-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ତାଇକଣ୍ଡୋ କ୍ରୀଡାବିତ ମାନଙ୍କ ଜାତୀୟ ସ୍ତରରେ ସଫଳତା : ୪ ସ୍ବର୍ଣ୍ନ ଏବଂ ୩ ରୋପ୍ୟ ପଦକ ହାସଲ

28-Feb-2022



ସବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ) ସୁବର୍ଣ୍ଣପୁର ଜିଲ୍ଲା ତାଇକଣ୍ଡୋ କ୍ରିଡାବିତ ମାନଙ୍କ ଆଉ ଏକ ଚମକପ୍ରଦ ପ୍ରଦର୍ଶନ ଦେଖିବାକୁ ମିଳିଛି। ଷଷ୍ଠ  ଜାତୀୟ ମାର୍ସଲ ଆର୍ଟ ଗେମ୍ସରେ ଜିଲ୍ଲାର କ୍ରିଡାବିତ   ମାନଙ୍କୁ ଏହି ସଫଳତା ମିଳିଛି । ଗୋଆରେ ଅନୁଷ୍ଥିତ  ଏହି  ସଂଘର୍ଷ ପୂର୍ଣ୍ଣ ମାର୍ସଲ ଆର୍ଟ ଗେମ୍ସରେ ସୁବର୍ଣ୍ଣପୁର ଜିଲ୍ଲାର ଏହେସାସ ତାଇକଣ୍ଡୋ ଏକାଡେମୀର ୭ ଜଣିଆ ଟିମ ଗୋଆ ଯାଇଥିଲା । କୋଚ ଏହେସାସ ହୋତାଙ୍କ ନେତୃତ୍ବରେ ଯାଇଥିବା ଏହି ଟିମ ର ଆର୍ଯ୍ୟନ ମହାନ୍ତି, କୁମାର କାଶ୍ୟପ  
ଶଡଂଗୀ, ବିଶ୍ବ ରଂଜନ ସାହୁ ଏବଂ ହର୍ଷିତା ନାୟକଂକୁ ସ୍ବର୍ଣ୍ନପଦକ ମିଳିଥିବାବେଳେ ପ୍ରିୟଦର୍ଶନୀ କର, ଅଭିଳାଶ ସାହୁ ଏବଂ ଶୁଭମ  ସାମର୍ଥ ରୋପ୍ୟ ପଦକ ହାସଲ କରିଛନ୍ତି । ସେହିଭଳି କୋଚ ଏହେସାସ ହୋତାଙ୍କୁ ଶ୍ରେଷ୍ଠ କୋଚ ଭାବେ ମଧ୍ୟ ପୁରସ୍କୃତ କରାଯାଇଛି ।  କ୍ରିଡାବିତ ମାନଙ୍କ ଏହି ସଫଳତା ସଂପର୍କରେ ଖବର ପାଇ ଜିଲ୍ଲାପାଳ ଆବୋଲି ସୁନିଲ ନରୱଣେ ଏବଂ ଜିଲ୍ଲା କ୍ରିଡା ଅଧିକାରୀ ଡଃ ଇପସିତା  ପ୍ରିୟଦର୍ଶିନୀ ମିଶ୍ର ଫୋନ ଯୋଗେ  କୋଚ ଏହେସାସ ଏବଂ ଅନ୍ୟ କୃତି କ୍ରିଡାବିତ ମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେହିଭଳି ରାଜ୍ୟ ତାଇକଣ୍ଡୋ ସଂଘ ର ସଂପାଦକ ମନମୋହନ ଭଂଜ ଏବଂ ଜିଲ୍ଲା ତାଇକଣ୍ଡୋ ସଂଘର ସଭାପତି ରବୀନ୍ଦ୍ର ହୋତା ପ୍ରମୁଖ କୃତି କ୍ରିଡାବିତ ତଥା କୋଚ ଏହେସାସ ହୋତାଂକୁ ଶୁଭେଚ୍ଛା ଜଣାଇବା ସହ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ତାଇକଣ୍ଡୋ କ୍ରିଡାବିତ ମାନଙ୍କ  ପାଇଁ ଟ୍ରେନିଂ ହଲର ବ୍ୟବସ୍ଥା କରାଯାଇଥିବାରୁ ଜିଲ୍ଲାପାଳ ଆବୋଲି ସୁନିଲ ନରୱଣେକୁ ଧନ୍ୟବାଦ ଅର୍ପଣ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026

You Might Also Like