-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଜଗନ୍ନାଥ ସରକାରୀ ଉଚ୍ଚ ବିଦ୍ୟାଳୟ ଲଖମରା ଠାରେ ପ୍ରବେଶ ଉତ୍ସବ ପାଳନ

28-Feb-2022



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ)ସଂପ୍ରତି ଦିର୍ଘବର୍ଷ ହେବ ସାରା ବିଶ୍ବ କୁ ମହାମାରୀ କରୋନା ଗ୍ରାସ କରିଥିବାବେଳେ ଆମ ସରକାର କୁନିକୁନି ଶିଶୁ ମାନଙ୍କ ଠାରୁ ଆରମ୍ଭ କରି ସମସ୍ତ ଛାତ୍ରଛାତ୍ରୀ ମାନଙ୍କ ଅମୁଲ୍ୟ ଜୀବନ କୁ ସୁରକ୍ଷିତ ରଖିବା ପାଇଁ ଲକଡାଉନ ସମେତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ କରି ଦେବା ଫଳରେ ଅନେକ ଧନଜୀବନ ରକ୍ଷା କରିବାରେ ବେଶ ସହାୟକ ହେଲେ । କିନ୍ତୁ ପିଲାଙ୍କ ପାଠପଢା ଡୋରି ବନ୍ଦ ହେବା ଦ୍ୱାରା ପିଲା ମାନଙ୍କ ଭବିଷ୍ୟତ ଅନିଶ୍ଚିତା ମଧ୍ୟରେ ଗତି କରୁଥିଲା ।ଯାହା ଦୃଦୟଙ୍ଗମ କରି କରୋନା ପ୍ରକୋପ ଟିକିଏ କମିବା ଫଳରେ ପିଲାଙ୍କ ଉଜ୍ଜ୍ୱଳ ଭବିଷ୍ୟତ କୁ ଦୃଷ୍ଟିରେ ରଖି ଆଜି ରାଜ୍ୟ ରେ ଥିବା ସମସ୍ତ ସ୍କୁଲ କୁ ଖୋଲିବାକୁ ନିର୍ଦ୍ଦେଶ ଦେଇଛନ୍ତି ।ଏ ପରିପ୍ରେକ୍ଷୀରେ ପାଇକମାଳ ବ୍ଳକ ଅନ୍ତର୍ଗତ ଲଖମରା ସ୍ଥିତ ସର୍ବପୁରାତନ ଜଗନ୍ନାଥ ହାଇସ୍କୁଲ ଠାରେ ପିଲାମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା । ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ତଥା ଅଭିଭାବକ କମିଟି ଙ୍କ ଆୟୋଜନ କ୍ରମେ ପ୍ରବେଶ ଉତ୍ସବ ପାଳନ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like