହୀ, ବିଦ୍ୟୁତପ୍ରଭା ବେହେରା, ଡ.କୃଷ୍ଣଚନ୍ଦ୍ର ପଣ୍ଡା, ପ୍ରଣତି ମିଶ୍ର ଆଦି ସାହିତ୍ୟ ପ୍ରେମୀ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like