-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||     

HOME   ଜିଲ୍ଲା

ଯୁବ ପ୍ରତିଭା ସୁବ୍ରତ ସିଂ ବାଜି ମାରିଲେ

28-Feb-2022



ବରଗଡ:-ବରଗଡ଼ ଜିଲ୍ଲା ସୋହେଲା ବ୍ଳକ ଅନ୍ତର୍ଗତ ସାଲେପାଲି ଗ୍ରାମପଞ୍ଚାୟତରୁ ବରଗଡ ଅଞ୍ଚଳର ସମାଜସେବୀ ତଥା ବିଜେଡି ଦଳ ର ଯୁବନେତା ଶ୍ରୀ ସୁବ୍ରତ ସିଂ ଙ୍କୁ ଏ ଅଞ୍ଚଳ ର ଜନସାଧାରଣ ସ୍ୱାଗତ କରି ସମିତି ସଭ୍ୟ ପ୍ରାର୍ଥୀ ଭାବେ ଛିଡ଼ା କରିଥିଲେ । ଏ ଅଞ୍ଚଳର ଦୁଃଖ ସୁଖ ରେ ନିଜକୁ ସମର୍ପିତ କରିଥିବା ଶ୍ରୀ ସିଂ ଜନସାଧାରଣଙ୍କ ଅନୁରୋଧକୁ ସମ୍ମାନ ଜଣାଇ ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ସାଲେପାଲି ଗ୍ରାମପଞ୍ଚାୟତରୁ ସମିତି ସଭ୍ୟ ଭାବେ ଛିଡ଼ା ହୋଇ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ ପାଣ୍ଡବ ତାଣ୍ଡି ଙ୍କୁ ପରାଜିତର ବାସ୍ନା ଶୁଙ୍ଘାଇଛନ୍ତି ।ଶ୍ରୀ ସୁବ୍ରତ ସିଂ ସମୁଦାୟ ୧୯୭୯ ଭୋଟ ସାଉଁଟି ଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ ଶ୍ରୀ ତାଣ୍ଡି ମାତ୍ର ୭୩୭ ଭୋଟ ପାଇ ସନ୍ତୋଷ୍ଟ ।ଏଇଠି ସ୍ମରଣ କରିଦେବାକୁ ଚାହୁଁ ଯେ, ଓଡ଼ିଶା ରାଜ୍ୟ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ ଙ୍କ ଭାଇ ହେଉଛନ୍ତି ଉଦୀୟମାନ ତାରକା ଭାବେ ବେଶ ପରିଚିତ ଶ୍ରୀ ସୁବ୍ରତ ସିଂ । ବରଗଡ ଜିଲ୍ଲା ସୋହେଲା ବ୍ଳକ ଟି ଅତିତ ରେ ପୂର୍ବତନ ମନ୍ତ୍ରୀ ଶ୍ରୀ ପ୍ରକାଶ ଦେବତା ଙ୍କ ସକାଶେ କଂଗ୍ରେସୀ ଗଡ଼ ରୂପେ ପରିଚିତ ଥିଲା ।ହେଲେ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ ବିଧାୟକ ଦେବାପରେ ଦିବାରାତ୍ର କୁ ଏକାକାର କରି ଜନସେବାରେ ନିଜକୁ ନିୟୋଜିତ କରି ବେଶ ସୁନାମ ଅର୍ଜନ କରିବାସହ ବିଜୁ ଜନତାଦଳ କୁ ବିରାଟ ବଟବୃକ୍ଷ ରେ ପରିଣତ କରିସାରିଛନ୍ତି । ସୋହେଲା ବ୍ଳକ ରେ ବିଜେଡି ର ଦବଦବା କୁ ପାଥେୟ କରି ନିର୍ବାଚନ ପୂର୍ବରୁ ୧୮ ଜଣ ବିଜେଡ଼ି ସମର୍ଥିତ ସମିତି ସଭ୍ୟ/ସଭ୍ୟା ଙ୍କୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ କରାଇ ସାରା ଓଡ଼ିଶା କଣ,ସାରା ଭାରତବର୍ଷରେ ବେଶ ପତିଆରା ସୃଷ୍ଟି କରିପାରିଛନ୍ତି ।ଏମିତିକି ତାଙ୍କ ନିର୍ବାଚନ ମଣ୍ଡଳୀରୁ ଜଣେ ବିଜେଡି ଜିଲ୍ଲାପରିଷଦ ପ୍ରାର୍ଥୀଙ୍କୁ ମଧ୍ୟ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ କରିବାରେ ସଫଳତା ଲାଭ କରିପାରିଛନ୍ତି। ମନ୍ତ୍ରୀ ଶ୍ରୀ ସିଂ ଙ୍କୁ ନିର୍ବାଚନୀ ବୈତରଣୀ ପାର କରିବାର କୈାଶଳ ଭଲ ଭାବରେ ଜଣା । ଶେଷ ରେ ନିର୍ବାଚିତ ସମିତି ସଭ୍ୟ ଶ୍ରୀ ସିଂ ସାଲେପାଲି ଗ୍ରାମପଞ୍ଚାୟତର ସର୍ବସାଧାରଣ ତଥା ଅଞ୍ଚଳବାସୀ ଙ୍କୁ ଧନ୍ୟବାଦ ଜଣାଇବା ସଙ୍ଗେ ସଙ୍ଗେ ତାଙ୍କ ଠାରୁ ଆଶ୍ରିର୍ବାଦ ଭିକ୍ଷା କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026

You Might Also Like