-+91-9937148622 |

prerana_bgr@rediffmail.com |

  Wednesday 17th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମର ସମସ୍ୟା ନେଇ ବିଡିଓଙ୍କ ସହିତ ଆଲୋଚନା   (17-Jun-2026)       ||      ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   (17-Jun-2026)       ||      କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍    (17-Jun-2026)       ||      +୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   (17-Jun-2026)       ||      ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   (17-Jun-2026)       ||      ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (16-Jun-2026)       ||      ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   (16-Jun-2026)       ||      ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   (16-Jun-2026)       ||      *ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   (16-Jun-2026)       ||      ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ    (16-Jun-2026)       ||      ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||     

HOME   ଜିଲ୍ଲା

ଉମା ପଞ୍ଚାୟତ ସରପଞ୍ଚ ଭାବେ ଦୌଲତ ପାଣ୍ଡେଙ୍କ ଐତିହାସିକ ବିଜୟ

01-Mar-2022



କଣ୍ଟାମାଳ(ଅକୃର ସାହୁ) // କଣ୍ଟାମାଳ ବ୍ଲକ ଉମା ଗ୍ରାମ ପଞ୍ଚାୟତ ସରପଞ୍ଚ ଭାବେ ଦୌଲତ ପାଣ୍ଡେ ବିପୁଳ ସଂଖ୍ୟାରେ ବିଜୟୀ ହୋଇଛନ୍ତି । ପଞ୍ଚାୟତରେ ପୁରୁଷ ୧୨୯୧ ଓ ମହିଳା ୧୩୬୪ ସର୍ବମୋଟ ୨୬୫୫ ଭୋଟର ରହିଥିବା ବେଳେ ସମୁଦାୟ ୨୨୭୨ ଭୋଟର ମତଦାନ କରିଥିଲେ । ୨୬ ତାରିଖ ଭୋଟ ଗଣନା ହୋଇଥିବା ବେଳେ ୨୭ ତାରିଖ ସକାଳୁ ଫଳାଫଳ ପ୍ରକାଶ ପାଇଥିଲା । ଗଦି ମହାନନ୍ଦ ୧୭ ଖଣ୍ତ, ପ୍ରତିମା ମହାନନ୍ଦ ୪୯୦ ଖଣ୍ତ, ଏବଂ ୭୬ ଖଣ୍ତ ଭୋଟ ନାକଚ ହୋଇଥିବା ବେଳେ ଦୌଲତ ପାଣ୍ଡେ ୧୬୮୯ ଖଣ୍ତ ଭୋଟ ପାଇ ନିକଟତମ ପ୍ରତିଦ୍ବନ୍ଦି ପ୍ରତିମା ଠାରୁ ୧୧୯୯ ଖଣ୍ତ ଭୋଟରେ ବିଜୟୀ ହୋଇଛନ୍ତି । ସୂଚନାଯୋଗ୍ୟ ଯେ ଦୌଲତ ଜଣେ ସାଧାରଣ ପରିବାରର ପୁଅ । ଶିକ୍ଷାଗତ ଯୋଗ୍ୟତା ଯୁକ୍ତଦୁଇ । ସେ ମାଁ ମାଟିର ସ୍ବାଭିମାନ ରକ୍ଷା ପାଇଁ ଲଢେଇ କରି ମାଗଣାରେ ଭୋଟ ଭିକ୍ଷା କରିଥିଲେ ।  ଲୋକଙ୍କ ଅକୁଣ୍ଠ ସମର୍ଥନ ପାଇ ବିପୁଳ ସଂଖ୍ୟକ ଭୋଟରେ ବିଜୟ ହୋଇଛନ୍ତି । ଏ ବିଜୟ ମୋର ନୁହେଁ ମାଁ ମାଟି ଓ ଧର୍ମର ବିଜୟ ହୋଇଛି, ମୋତେ ୫ବର୍ଷ ପାଇ ସେବା କରିବାର ସୁଯୋଗ ଦେଇଥିବାରୁ ଉମା ପଞ୍ଚାୟତବାସୀଙ୍କ ନିକଟରେ ଚିର କୃତଜ୍ଞ ରହିବି ବୋଲି କହିଛନ୍ତି ନବ ନିର୍ବାଚିତ ସରପଞ୍ଚ ଶ୍ରୀ ପାଣ୍ଡେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମର ସମସ୍ୟା ନେଇ ବିଡିଓଙ୍କ ସହିତ ଆଲୋଚନା   17-Jun-2026
  ଜିଲ୍ଲା  
ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   17-Jun-2026
  ଜିଲ୍ଲା  
କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍   17-Jun-2026
  ଜିଲ୍ଲା  
+୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   17-Jun-2026
  ଜିଲ୍ଲା  
ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   17-Jun-2026
  ଜିଲ୍ଲା  
ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   16-Jun-2026
  ଜିଲ୍ଲା  
*ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   16-Jun-2026
  ବିଶେଷ  
ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ   16-Jun-2026
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026

You Might Also Like