-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଡୁମ୍ବେରବାହାଲ ସ୍କୁଲରେ ସ୍ବାଗତ ସମାରୋହ ଓ କୃତି ଛାତ୍ରୀକୁ ସମ୍ବର୍ଦ୍ଧନା ପ୍ରଦାନ

28-Feb-2022



ପଦ୍ମପୁର:-କରୋନା ମହାମାରୀ ଯୋଗୁଁ ଦୀର୍ଘ ଦୁଇ ବର୍ଷ ଧରି ସାରା ରାଜ୍ୟରେ ଶିକ୍ଷା ଦାନ ବନ୍ଦ ରହିଥିବା ସ୍କୁଲଗୁଡିକ ସରକାରଙ୍କ ନିର୍ଦ୍ଦେଶ ମୁତାବକ ଆଜି ପୁନର୍ବାର ଖୋଲିଥିବାରୁ ବରଗଡ଼ ଜିଲ୍ଲା ପାଇକମାଳ ବ୍ଲକ ମାଣ୍ଡୋସିଲ କ୍ଲଷ୍ଟର ଅନ୍ତର୍ଗତ ଡୁମ୍ବେରବାହାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ଉତ୍ସାହ ଆନନ୍ଦ ମଧ୍ୟରେ ସ୍ବାଗତ କରାଯିବା ସହ ୨୦୨୦-୨୧ ଶିକ୍ଷା ବର୍ଷର ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାରେ ସଫଳତାର ସହ ସର୍ବାଧିକ ନମ୍ବର ରଖି ପାଇକମାଲ ବ୍ଲକ ଟପ୍ପର ହୋଇଥିବା ଏହି ସ୍କୁଲର କୃତି ଛାତ୍ରୀ ରେଣୁକା ସାହୁଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏହି ଉପଲକ୍ଷେ ପ୍ରଧାନଶିକ୍ଷକ ହୃଷିକେଶ ବାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଭବ୍ୟ ଉତ୍ସବରେ ମାଣ୍ଡୋସିଲ ସିଆରସିସି ରାଧେଶ୍ୟାମ ପଟେଲ ମୁଖ୍ୟ ଅତିଥି ଓ ସ୍କୁଲ ପରିଚାଳନା କମିଟି ସଭାପତି ବନବସ ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ସହକାରୀ ଶିକ୍ଷକ ଡେଜଲିଙ୍ଗ ଦନ୍ତାଙ୍କ ମନ୍ତ୍ରୋଚ୍ଚାରଣ ଓ ମାଁ ମାନଙ୍କ ହୁଳହୁଳି ମଧ୍ୟରେ ଛାତ୍ରଛାତ୍ରୀଙ୍କୁ ଫୁଳ ଚନ୍ଦନ ଲଗାଇ ସ୍ବାଗତ କରାଯାଇଥିଲା । ସମ୍ବର୍ଦ୍ଧନା ସଭାରେ ୨୦୨୦-୨୧ ଶିକ୍ଷା ବର୍ଷର ପଞ୍ଚମ ଶ୍ରେଣୀ ମେଧାବୃତ୍ତି ପରୀକ୍ଷାର କୃତି ଛାତ୍ରୀ ରେଣୁକା ସାହୁଙ୍କୁ ସ୍କୁଲ ପକ୍ଷରୁ ମୁଖ୍ୟ ଅତିଥି ଶ୍ରୀ ପଟେଲ ପୁରସ୍କାର ପ୍ରଦାନ କରିଥିଲେ । ସେହିପରି ଏହି ସ୍କୁଲର ଚତୁର୍ଥ ଶ୍ରେଣୀ ଛାତ୍ରୀ ପ୍ରଣତୀ ସାହୁଙ୍କ ଆଜି ଜନ୍ମଦିନ ଥିବାରୁ ଉତ୍ସବରେ ତାଙ୍କ ଜନ୍ମଦିନ ପାଳନ କରାଯିବା ସହ ସମସ୍ତେ ତାଙ୍କୁ ଶୁଭାଶିର୍ବାଦ ପ୍ରଦାନ କରିଥିଲେ । ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ସହକାରୀ ଶିକ୍ଷକ ସୁଦାମ କନ୍ଧେର, ସ୍ବେଚ୍ଛାସେବୀ ଶିକ୍ଷୟିତ୍ରୀ ତପସ୍ୱିନୀ ପାଣ୍ଡେ , କୌଶଲ୍ୟା ପ୍ରଧାନ, ସ୍କୁଲ ପରିଚାଳନା କମିଟିର ଚୁଡ଼ାମଣି ବାଗ ଓ ଅଭିଭାବକ ପିତାମାତାମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like