-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ନୟାଗଡ଼: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଅନ୍ତିମ ଦିବସରେ ବିଭିନ୍ନ ଜୋନ୍ ର ଚାଲିଥିବା ଭୋଟ ଗଣତି: ସବୁ ଜୋନ୍ ରେ ବିଜେଡି ଆଗୁଆ

28-Feb-2022



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ-୨୦୨୨ର ଅନ୍ତିମ ଦିବସରେ ବିଭିନ୍ନ ବ୍ଲକରେ ବିଭିନ୍ନ ଜୋନ୍ ର ଚାଲିଥିବା ଭୋଟ ଗଣତିର ସନ୍ଧ୍ୟା ୬ଘଟିକା ପର୍ଯ୍ୟନ୍ତ ପ୍ରାପ୍ତ ଫଳାଫଳ । ୩ ନମ୍ବର ଜିଲ୍ଲା ପରିଷଦ ଜୋନ୍ ର (ଓଡ଼ଗାଁ ବ୍ଲକ) ବିଜେଡି ପ୍ରାର୍ଥୀନୀ ଚିନ୍ମୟୀ ଦାଶ ବିଜେପି ପ୍ରାର୍ଥୀନୀ କୁମାରୀ ପାତ୍ରଙ୍କ ଠାରୁ ପ୍ରାୟ ୧୧୦୦ ଭୋଟରେ ଆଗୁଆ ଅଛନ୍ତି । ସେହିପରି ୪ ନମ୍ବର ଜିଲ୍ଲା ପରିଷଦ ଜୋନ୍ ର (ଓଡ଼ଗାଁ ବ୍ଲକ) ବିଜେଡି ପ୍ରାର୍ଥୀନୀ ସଂଜୁକ୍ତା ପଢ଼ିଆରୀ ବିଜେପି ପ୍ରାର୍ଥୀନୀ ପ୍ରତିମା ପ୍ରଧାନଙ୍କ ଠାରୁ ପ୍ରାୟ ୭୦୦ ଭୋଟରେ ଆଗୁଆ ଅଛନ୍ତି । ୭ ନମ୍ବର ଜିଲ୍ଲା ପରିଷଦ ଜୋନ୍ ର  (ଖଣ୍ଡପଡ଼ା ବ୍ଲକ) ବିଜେଡି ପ୍ରାର୍ଥୀନୀ ବିଷ୍ନୁପ୍ରିୟା ବେହେରା ବିଜେପି ପ୍ରାର୍ଥୀନୀ ଜୟଶ୍ରୀ ବେହେରାଙ୍କ ଠାରୁ ପ୍ରାୟ ୧୦୦୦ ଭୋଟରେ ଆଗୁଆ ଅଛନ୍ତି । ସେହିପରି ୧୧ନମ୍ବର ଜିଲ୍ଲା ପରିଷଦ ଜୋନ୍ ର (ଦଶପଲ୍ଲା ବ୍ଲକ) ବିଜେଡି ପ୍ରାର୍ଥୀ ବସନ୍ତ କୁମାର ପ୍ରଧାନ ବିଜେପି ପ୍ରାର୍ଥୀ ଦେବେନ୍ଦ୍ର କୁମାର ପ୍ରଧାନଙ୍କ ଠାରୁ ପ୍ରାୟ ୧୬୦୦ ଭୋଟରେ ଆଗୁଆ ଅଛନ୍ତି । ୧୪ ନମ୍ବର ଜିଲ୍ଲା ପରିଷଦ ଜୋନ୍ ର (ନୟାଗଡ଼ ବ୍ଲକ) ବିଜେଡି ପ୍ରାର୍ଥୀ ଆଶିଷ କୁମାର ଅଗ୍ରଓାଲ ବିଜେପି ପ୍ରାର୍ଥୀ ବିରେନ୍ଦ୍ର କୁମାର ନାୟକଙ୍କ ଠାରୁ ପ୍ରାୟ ୯୦୦ ଭୋଟରେ ଆଗୁଆ ଅଛନ୍ତି । ସେହିପରି ୧୫ ନମ୍ବର ଜିଲ୍ଲା ପରିଷଦ ଜୋନ୍ ର (ନୟାଗଡ଼ ବ୍ଲକ) ବିଜେଡି ପ୍ରାର୍ଥୀ ସରୋଜ କୁମାର ରଣସିଂହ ବିଜେପି ପ୍ରାର୍ଥୀ ସୌମ୍ୟ ରଂଜନ ପ୍ରଧାନଙ୍କ ଠାରୁ ପ୍ରାୟ ୨୮୦୦ ଭୋଟରେ ଆଗୁଆ ଅଛନ୍ତି । ୨୦ନମ୍ବର ଜିଲ୍ଲା ପରିଷଦ ଜୋନ୍ ର ( ଭାପୁର ବ୍ଲକ) ବିଜେଡି ପ୍ରାର୍ଥୀ ବିଜୟ କୁମାର ସାମନ୍ତରାୟ ବିଜେପି ପ୍ରାର୍ଥୀ ସଂଜୟ କୁମାର ଦାସଙ୍କ ଠାରୁ ପ୍ରାୟ ୧୦୦୦ ଭୋଟରେ ଆଗୁଆ ଅଛନ୍ତି । ୨୩ନମ୍ବର ଜିଲ୍ଲା ପରିଷଦ ଜୋନ୍ ର (ରଣପୁର ବ୍ଲକ) ବିଜେପି ପ୍ରାର୍ଥୀନୀ ଲକ୍ଷ୍ମିପ୍ରିୟା ଦଳେଇ ବିଜେଡି ପ୍ରାର୍ଥୀନୀ ନର୍ମଦା କୁମାରୀ ଦାସଙ୍କ ଠାରୁ ପ୍ରାୟ ୭୦୦ ଭୋଟରେ ଆଗୁଆ ଅଛନ୍ତି । ସେହିପରି ୨୪ନମ୍ବର ଜିଲ୍ଲା ପରିଷଦ ଜୋନ ର (ରଣପୁର ବ୍ଲକ) ବିଜେଡି ପ୍ରାର୍ଥୀନୀ ଜ୍ୟୋସ୍ନାମୟୀ ଦଳବେହେରା ବିଜେପି ପ୍ରାର୍ଥୀନୀ ବୁଦ୍ଧିମତୀ ପ୍ରଧାନଙ୍କ ଠାରୁ ପ୍ରାୟ ୧୯୦୦ ଭୋଟରେ ଆଗୁଆ ଅଛନ୍ତି । ଉପରୋକ୍ତ ଜୋନ ଗୁଡ଼ିକର ସରପଞ୍ଚ, ସମିତି ସଭ୍ୟ ଓ ଓାର୍ଡ଼ ମେମ୍ବରମାନଙ୍କର ଭୋଟ ଗଣତି ଚାଲୁରହିଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like