-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||     

HOME   ଜିଲ୍ଲା

ଯୁବୋଦୟ କଲେଜ ଅଫ୍ ଆଡଭାନ୍ସଡ୍ ଟେକ୍ନୋଲୋଜି ତରଫରୁ ବିଜ୍ଞାନ ଦିବସ ପାଳିତ

28-Feb-2022



ବଲାଙ୍ଗିର (ପ୍ରେରଣା ଖବର) : ବିଜ୍ଞାନ ର ଜୟଯାତ୍ରା ଜାରି ରହିଛି, ସମଗ୍ର ବିଶ୍ବର ମଙ୍ଗଳ ପାଇଁ ବିଜ୍ଞାନ ଆଜି ଏକ ଆଶୀର୍ବାଦ ।ତେଣୁ ଆଜି ମହାନ ବୈଜ୍ଞାନିକ ସାର ସି ଭି ରମଣ ଙ୍କୁ ସମର୍ପିତ କରି ଯୁବୋଦୟ କଲେଜ ଅଫ୍ ଆଡଭାନ୍ସଡ୍ ଟେକ୍ନୋଲୋଜି ର +୩ବିଜ୍ଞାନ ଛାତ୍ରଛାତ୍ରୀ ମାନେ ପାଳନ କରିଥିଲେ ଜାତୀୟ ବିଜ୍ଞାନ ଦିବସ । ସକମା ସ୍ଥିତ ଯୁବୋଦୟ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀ ମାନେ ଶୋଭାଯାତ୍ରା କରିବା ସହିତ ଛତାମଖନା ନିକଟରେ ଥିବା ଏସିଆ ର ଦ୍ବିତୀୟ ବୃହତ୍ତମ କୁକୁଡା ଫାର୍ମ ଓଭୋ ଫାର୍ମ ପରିଦର୍ଶନ କରିଥିଲେ । ବୈଷୟିକ ଜ୍ଞାନ କୌଶଳର ବ୍ୟବହାର ଦ୍ବାରା ସଂପୂର୍ଣ୍ଣ ସ୍ବାସ୍ଥ୍ୟକର ଭାବରେ ସେମାନଙ୍କ ଖାଦ୍ୟ ଉପଯୋଗୀ ଅଣ୍ଡା ଉତ୍ପାଦନ କିପରି ହେଉଛି, ବୈଷୟିକ ଜ୍ଞାନର ସଫଳ ବ୍ୟବହାର ସହ ପରିଚାଳନାରେ କିପରି ଉନ୍ନତ ବ୍ୟବସ୍ଥା ରହିଛି ତାହା ଛାତ୍ରଛାତ୍ରୀ ମାନେ ପଚାରି ବୁଝିଥିଲେ ।ଯୁବୋଦୟ କଲେଜ ଅଫ୍ ଆଡଭାନ୍ସଡ୍ ଟେକ୍ନୋଲୋଜିର ସହ ଅଧ୍ୟକ୍ଷଙ୍କ ନେତୃତ୍ଵରେ ତଥା ସମସ୍ତ ଅଧ୍ୟାପକ ଅଧ୍ୟାପିକା ଏହି ପରିଦର୍ଶନ ରେ ଉପସ୍ଥିତ ଥିଲେ । କୋଭିଡ କଟକଣା ପାଳନ କରି ଛାତ୍ରଛାତ୍ରୀ ମାନଙ୍କ ଏହି ପରିଦର୍ଶନ କାର୍ଯ୍ୟକ୍ରମ ଯୁବୋଦୟ ଶିକ୍ଷାନୁଷ୍ଠାନର ନିର୍ଦ୍ଦେଶକ ଅମ୍ବରୀଶ ଦାଶଙ୍କ ପରିଚାଳନାରେ ଅନୁଷ୍ଠିତ ହୋଇଥିବା ବେଳେ ଆଗାମୀ ଦିନରେ ଏପରି ବିଜ୍ଞାନକୁ ପ୍ରୋତ୍ସାହନର ବାତାବରଣ ସୃଷ୍ଟି କରାଯିବା ପାଇଁ ଦୃଷ୍ଟି ଦିଆଯିବ ଓ ଗ୍ରାମୀଣ ବିକାଶରେ ବିଜ୍ଞାନର ଭୂମିକାକୁ ବିଶେଷ ଦୃଷ୍ଟି ଦିଆଯିବ ବୋଲି ଯୁବୋଦୟ ର ନିର୍ଦ୍ଦେଶକ କହିଥିଲେ।



News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026

You Might Also Like