-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ନିଜ ଗାଁର ଦୁଇଟି ବିଦ୍ୟାଳୟକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କଲେ ଶିକ୍ଷକ ଦିବସ

28-Feb-2022



ବରଗଡ(ନିରଞ୍ଜନ ତ୍ରିପାଠୀ)
ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଯୋଖିପାଲି ଗ୍ରାମର ଶିକ୍ଷକ ଦିବସ କୁମାର ସାହୁ "ମୋ ସ୍କୁଲ ଅଭିଯାନ" କାର୍ଯ୍ୟକ୍ରମରେ ନିଜକୁ ସାମିଲ କରି ନିଜେ ପଢ଼ିଥିବା ଦୁଇଟି ବିଦ୍ୟାଳୟକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କରିଛନ୍ତି.ସେ ଝାରବନ୍ଧ ବ୍ଲକ ଅନ୍ତର୍ଗତ ତୁମୁରିପାଣି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକତା କରୁଛନ୍ତି.ସେ ସରକାରୀ ପ୍ରାଥମିକ ବିଦ୍ୟାଳୟ ଯୋଖିପାଲି ଏବଂ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଯୋଖିପାଲିକୁ ପୋଷ୍ୟ ସ୍କୁଲ ଭାବରେ ଗ୍ରହଣ କରିବା ସହିତ ଉଭୟ ବିଦ୍ୟାଳୟର ଶିକ୍ଷା ଭିତ୍ତିଭୂମିରେ ବିକାଶ ଆଣି ଆଦର୍ଶ ଶୈକ୍ଷିକ ପରିବେଶ ସୃଷ୍ଟି କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛନ୍ତି.ଏଥିନିମନ୍ତେ ଗତବର୍ଷ ନଭେମ୍ବର ମାସରେ ଆବେଦନ କରିଥିଲେ, ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ବରଗଡ଼ ତରଫରୁ ନିର୍ଦେଶ ଆସିବା ପରେ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିରେନ୍ଦ୍ର ଦାସ ଏବଂ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଯୁଧିଷ୍ଠିର ମେହେର ଦିବସଙ୍କୁ ବିଦ୍ୟାଳୟକୁ ନିମନ୍ତ୍ରଣ କରି ଏକ ବୈଠକର ଆୟୋଜନ କରିଛନ୍ତି.ଏଠାରେ ସୂଚନାଯୋଗ୍ୟ ଯେ ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବୁଦ୍ଧିଜୀବୀ ମାନଙ୍କୁ ଯେଉଁ ସ୍କୁଲରୁ ମଣିଷ ହୋଇଛ ଏବେ ସେହି ସ୍କୁଲ କଥା ଭାବନ୍ତୁ ତଥା  ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କରନ୍ତୁ ବୋଲି ଗତବର୍ଷ ଆହ୍ୱାନ ଦେଇଥିଲେ। ଏହାଛଡା ସ୍କୁଲର ଭିତ୍ତିଭୂମି ବିକାଶରେ ସାମିଲ ହୋଇ ଶୈକ୍ଷିକ ପରିବେଶରେ ଉନ୍ନତିରେ ଭାଗିଦାରୀ ହୁଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି.ରାଜ୍ୟ ସରକାରଙ୍କ ଏହି କାର୍ଯ୍ୟକ୍ରମରେ ଦେଶ ବିଦେଶର ବହୁ ଓଡିଆ ସାମିଲ ହୋଇ  ସେମାନେ ପଢିଥିବା ବିଦ୍ୟାଳୟର କାୟାକଳ୍ପରେ ସାମିଲ ହୋଇଛନ୍ତି । ରାଜ୍ୟ ସରକାରଙ୍କ ମୋ ସ୍କୁଲ ଅଭିଯାନରେ ମୁଖ୍ୟଶାସନ ସଚିବଙ୍କ ଠୁ ଆରମ୍ଭ କରି ବରିଷ୍ଠ ଅଧିକାରୀ ମାନେ ସାମିଲ ହୋଇ ସେମାନଙ୍କ ପସନ୍ଦର ସ୍କୁଲକୁ ନିଜର ପୋଷ୍ୟସ୍କୁଲ ଭାବେ ଗ୍ରହଣ କରିଛନ୍ତି.ଦିବସ ନିଜେ ପଢ଼ିଥିବା ବିଦ୍ୟାଳୟକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କରିବା ପୂର୍ବରୁ ହିଁ ୨୦୧୮ ମସିହାରେ ମୋ ସ୍କୁଲ ଅଭିଯାନ ମାଧ୍ୟମରେ ପୁରାତନ ଛାତ୍ରଛାତ୍ରୀ ମାନଙ୍କ ଠାରୁ ଆର୍ଥିକ ସହାୟତା ସଂଗ୍ରହ କରି ପ୍ରାଥମିକ ବିଦ୍ୟାଳୟରେ ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ.ବର୍ତ୍ତମାନ ପ୍ରାଥମିକ ବିଦ୍ୟାଳୟରେ ଦୁଇଟି ସ୍ମାର୍ଟ ଟିଭି, ଏକ ପ୍ରୋଜେକ୍ଟର,ଶୀତଳ ପାନୀୟ ଜଳ ପାଇଁ ବ୍ୟବସ୍ଥା ସହ ଶିକ୍ଷାର ବିକାଶ ନିମନ୍ତେ କମ୍ପୁଟର କିଣାଯାଇଛି. ଏହାଛଡା ଗ୍ରୀଷ୍ମ ଅବକାଶ ସମୟରେ ଗ୍ରାମର କିଛି ଶିକ୍ଷିତ ଯୁବଗୋଷ୍ଠୀଙ୍କ ମାଧ୍ୟମରେ ମାଗଣା ଗ୍ରୀଷ୍ମକାଳୀନ ଶିକ୍ଷାଦାନ ଶିବିର ଅନୁଷ୍ଠିତ କରିଆସୁଛନ୍ତି.ଦିବସଙ୍କ ଏହି ପ୍ରୟାସକୁ ବୁଦ୍ଧିଜୀବୀ ମହଲରେ ଉଚ୍ଚ ପ୍ରଶଂସା କରାଯାଇଛି.


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like